• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁମ୍ମା ବ୍ଲକକୁଜାସିଂପଞ୍ଚାୟତଉପ ନିର୍ବାଚନରେ ବିଜୟୀ ହେଲେବିଜେଡ଼ି ସମର୍ତିଥ ପlର୍ଥୀ ଯବାନ ଭୂୟାଁ

Proprietor Abhimanyu Maharana by Proprietor Abhimanyu Maharana
February 13, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଗୁମ୍ମା ବ୍ଲକକୁଜାସିଂପଞ୍ଚାୟତଉପ ନିର୍ବାଚନରେ ବିଜୟୀ ହେଲେବିଜେଡ଼ି ସମର୍ତିଥ ପlର୍ଥୀ ଯବାନ ଭୂୟାଁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୨ ଫେବୃଆରୀ ଶୁକ୍ରବାର ) ପାରଳlଖେମୁଣ୍ଡି :- ଗଜପତି ଜିଲ୍ଲା ଗୁମ୍ମା ବ୍ଲକ କୁଜାସିଂ ପଞ୍ଚାୟତର ଖାଲିପଡିଥିବା ସରପଞ୍ଚ ପଦ ପୂରଣ ପାଇଁ ଉପନିର୍ବାଚନ ତାରିଖ କୋଷଣା କରିଥିଲେ ରାଜ୍ୟ ନିର୍ବାଚନ କମିଶନ । ଫେବ୍ରୁଆରୀ ୧୧ତାରିଖରେ ଏହି ପଞ୍ଚାୟତ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେଇଥିଲା । ଏହି ସରପଞ୍ଚ ପାର୍ଥି ପାଇଁ ତିନି ଜଣ ପାର୍ଥିପତ୍ର ଦାଖଲ କରିଥିଲେ ୧:ଯବାନ ଭୂୟାଁ (ଖୋଲା ବହି)୨:ଯୋଶୀୟ ଭୂୟାଁ (ମାଛ)୩:ଭାସ୍କର ନାୟକ(ସୁଯ୍ୟ) ଚିନ୍ହରେ ପ୍ରତିଦ୍ୱନ୍ଦୀ ଭାବେ ଲୋଡ଼େଇ ଚାଇଥିଲା ।

ଗତକାଲି କୁଜାସିଂ ପଞ୍ଚାୟତରେ ୧୧ଟି ବୁଥ ଗଠନ କରାଯାଇଥିଲା ସମସ୍ତ କରନା ନିୟମ ଅନୁଯାୟୀ ଏଠାରେ ଭୋଟ ଦାନ କରାଯାଇଛି ଏବଂ ଆଜି ଗୁମ୍ମା ବ୍ଲକ ଠାରେ ବିଧିବଦ୍ଧ ଭାବେ ଭୋଟ ଗଣନା କରାଯାଇଛି ମୋଟ ଭୋଟର ମତଦାନ ୨୭୧୪ ଏଥିମଧ୍ୟରୁ ଯବାନ ଭୂୟାଁ ସର୍ବାଧିକ ୧୪୯୯,ଯୋଶୀୟ ଭୂୟାଁ ୮୨୮,ଭାସ୍କର ନାୟକ ୨୬୦, ନାକଚ ହୋଇଥିବା ଭୋଟ ୧୨୭ ।ଏଥିମଧ୍ୟରୁ ସର୍ବାଧିକ ମତଦାନ ପାଇଥିବା ଯବାନ ଭୂୟାଁ ୬୭୧ଟି ଭୋଟରେ ସରପଞ୍ଚ ପାର୍ଥି ଭାବେ ବିଜୟି ହୋଇଥିଲେ ।ଏଠାରେ ଶତାଧିକ ବିଜେଡି କର୍ମୀ,ବିଜେଡିର ଜିଲ୍ଲା ସଭାପତି ପ୍ରଦୀପ କୁମାର ନାୟକ, ବରିଷ୍ଠ ବିଜେଡ଼ି ନେତା ବସନ୍ତ ଦାସ, ଲକ୍ଷ୍ମୀକାନ୍ତ ପରିଛା ଏମପି ପ୍ରତିନିଧି ବିମଳ କୁମାର ଦଳାଇ, ବ୍ଲକ ଅଧ୍ୟକ୍ଷ ଗଜେନ୍ଦ୍ର ଗମାଙ୍ଗ, ପୋଲବ ଲିମ୍ମା,ଏନିୟସ ଶବର ପ୍ରମୁଖ ବିଜୟୀ ପାର୍ଥିଙ୍କୁ ଫୁଲତୋଡା ଦେଇ ସ୍ୱାଗତ ସମ୍ବର୍ଦ୍ଧନା କରିଥିଲେ ଏବଂ ଏକ ବିରାଟ ସଭା ଯାତ୍ରାରେ କୁତାମ ଠାରୁ ପାରଳାଖେମୁଣ୍ଡି ପ୍ରଯ୍ୟନ୍ତ ଯାଇଥିଲେ (ଗରୁଡ଼ ଧ୍ୱଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version