• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲୋପ ପାଇବାକୁ ବସିଲାଣି ବସନ୍ତ ପଂଚମୀରେ ଶ୍ରୀଫଳ ଓ ଗୁରୁପୂଜନ ପରମ୍ପରା

Proprietor Abhimanyu Maharana by Proprietor Abhimanyu Maharana
February 14, 2021
in ଓଡ଼ିଶା, ଗଞ୍ଜାମ, ଦେଶ, ହୋମ୍
0
ଲୋପ ପାଇବାକୁ ବସିଲାଣି ବସନ୍ତ ପଂଚମୀରେ ଶ୍ରୀଫଳ ଓ ଗୁରୁପୂଜନ ପରମ୍ପରା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୩ ଫେବୃଆରୀ ଶନିବାର ) ହିଞ୍ଜିଳିକାଟୁ  :- ମଙ୍ଗଳବାର ସାରା ଓଡ଼ିଶାର ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନରେ ମହାଆଡ଼ମ୍ବର ସହକାରେ ପାଳନ ହେବ ବିଦ୍ୟାଦାତ୍ରୀ ସରସ୍ୱତୀଙ୍କ ପୂଜାତ୍ସୋବ । ପୂର୍ବେ ସରସ୍ୱତୀ ପୂଜାତ୍ସୋବରେ ବିଦ୍ୟାଦାତ୍ରୀ ସରସ୍ୱତୀଙ୍କ ପୂଜା ପାଳନ କରାଯିବା ସହ ବସନ୍ତ ପଂଚମୀରେ ଶ୍ରୀଫଳ ଧରିବା ଓ ଗୁରୁପୂଜନ ପରମ୍ପରା ରହି ଆସିଥିଲା । ହେଲେ ଗତ କିଛି ବର୍ଷ ହେବ ଗ୍ରାମାଂଚଳ କିମ୍ବା ସହରାଂଚଳରେ ଶ୍ରୀପଂଚମୀ ତିଥିରେ ଶ୍ରୀଫଳ ଧରିବା ଓ ଗୁରୁପୂଜନ ଉତ୍ସବ ପରମ୍ପରା ସମ୍ପୁର୍ଣ୍ଣ ଭାବେ ଲୋପ ପାଇବାକୁ ବସିଲାଣି । ଆଜିକାଲି ଆଉ ଶ୍ରୀପଂଚମୀ ତିଥିରେ ଗାଁ ଦାଣ୍ଡରେ ଜମୁନି ଶିକ୍ଷାର୍ଥୀଙ୍କ ଭିଡ଼ । କେଉଁ ଆବାହମାନ କାଳରୁ ଚଳି ଆସୁଥିବା ଶ୍ରୀଫଳ ଧରା ଓ ଗୁରୁପୂଜନ ପରମ୍ପରା ଏବେ ଏକପ୍ରକାର ଆପଣାଛାଏଁ ବନ୍ଦ ହୋଇଯାଇଛି ।

ବର୍ଷ ବର୍ଷ ଧରି ଶ୍ରୀପଂଚମୀ ତିଥିର ପୂର୍ବ ଦିବସରେ ବାଦ୍ୟ ବାଜଣାର ତାଳେ ତାଳେ ପୋଖରୀ କୂଳରେ ଶ୍ରୀଫଳ (ନଡ଼ିଆ) ଲୁଚାଇ ରଖାଯାଉଥିଲା । ଶ୍ରୀପଂଚମୀ ଦିନ ବଡ଼ି ଭୋରରୁ ପୋଖରୀ କୂଳରେ ଲୁଚାଇ ରଖାଯାଇଥିବା ନଡ଼ିଆକୁ ୫ମ ଶ୍ରେଣୀର ଶିକ୍ଷାର୍ଥୀ ମାନେ ବୁଡ଼ ପକାଇ ଖୋଜୁଥିଲେ । ପୋଖରୀ ରେ ବୁଡ଼ ପକାଇ ଯିଏ ଯେଉଁ ଶ୍ରୀଫଳ ପାଇଲା ତାକୁ ପୂଜା ବିଧି ପୂର୍ବକ ଶ୍ରୀଫଳଧାରୀ ମାନଙ୍କ ସହ ୫ମ ଶ୍ରେଣୀର ସମସ୍ତ ଶିକ୍ଷାର୍ଥୀ ଘରକୁ ଘର ବୁଲି ଗୀତ ଗାଇଥାନ୍ତି । ଶିକ୍ଷାର୍ଥୀଙ୍କ ଘରେ ପଂହଚିବା ପରେ ଶିକ୍ଷାର୍ଥୀଙ୍କ ସମେତ ଅଭିଭାବକ ଗୁରୁଙ୍କ ପାଦ ଛୁଇଁ ପ୍ରଣାମ କରିବା ସହ ଗୁରୁବନ୍ଦନା ଗାଇ ଦକ୍ଷିଣା ପ୍ରଦାନ କରିଥାନ୍ତି । ତେବେ ବିଗତ କିଛି ବର୍ଷ ହେଲା ଏହି ପରମ୍ପରା ଲୋପ ପାଇବାକୁ ବସିଲାଣି ।  ( ରିପୋର୍ଟ : ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version