• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର : ଖୋଲିଲା ନବମ ଶ୍ରେଣୀ, ପ୍ରଥମେ ଦିବସରେ ଆସିଲେ 158 ଜଣ ଛାତ୍ରଛାତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
February 8, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ରଣପୁର : ଖୋଲିଲା ନବମ ଶ୍ରେଣୀ, ପ୍ରଥମେ ଦିବସରେ ଆସିଲେ 158 ଜଣ ଛାତ୍ରଛାତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୮ ଫେବୃଆରୀ, ସୋମବାର ) ରଣପୁର :- ଜାନୁଆରୀ ମାସ 8 ତାରିଖରେ ବିଦ୍ୟାଳୟରେ ଦଶମ ଶ୍ରେଣୀ ଖୋଲିଥିବା ଆଜି ସରକାରୀ ନିୟମ ଅନୁଯାୟୀ ନବମ ଶ୍ରେଣୀ ଖୋଲିଛି l ବିଦ୍ୟାଳୟରେ ସମସ୍ତ କରୋନା କଟକଣା ନିୟମକୁ ପାଳନ କରା ଯାଇଥିଲା l ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବନଲତା ବେହେରା, ବରିଷ୍ଠ ଶିକ୍ଷକ ବସନ୍ତ କୁମାର ସାହୁ ତତ୍ଵାବଧାନରେ ତିଲୋତ୍ତମା ପୃଷ୍ଟି, ପ୍ରତିମା ଦେବୀ,

ଶତୃଘନ ପ୍ରଧାନ ଓ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କ ସହଯୋଗରେ ସହଯୋଗରେ ଛାତ୍ରଛାତ୍ରୀମାନେ ପ୍ରବେଶ କରିବା ସମୟରେ ସେମାନଙ୍କ ସ୍କ୍ରିନିଙ୍ଗ ଟେଷ୍ଟ, ମାସ୍କ ପ୍ରଦାନ ସହ ହାତ ସାନିଟାଇଜର କରାଯାଇଥିଲା l ସାମାଜିଜ ଦୂରତା ରକ୍ଷା ଉପରେ ଗୁରୁତ୍ୱ ଦିଆଯାଇଥିଲା l ଛାତ୍ରଛାତ୍ରୀମାନଙ୍କୁ ୮ ଟି ବିଭାଗ କରି ପାଠ ପଢା ଯାଇଥିଲା l

ପ୍ରଥମ ଦିବସରେ ବିଦ୍ୟାଳୟକୁ ଆଜି 158 ଜଣ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ l   ନବମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ସକାଳ 8 ଟାରୁ 10.30 ପର୍ଯ୍ୟନ୍ତ ପାଠ ପଢା ଯାଇଥିଲା l ଏହାପରେ 11 ଟା ଠାରୁ ଅପରାହ୍ନ 4 ଟା ପର୍ଯ୍ୟନ୍ତ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମମାନଙ୍କୁ ପାଠ ପଢା ଯାଇଥିଲା l

ସେହିପରି ପ୍ରଧାନ ଶିକ୍ଷୟତ୍ରୀ ବିଦେଶିନୀ ପତିଙ୍କ ତତ୍ଵାବଧାନରେ ସମସ୍ତ କଟକଣାକୁ ପାଳନ କରି ଗୌରାଙ୍ଗପୁର ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଖୋଲା ଯାଇଛି l (ରଣପୁର ପ୍ରତିନିଧି ପ୍ରିୟମ୍ବଦା ମହାପାତ୍ରଙ୍କ ରିପୋର୍ଟ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଛୋଟା ଭୀମ୍ କଲେକ୍ସନ୍ ସହ କେନ୍ଦୁଝରରେ ଖୋଲିଲା ଶ୍ରୀଲେଦର୍ସର ନୂତନ ଶୋ’ରୁମ

ଛୋଟା ଭୀମ୍ କଲେକ୍ସନ୍ ସହ କେନ୍ଦୁଝରରେ ଖୋଲିଲା ଶ୍ରୀଲେଦର୍ସର ନୂତନ ଶୋ’ରୁମ

March 13, 2026
ନୀତିଗତ ସଂସ୍କାର ଏବଂ ସ୍ଥାୟୀ ଖଣି ହେଉଛି ଭାରତର ଖଣିଜ ସୁରକ୍ଷାର ଚାବିକାଠି : ଅରୁଣ କୁମାର

ନୀତିଗତ ସଂସ୍କାର ଏବଂ ସ୍ଥାୟୀ ଖଣି ହେଉଛି ଭାରତର ଖଣିଜ ସୁରକ୍ଷାର ଚାବିକାଠି : ଅରୁଣ କୁମାର

March 13, 2026
ଜାହାନିଆଁ ପୀଠ ଠାରେ “ସୁମନ “ଓ ଶ୍ରୀଅରବିନ୍ଦର ପାଠଚକ୍ର କାର୍ଯ୍ୟକ୍ରମ

ଜାହାନିଆଁ ପୀଠ ଠାରେ “ସୁମନ “ଓ ଶ୍ରୀଅରବିନ୍ଦର ପାଠଚକ୍ର କାର୍ଯ୍ୟକ୍ରମ

March 13, 2026
ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର,୭ଟି ଦାମୀ ପ୍ଲଟ,୨ଟି ୩ ମହଲା ବିଶିଷ୍ଟ କୋଠା, ନଗଦ ଟଙ୍କା ଜବତ

ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର,୭ଟି ଦାମୀ ପ୍ଲଟ,୨ଟି ୩ ମହଲା ବିଶିଷ୍ଟ କୋଠା, ନଗଦ ଟଙ୍କା ଜବତ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଛୋଟା ଭୀମ୍ କଲେକ୍ସନ୍ ସହ କେନ୍ଦୁଝରରେ ଖୋଲିଲା ଶ୍ରୀଲେଦର୍ସର ନୂତନ ଶୋ’ରୁମ

ଛୋଟା ଭୀମ୍ କଲେକ୍ସନ୍ ସହ କେନ୍ଦୁଝରରେ ଖୋଲିଲା ଶ୍ରୀଲେଦର୍ସର ନୂତନ ଶୋ’ରୁମ

March 13, 2026
ନୀତିଗତ ସଂସ୍କାର ଏବଂ ସ୍ଥାୟୀ ଖଣି ହେଉଛି ଭାରତର ଖଣିଜ ସୁରକ୍ଷାର ଚାବିକାଠି : ଅରୁଣ କୁମାର

ନୀତିଗତ ସଂସ୍କାର ଏବଂ ସ୍ଥାୟୀ ଖଣି ହେଉଛି ଭାରତର ଖଣିଜ ସୁରକ୍ଷାର ଚାବିକାଠି : ଅରୁଣ କୁମାର

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version