• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାସ୍ତରୀୟ ଫାଇଲେରିଆ ନିରାକରଣ ସଚେତନତା ବୈଠକ – ନୟାଗଡ଼

Proprietor Abhimanyu Maharana by Proprietor Abhimanyu Maharana
February 9, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଜିଲ୍ଲାସ୍ତରୀୟ ଫାଇଲେରିଆ ନିରାକରଣ ସଚେତନତା ବୈଠକ – ନୟାଗଡ଼
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୯ ଫେବୃଆରୀ ମଙ୍ଗଳବାର ) ନୟାଗଡ଼ :- ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ସ୍ୱାସ୍ଥ୍ୟଗତ ବୈଠକ ଫାଇଲେରିଆ ନିରାକରଣ-୨୦୨୧ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଦିବା ୧୧ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି । ତା.୧୦.୦୨.୨୦୨୧ ଠାରୁ ତା. ୧୯.୦୨.୨୦୨୧ରିଖ ପର୍ଯ୍ୟନ୍ତ ଫାଇଲେରିଆ ବା ବାତଜ୍ୱର ନିରାକରଣ ନିମନ୍ତେ ଏକକାଳୀନ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ସମଗ୍ର ଜିଲ୍ଲାରେ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଡି.ଇ.ସି. ଔଷଧ ସହ ଆଲବେଣ୍ଡାଜୋଲ ବଟିକା ବୟସ ଅନୁପାତରେ ଲୋକମାନଙ୍କୁ ଖାଇବାକୁ ଦିଆଯିବ । ଏହି ଔଷଧ ଆଶାକର୍ମୀ, ଅଙ୍ଗନବାଡ଼ିକର୍ମୀ ଓ ସ୍ୱେଚ୍ଛାସେବୀମାନେ ପ୍ରଦାନ କରିବେ ।

ଏହି ଔଷଧର ସାଧାରଣତଃ କୌଣସି ପାଶ୍ୱର୍ପ୍ରତିକ୍ରିୟା ନ ଥାଏ । ଏହି ଔଷଧକୁ ଖାଦ୍ୟ ଖାଇବା ପରେ ଖାଇବା ଆବଶ୍ୟକ । ଫାଇଲେରିଆ କୀଟାଣୁ ଥିବା ଲୋକଙ୍କ ଠାରେ ଔଷଧ ଖାଇବା ପରେ ସାମାନ୍ୟ ପାଶ୍ୱର୍ ପ୍ରତିକ୍ରିୟା ଦେଖାଯାଇପାରେ । କିଛି ସମୟ ପରେ ଆପେ ଆପେ ଭଲ ହୋଇଯାଇଥାଏ । ଏହି ଔଷଧକୁ ସେବନ କରିବା ଦ୍ୱାରା ଫାଇଲେରିଆ ବା ବାତଜ୍ୱର ନିୟନ୍ତ୍ରଣ ହୋଇଥାଏ । ଏହି ଔଷଧ ଗର୍ଭବତୀ ମହିଳା ଏବଂ ଦୁଇବର୍ଷରୁ କମ ବୟସର ଶିଶୁ ଓ ଦୀର୍ଘଦିନ ଧରି ଅସୁସ୍ଥ ଥିବା ବ୍ୟକ୍ତିଙ୍କୁ ଦିଆଯିବନାହିଁ । ୨ବର୍ଷ ରୁ ଅଧିକ ଓ ୫ବର୍ଷରୁ କମ ବୟସର ଶିଶୁକୁ ୧ଗୋଟି ଡି.ଇ.ସି. ବଟିକା ଓ ୧ଗୋଟି ଆଲବେଣ୍ଡାଜୋଲ ବଟିକା ଦିଆଯିବ ।

ସେହିପରି ୬ବର୍ଷରୁ ଅଧିକ ଓ ୧୪ବର୍ଷରୁ କମ ବୟସର ଶିଶୁଙ୍କୁ ୨ଗୋଟି ଡି.ଇ.ସି. ବଟିକା ଓ ୧ଗୋଟି ଆଲବେଣ୍ଡାଜୋଲ ବଟିକା ପ୍ରଦାନ କରାଯିବ । ୧୫ବର୍ଷରୁ ଅଧିକ ବୟସର ବ୍ୟକ୍ତିଙ୍କୁ ୩ଗୋଟି ଡି.ଇ.ସି. ବଟିକା ଓ ୧ଗୋଟି ଆଲବେଣ୍ଡାଜୋଲ ବଟିକା ପ୍ରଦାନ କରାଯିବ । ନୟାଗଡ଼ ଜିଲ୍ଲାରୁ ଯେଭଳି ମ୍ୟାଲେରିଆ ନିରାକରଣ କରାଯାଇପାରିଛି ସେହିଭଳି ଫାଇଲେରିଆ ରୋଗକୁ ସଂପୂର୍ଣ ଦୂର କରିବା ପାଇଁ ବୈଠକରେ ଆଲୋଚନା କରାଯାଇଥିଲା । ଜିଲ୍ଲାର ବିଭିନ୍ନ ସ୍ଥାନରେ ଏହି ରୋଗ ଥିବାର ଜଣାଯାଇଛି ।

