• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ଗାଁ, ମା’ସରସ୍ୱତୀଙ୍କ ପୂଜା : ଏହି ଉପାସନା ପର୍ବକୁ ବସନ୍ତ ପଞ୍ଚମୀ କୁହାଯାଏ

Proprietor Abhimanyu Maharana by Proprietor Abhimanyu Maharana
February 16, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଓଡ଼ଗାଁ, ମା’ସରସ୍ୱତୀଙ୍କ ପୂଜା : ଏହି ଉପାସନା ପର୍ବକୁ ବସନ୍ତ ପଞ୍ଚମୀ କୁହାଯାଏ
Share on FacebookShare on TwitterWhatsapp

କଜ୍ୱଳ ପୂରିତ ଲୋଚନାଧାରେ କଣ୍ଠ ତଣ୍ଠ ଶୋଭିତ ମୁକୁତା ର ହାରେ ବୀଣା ପୁସ୍ତକ ରଞ୍ଜିତ ହସ୍ତେ ଭଗବତୀ ଭାରତୀଦେବୀ ନମସ୍ତେ ଅଇଲେ ମା ସରସ୍ଵତୀ ନିର୍ମଳ ବର୍ନେ (ର୍ଣ୍ଣ) ରତ୍ନ ବିଭୂଷିତ କୁଣ୍ଡଳ କର୍ଣେ (ର୍ଣ୍ଣ) ଗଳାରେ ଗଜମତି ମୁକୁତା ର ହାର ଦିଅ ମା ସରସ୍ଵତୀ ବିଦ୍ୟା ଭଣ୍ଡାର

ଓଡ଼ିଶା ତାଜା ନ୍ୟୁଜ୍ ( ୧୬ ଫେବୃଆରୀ ମଙ୍ଗଳବାର ) ଓଡ଼ଗାଁ :- ଆଜି ପବିତ୍ର ସରସ୍ୱତୀ ପୂଜା । ମାଘ ଶୁକ୍ଳ ପଞ୍ଚମୀ ତିଥିରେ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ମା ସରସ୍ବତୀଙ୍କୁ ପୂଜା କରାଯାଏ । ସରସ୍ଵତୀଙ୍କ ପୂଜା ପାଇଁ ଗାଁ ଠାରୁ ସହର ସବୁଠାରେ ଚଳଚଞ୍ଚଳ ହୋଇପଡିଛି । ବିଦ୍ୟାପ୍ରାପ୍ତି ପାଇଁ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ମା ଙ୍କ ପୂଜା କରାଯାଏ । ମା ବୀଣାପାଣି କଣ୍ଠ ପ୍ରଦାନ କରିଥାନ୍ତି ।

ଓଡ଼ଗାଁ ର ପ୍ରତି ଶିକ୍ଷାନୁଷ୍ଠାନ ରେ ମା ସରସ୍ବତୀ ପ୍ରତିମା ବସାଇ ପୂଜା କରାଯାଇଛି । ଛାତ୍ରଛାତ୍ରୀ ମାନେ ପୂଜା ସ୍ଥାନକୁ ଅତି ସୁନ୍ଦର ଭାବରେ ସଜାଇଛନ୍ତି। ମା ସରସ୍ବତୀଙ୍କୁ ମଧ୍ୟ ପୁଷ୍ପମାଲ୍ୟରେ ସୁସଜ୍ଜିତ କରାଯାଇଛି । ଘଣ୍ଟ , ଶଙ୍ଖ ଆଦି ବାଦ୍ୟବାଦନ ମଧ୍ୟରେ ପୂଜାର୍ଚ୍ଚନା କରାଗଲା ମା ସରସ୍ବତୀଙ୍କୁ । ମା ସରସ୍ବତୀଙ୍କୁ ପୁଷ୍ପାଞ୍ଜଳି ଦେଇଥାନ୍ତି ସେ ପର୍ଯ୍ୟନ୍ତ ଉପବାସ ରୁହନ୍ତି । ମା ସରସ୍ବତୀ ପ୍ରସନ୍ନ ହୋଇ ଛାତ୍ରଛାତ୍ରୀମାନଙ୍କୁ ଜ୍ଞାନ ପ୍ରଦାନ କରନ୍ତି ।

