No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୬ ଫେବୃଆରୀ ମଙ୍ଗଳବାର ) ଭୁବନେଶ୍ୱର :- ଗଜପତି ଜିଲ୍ଲା ର ଆର୍ ଉଦୟଗିରି ଠାରେ ଆଜି ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣା ରେ ଦୁଇ ଜଣଙ୍କର ମୃତ୍ୟୁ ବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି ।
ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ନିକଟତମ ଆତ୍ମୀୟ ଙ୍କ ପାଇଁ ଦୁଇ ଲଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଆହତ ମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯିବ ଵୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି
No Result
View All Result