• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉଦଘାଟନ ପୂର୍ବରୁ ୧୩ଟି ପ୍ରକଳ୍ପର ତଦାରଖ କଲେ ଜିଲ୍ଲାପାଳ

Proprietor Abhimanyu Maharana by Proprietor Abhimanyu Maharana
February 7, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଉଦଘାଟନ ପୂର୍ବରୁ ୧୩ଟି ପ୍ରକଳ୍ପର ତଦାରଖ କଲେ ଜିଲ୍ଲାପାଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୭ ଫେବୃଆରୀ ରବିବାର ) ହିଞ୍ଜିଳିକାଟୁ :- ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀର ପ୍ରାଣକେନ୍ଦ୍ର ହିଞ୍ଜିଳିକାଟୁ ପୌରାଂଚଳରେ ନିର୍ମାଣ ଶେଷ ପର୍ଯ୍ୟାୟରେ ରହି ଉଦଘାଟନ ଅପେକ୍ଷାରେ ଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଗୁଡ଼ିକୁ ରବିବାର ସନ୍ଧ୍ୟାରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ହିଞ୍ଜିଳି ଗ୍ରସ୍ତରେ ଆସି ସମସ୍ତ ପ୍ରକଳ୍ପର ତଦାରଖ କରିିଛନ୍ତି । ଚଳିତ ମାସ ୧୧ ତାରିଖରେ ଭିଡ଼ିଓ କନଫେରନ୍‌ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ କାର୍ଯ୍ୟକ୍ରମ ସ୍ଥିରିକୃତ ହୋଇଛି । ରବିବାର ସନ୍ଧ୍ୟାରେ ଗଞ୍ଜାମ ଜିଲ୍ଲାପାଳ କୁଲାଙ୍ଗେ ହିଞ୍ଜିଳି ପୌରାଂଚଳ ଗ୍ରସ୍ତରେ ଆସି ପ୍ରଥମେ ବ୍ଳକ କାର୍ଯ୍ୟାଳୟ ପରିସରରେ ବିଭିନ୍ନ ପ୍ରଶାସନିକ ଅଧିକାରୀଙ୍କ ସହ ଉନ୍ନୟନ କାର୍ଯ୍ୟର ଅଗ୍ରଗତି ସର୍ମ୍ପକରେ ଆଲୋଚନା କରିଥିଲେ । ପରେ ଉଦଘାଟନ ଅପେକ୍ଷାରେ ଥିବା ବସ ଟର୍ମିନାଲ, ହିଞ୍ଜିଳି ଦେଉଳବନ୍ଧର ସୌନ୍ଦର୍ଯ୍ୟକରଣ, ଆମିଷ ବଜାର, ବିଜୁ ପଟ୍ଟନାୟକ ଛକରେ ଅବସ୍ଥିତ ବିଜୁ ବାବୁଙ୍କ ବ୍ରୋଞ୍ଜ ପ୍ରତିମୂର୍ତି , ଆରଏମସି ପରିସରରେ ନିର୍ମତ ଉପଖଣ୍ଡ ଚିକିତ୍ସାଳୟ (ଅନ୍ତଃ ବିଭାଗ) ,

ଆରଏମସି ମାର୍କେଟ କମ୍ପେ୍ଳକ୍ସ, ଚିତୋ ବିନୋଦନ କେନ୍ଦ୍ର, ଭେଂଣ୍ଡି ଜୋନ୍‌, ସିନେମା ହଲ ଛକ ସ୍ଥିତ ବଜାର ଗୃହ, ପୌର କାର୍ଯ୍ୟାଳୟ ସମ୍ପ୍ରସାରଣ ଗୃହ, ଅତିଥି ଭବନ, ଇ-ନାମ ପ୍ରକୋଷ୍ଠ, ଶୀତଳ ଭଣ୍ଡାର ଆଦି ୧୩ଟି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ କାର୍ଯ୍ୟର ତଦାରଖ କରିଥିଲେ । ଅନ୍ୟପକ୍ଷରେ ହିଞ୍ଜିଳି ବିଧାୟକ ତଥା ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନ ପରବର୍ତି ସମୟ ଠାରୁ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଗ୍ରସ୍ତରେ ଆସିନଥିବା ବେଳେ ପୌରାଂଚଳର ବହୁ ଉନ୍ନୟନ ପ୍ରକଳ୍ପର ଉଦଘାଟନ କାର୍ଯ୍ୟକ୍ରମକୁ ଭିଡ଼ିଓ କନଫେରନ୍ସ ମାଧ୍ୟମରେ କିଛି ବିଜୁ ପ୍ରେମୀ ନାପସନ୍ଦ କରିଛନ୍ତି । ଜିଲ୍ଲାପାଳଙ୍କ ଗ୍ରସ୍ତ ସମୟରେ ତହସିଲଦାର ପ୍ରଭାତ କୁମାର ପରିଡ଼ା, ବିଡ଼ିଓ ପ୍ରସନ କୁମାର ପାତ୍ର, ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଂଜନ ସାହୁ , ପୂର୍ତ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ଅରୁଣ କୁମାର ସାବତ, ସହକାରୀ ଯନ୍ତ୍ରୀ ଉମାଚରଣ ପାଢି, ଆରଏମସି ସମ୍ପାଦକ ବିନାୟକ ବିଶ୍ୱାଳ, ପୌର ସହକାରୀ ଯନ୍ତ୍ରୀ ପ୍ରମୋଦ ନାୟକ, କନିଷ୍ଠ ଯନ୍ତ୍ରୀ ମାନସ ରଂଜନ ଦାଶ, ଦିଲ୍ଲିପ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ( ରିପୋର୍ଟ – ସୁଶାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version