ଭୋଗ ଆକାରରେ ନଡ଼ିଆ , କଦଳୀ ଏବଂ ବିଭିନ୍ନ ପ୍ରକାରର ଫଳ ଆଦି ପୂଜାର୍ଚ୍ଚନା ହୋଇଛି । ସରସ୍ଵତୀ ପୂଜା ଉପଲକ୍ଷେ ଛାତ୍ରଛାତ୍ରୀମାନେ ନୂତନ ବସ୍ତ୍ର ପରିଧାନ କରିଛନ୍ତି । ଓଡ଼ଗାଁ ର ବିଭିନ୍ନ ବିଦ୍ୟାଳୟ , ମହାବିଦ୍ୟାଳୟ , କ୍ଲବ , ସଂଘରେ ଆଦି ସ୍ଥାନରେ ଦେବୀ ମା ସରସ୍ବତୀଙ୍କୁ ପୂଜା କରାଯାଇଛି ।

x. ଆଜିର ଦିନରେ ହଳଦିଆ କିମ୍ବା ଧଳା ବସ୍ତ୍ର ଧାରଣ କରନ୍ତୁ। କଳା ବସ୍ତ୍ର ପିନ୍ଧନ୍ତୁ ନାହିଁ ।
x. ଉତ୍ତର ଦିଗକୁ ମୁଖ କରି ମା’ଙ୍କୁ ପୂଜା କରନ୍ତୁ ।
x. ମା’ଙ୍କୁ ଶ୍ୱେତ ଚନ୍ଦନ, ହଳଦିଆ ଓ ଧଳା ଫୁଲ ଅବଶ୍ୟ ଅର୍ପଣ କରନ୍ତୁ ।
x. ଭୋଗରେ ଦହି, ମିଶ୍ରି ଓ ଲବଙ୍ଗ ମା’ଙ୍କୁ ନିଶ୍ଚୟ ଅର୍ପଣ କରନ୍ତୁ ।
x.କେସର ମିଶ୍ରିତ ଖିରୀ ଅର୍ପଣ କରନ୍ତୁ ।
x.ମା’ଙ୍କ ମନ୍ତ୍ର ଜପ କରନ୍ତୁ ।
x.ମନ୍ତ୍ର ଜପ ପରେ ପ୍ରସାଦ ଗ୍ରହଣ କରନ୍ତୁ ।
x. ମା’ଙ୍କ ସମ୍ମୁଖରେ ନୀଳ ସରସ୍ୱତୀ ସ୍ତୋତ୍ର ପାଠ କରନ୍ତୁ । ଏପରି କରିବା ଦ୍ୱାରା ଉତ୍ତମ ଜ୍ଞାନ ଓ ବୁଦ୍ଧି ପ୍ରାପ୍ତ ହୋଇଥାଏ ।
x.ମା’ଙ୍କ ଉପାସନାରେ ଏହି ସମସ୍ୟା ଦୂର ହୋଇଥାଏ… 
ଯେଉଁମାନଙ୍କର ଏକାଗ୍ରତାରେ ସମସ୍ୟା ସୃଷ୍ଟି ହୋଇଥାଏ, ସେମାନେ ଆଜି ଠାରୁ ପ୍ରତିଦିନ ସରସ୍ୱତୀ ବନ୍ଦନା ପାଠ କରନ୍ତୁ ।
x. ପାଠପଢା କକ୍ଷରେ ମା’ଙ୍କ ଫଟୋ ନିଶ୍ଚୟ ଲଗାନ୍ତୁ ।

