No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୯ ଫେବୃଆରୀ ମଙ୍ଗଳବାର ) ବରଗଡ଼ :- ଓଡ଼ିଶା ମୋ ପରିବାର ପକ୍ଷରୁ ଗାଇସିଲେଟ ବ୍ଲକର ଜାମୁଟପାଲି ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିର କୁ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ ଉଦଘାଟନ କରିଥିଲେ । ଏଥିରେ ଗ୍ରାମର ୩୨ ଜଣ ସ୍ବେଚ୍ଛାସେବୀ ରକ୍ତଦାନ କରିଥିଲେ । ଶିବିର ରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟିକା ରୀତା ସାହୁ , ଓଡ଼ିଶା ମୋ ପରିବାର ର ଆବାହକ ଗୈ।ର ହରି ମିଶ୍ର , ଶକୁନ୍ତଳା ମହାପାତ୍ର , ଅଶ୍ବିନୀ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ । ( ସତ୍ୟ ନାରାୟଣ ପ୍ରଧାନ ବରଗଡ଼ )
No Result
View All Result