• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଯୁଡ଼ୁଙ୍ଗୁ ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଫୁଟିଲା ଗୁଳି, ଅଳ୍ପକେ ବର୍ତ୍ତିଲେ ପାଷ୍ଟର ଡମ୍ବରୁ ମାଝୀ

Proprietor Abhimanyu Maharana by Proprietor Abhimanyu Maharana
February 9, 2021
in Uncategorized, ଓଡ଼ିଶା, ଗଜପତି, ହୋମ୍
0
ଯୁଡ଼ୁଙ୍ଗୁ ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଫୁଟିଲା ଗୁଳି, ଅଳ୍ପକେ ବର୍ତ୍ତିଲେ ପାଷ୍ଟର ଡମ୍ବରୁ ମାଝୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୮ ଫେବୃଆରୀ , ସୋମବାର )ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ଅଡ୍‌ବା ଥାନା ଅଞ୍ଚଳରେ ଗୁଣିଗାରେଡି ସନ୍ଦେହରେ ଅନ୍ଧ ବିଶ୍ୱାସର ବଶବର୍ତ୍ତୀ ହୋଇ ଫୁଟିଛି ଗୁଳି । ଅଳ୍ପକେ ମରଣ ମୁହଁରୁ ବଞ୍ଚିଯାଇଛନ୍ତି ପାଳକ( ପାଷ୍ଟର) । ଏଭଳି ଏକ ଘଟଣା ଘଟିଛି ଅଡ୍‌ବା ଥାନା ଅଞ୍ଚଳରେ ।  ଜୁଡ଼ୁଙ୍ଗ ଗ୍ରାମର ପାଷ୍ଟର ଡମ୍ବରୁଧର ମାଝୀ(୩୩) ନିଜ ଗ୍ରାମରୁ ନିକଟସ୍ଥ କରଡାବାଡି ଚର୍ଚ୍ଚକୁ ପ୍ରାର୍ଥନା କରିବା ପାଇଁ ଯାଉଥିବାବେଳେ ଆଗରୁ ସାରୁମେରା ନିକଟରେ ଛପି ରହିଥିବା ୩ ଜଣ ଯୁବକ ତାଙ୍କ ଉପରକୁ ଗୁଳି ଫୁଟାଇଥିଲେ । କିନ୍ତୁ ଗୁଳି ତାଙ୍କୁ ନ ବାଜି ତାଙ୍କ ବାଇକରେ ବାଜିଥିଲା।ସେ ଗାତି ଛାଡ଼ି ପ୍ରାଣ ବିକଳରେ ଜୀବନ ବଞ୍ଚାଇବା ପାଇଁ ବୌଡ଼ିଥିଲେ । ଦୁଇ ଜଣ ତାଙ୍କୁ ଧରିବା ପାଇଁ ଚେଷ୍ଟା କରିଥିଲେ କିନ୍ତୁ ଧରି ନପାରି ତାଙ୍କ ମୁଣ୍ଡକୁ ପଥର ମାରିଥିଲେ । ସେ ଆହତ ହୋଇ ମଧ୍ୟ ବ୍ରାହ୍ମଣୀଗାଁ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଯାଇଥିଲେ । ସେଠାରୁ ଫେରି ଅଡବା ଥାନାରେ ଲିଖିତ ଅଭିଯୋଗ କରିବାପରେ ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ପାତ୍ର ଓ ପୁଲିସ ଦଳ ଘଟଣା ସ୍ଥଳରୁ ଯାଇ ସେଠାରୁ ୨ଟି ଗୁଳିର ଖୋକା, ବାଇକ ଜବତ କରିବା ସହ ମାମଲା ରୁଜ୍ଜୁ କରିଛି ।

ତମ୍ବୁରୁଙ୍କ ଅଭିଯୋଗ ପ୍ରକାରେ ସେ ଚର୍ଚ୍ଚକୁ ଯିବା ସମୟରେ ତାଙ୍କ ଗ୍ରାମର ପ୍ରମୋଦ ଆଲିସ, ସାଗର ମାଝୀ ଓ ତାଙ୍କ ସହ ଅନ୍ୟ ଦୁଇଜଣ ମିଶି ତାଙ୍କ ଉପରକୁ ଗୁଳି ଫୁଟାଇଥିଲେ । ସୂଚନା ଥାଉ କି ଅଭିଯୁକ୍ତ ସାଗର ମାଝୀଙ୍କ ୯ ମାସର ପୁଅ ୨୦୨୦ ମସିହା ଅଗଷ୍ଟ ମାସ ୨୭ ତାରିଖରେ ଦେହ ଅସୁସ୍ଥ ହୋଇ ମରିଯାଇଥିଲେ । କିନ୍ତୁ ତମ୍ବରୁଧର ଓ ତାଙ୍କ ବାପା ଗୁଣିଗାରେଡ଼ି କରି ସାଗରର ପୁଅକୁ ମାରିଦେଇଥିବା ସନ୍ଦେହ କରି ସାଗର ମନରେ କ୍ରୋଧ ଜାତ ହୋଇଥିଲା । ଏ ବିଷୟକୁ ନେଇ ଗ୍ରାମସଭା ଅନୁଷ୍ଠିତ ହୋଇଥିଲା । ସଭାରେ ଭୋଜିଭାତ ଦେବା ପାଇଁ ଡ୍‌ମ୍ବରୁ ଘର ପରିବାରଙ୍କୁ କୁହାଯାଇଥିଲା । ପରେ ଗ୍ରାମବାରୀ ଏହାକୁ ବାରଣ କରିଥିଲେ,  ଗୁଣିଗାରେଡିକୁ ସନ୍ଦେହ କରି ତମ୍ବୁରୁକୁ ଜୀବନରେ ମାରିଦେବା ପାଇଁ ସାଗର ବନ୍ଧୁଜଫୁଟାଇଥିଲେ । କିନ୍ତୁ ମରୁମରୁ ଅଳ୍ପ କେ ବର୍ତ୍ତି ଗଲେ ପାଳକ ଡମ୍ବରୁ । ଅଭିଯୁକ୍ତମାନେ ସେଠାରୁ ଫେର।ର ହୋଇ ଯାଇଛନ୍ତି । ସେମାନଙ୍କୁ ଯଥାଶୀଘ୍ର ଗିରଫ କରାଯିବା ବୋଲି ଅଡବା ଆଇଆଇସି ଶ୍ରୀ ପାତ୍ର ସୂଚନା ଦେଇଛନ୍ତି । ( ରିପୋର୍ଟ  – ଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

March 19, 2026
ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

March 19, 2026
ଶିକ୍ଷୟିତ୍ରୀ ରେଣୁବାଳା ମହାନ୍ତି ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷୟିତ୍ରୀ ରେଣୁବାଳା ମହାନ୍ତି ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା

March 19, 2026
ରଣପୁରରେ ପ୍ଲାଷ୍ଟିକ ବିକଳ୍ପ ଉପରେ କାପାସିଟି ବିଲ୍ଡିଂ ଟ୍ରେନିଙ୍ଗ ପ୍ରୋଗ୍ରାମ ଆୟୋଜିତ।

ରଣପୁରରେ ପ୍ଲାଷ୍ଟିକ ବିକଳ୍ପ ଉପରେ କାପାସିଟି ବିଲ୍ଡିଂ ଟ୍ରେନିଙ୍ଗ ପ୍ରୋଗ୍ରାମ ଆୟୋଜିତ।

March 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

March 19, 2026
ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

March 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version