ମାଘ ଶୁକ୍ଳ ପଞ୍ଚମୀ ତିଥିରେ ମା’ ସରସ୍ବତୀଙ୍କ ଆବାହନ ତଥା ପୂଜା ବନ୍ଦନା କରାଯାଇଥାଏ । ବସନ୍ତର ଅୟମାରମ୍ଭରେ ଧରଣୀ ମା’ ସକଳ ସୌନ୍ଦର୍ଯ୍ୟକୁ ଅଙ୍ଗୀଭୂତ କରି ସକଳ ପରିପୂର୍ଣ୍ଣତାରେ ଅଭିସିକ୍ତ ହୋଇ ମଙ୍ଗଳମୟୀ ଆଦ୍ୟାଶକ୍ତିର ପଦପ୍ରାନ୍ତରେ ପୂଜାର୍ଚ୍ଚନା ବାଢ଼େ ଏହି ପୁଣ୍ୟ ଦିବସରେ । ଓଡ଼ିଶାରେ ଘରେଘରେ ବିଦ୍ୟାଳୟ, ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟ, ସଂଘ, କ୍ଲବ୍‌ରେ ମୂର୍ତ୍ତି ପୂଜା ହୁଏ, ପୁଷ୍ପମାଲ୍ୟରେ ସୁଶୋଭିତ ସରସ୍ବତୀ ମୂର୍ତ୍ତି ଘଣ୍ଟ, ଘଣ୍ଟା, ଶଙ୍ଖ ଆଦି ବାଦ୍ୟବାଦନ ମଧ୍ୟରେ ପୂଜିତ ହୁଅନ୍ତି । ଭୋଗ ଆକାରରେ ଖଇ, ଉଖୁଡ଼ା, ନଡ଼ିଆ ଫଳ ଆଦି ବଢ଼ାଯାଇଥାଏ । ( ଓଡ଼ଗାଁ ରିପୋର୍ଟ – ଅଶ୍ଵିନୀ କୁମାର ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ବୈକୁଣ୍ଠ ନାଥ ଦାଶଙ୍କ ପରଲୋକ

ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ବୈକୁଣ୍ଠ ନାଥ ଦାଶଙ୍କ ପରଲୋକ

October 17, 2026
ଗୋସାଇଁନୂଆଗାଁ ଦୁର୍ଗାପୂଜାର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଶ୍ରଦ୍ଧାଳୁଙ୍କ ପାଇଁ ୫ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ବ୍ୟବସ୍ଥା

ଗୋସାଇଁନୂଆଗାଁ ଦୁର୍ଗାପୂଜାର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଶ୍ରଦ୍ଧାଳୁଙ୍କ ପାଇଁ ୫ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ବ୍ୟବସ୍ଥା

October 17, 2026
ବିକାଶ ଅପେକ୍ଷାରେ ମା ”ରୁଦ୍ରାୟଣୀ ପୀଠ

ବିକାଶ ଅପେକ୍ଷାରେ ମା ”ରୁଦ୍ରାୟଣୀ ପୀଠ

October 17, 2026
Malabar Gold & Diamonds announces Exclusive Diwali and Dhanteras Offers

Malabar Gold & Diamonds announces Exclusive Diwali and Dhanteras Offers

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ବୈକୁଣ୍ଠ ନାଥ ଦାଶଙ୍କ ପରଲୋକ

ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ବୈକୁଣ୍ଠ ନାଥ ଦାଶଙ୍କ ପରଲୋକ

October 17, 2026
ଗୋସାଇଁନୂଆଗାଁ ଦୁର୍ଗାପୂଜାର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଶ୍ରଦ୍ଧାଳୁଙ୍କ ପାଇଁ ୫ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ବ୍ୟବସ୍ଥା

ଗୋସାଇଁନୂଆଗାଁ ଦୁର୍ଗାପୂଜାର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଶ୍ରଦ୍ଧାଳୁଙ୍କ ପାଇଁ ୫ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ବ୍ୟବସ୍ଥା

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version