ଏହାର ଏକ ସାରଣୀ ଏଥି ସହିତ ପ୍ରଦାନ କରାଗଲା । ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଧାନ ଚନ୍ଦ୍ର ରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଶକ୍ତିପ୍ରସାଦ ମିଶ୍ର,ଜିଲ୍ଲା ମ୍ୟାଲେରିଆ ଅଧିକାରୀ ଡା. ତାରକା ପ୍ରସନ୍ନ ତ୍ରିପାଠୀ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ ଏବଂ ସମସ୍ତ ଗଣମାଧ୍ୟମର ପ୍ରତିନିଧି ଯୋଗଦାନ କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ , ନୟାଗଡ଼

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଉତ୍କଳ ହସ୍ପିଟାଲରେ ବିଶ୍ୱ ହେପାଟାଇଟିସ୍ ଦିବସ ପାଳିତ : ଶୀଘ୍ର ଚିହ୍ନଟ ଓ ପ୍ରତିରୋଧ ଉପରେ ଗୁରୁତ୍ୱାରୋପ

ଉତ୍କଳ ହସ୍ପିଟାଲରେ ବିଶ୍ୱ ହେପାଟାଇଟିସ୍ ଦିବସ ପାଳିତ : ଶୀଘ୍ର ଚିହ୍ନଟ ଓ ପ୍ରତିରୋଧ ଉପରେ ଗୁରୁତ୍ୱାରୋପ

July 30, 2026
ବିଦ୍ୟାଳୟ ସନ୍ନିକଟ ସମ୍ବେଦନ ଶୀଳସ୍ଥାନରେ ବେଆଇନ୍ ବ୍ୟବସାୟୀଙ୍କ ପ୍ରତି ଚଢ଼ାଉ ହେଉନାହିଁ କାହିଁକି ..?

ବିଦ୍ୟାଳୟ ସନ୍ନିକଟ ସମ୍ବେଦନ ଶୀଳସ୍ଥାନରେ ବେଆଇନ୍ ବ୍ୟବସାୟୀଙ୍କ ପ୍ରତି ଚଢ଼ାଉ ହେଉନାହିଁ କାହିଁକି ..?

July 30, 2026
ବନ୍ୟା ପରିସ୍ଥିତି ମୁକାବିଲାରେ ରାଜ୍ୟ ସରକାର
ସମ୍ପୂର୍ଣ୍ଣ ବିଫଳ : ବିଜେଡି

ବନ୍ୟା ପରିସ୍ଥିତି ମୁକାବିଲାରେ ରାଜ୍ୟ ସରକାର
ସମ୍ପୂର୍ଣ୍ଣ ବିଫଳ : ବିଜେଡି

July 29, 2026
ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

July 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଉତ୍କଳ ହସ୍ପିଟାଲରେ ବିଶ୍ୱ ହେପାଟାଇଟିସ୍ ଦିବସ ପାଳିତ : ଶୀଘ୍ର ଚିହ୍ନଟ ଓ ପ୍ରତିରୋଧ ଉପରେ ଗୁରୁତ୍ୱାରୋପ

ଉତ୍କଳ ହସ୍ପିଟାଲରେ ବିଶ୍ୱ ହେପାଟାଇଟିସ୍ ଦିବସ ପାଳିତ : ଶୀଘ୍ର ଚିହ୍ନଟ ଓ ପ୍ରତିରୋଧ ଉପରେ ଗୁରୁତ୍ୱାରୋପ

July 30, 2026
ବିଦ୍ୟାଳୟ ସନ୍ନିକଟ ସମ୍ବେଦନ ଶୀଳସ୍ଥାନରେ ବେଆଇନ୍ ବ୍ୟବସାୟୀଙ୍କ ପ୍ରତି ଚଢ଼ାଉ ହେଉନାହିଁ କାହିଁକି ..?

ବିଦ୍ୟାଳୟ ସନ୍ନିକଟ ସମ୍ବେଦନ ଶୀଳସ୍ଥାନରେ ବେଆଇନ୍ ବ୍ୟବସାୟୀଙ୍କ ପ୍ରତି ଚଢ଼ାଉ ହେଉନାହିଁ କାହିଁକି ..?

July 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version