• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମନ୍ଦିର ବେଢାରୁ ଚନ୍ଦନ ଗଛ କାଟି ନେଇଗଲେ ତସ୍କର

Proprietor Abhimanyu Maharana by Proprietor Abhimanyu Maharana
February 17, 2021
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ମନ୍ଦିର ବେଢାରୁ ଚନ୍ଦନ ଗଛ କାଟି ନେଇଗଲେ ତସ୍କର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ଫେବୃଆରୀ ,ବୁଧବାର ) ହିଞ୍ଜିଳିକାଟୁ  :-  ହିଞ୍ଜିଳି ଥାନା ତଥା ଆସିକା ବନାଞ୍ଚଳ ରେଞ୍ଜ ଶେରଗଡ ସେକ୍ସନ ଅଧିନ ନରେନ୍ଦ୍ରପୁର ଗାଁରେ ବୁଧବାର ଚନ୍ଦନ ତସ୍କର କାଟି ନେଇଛନ୍ତି ମୂଲ୍ୟବାନ ଚନ୍ଦନ ଗଛ।ଗାଁ ଦାଣ୍ଡ ଶୂନଶାନ ତଥା ନିଃଶବ୍ଦ ରାତ୍ରରେ ଦୁର୍ବୃତ୍ତ ମାନେ ଏଭଳି କାଣ୍ଡ କାରନାମା ଘଟାଇ ପ୍ରାୟ ଲକ୍ଷାଧିକ ଟଙ୍କା ମୂଲ୍ୟର ଚନ୍ଦନ କାଠ ଚୋରୀ କରିଥିବା ଜଣାପଡିଛି । ସୂଚନା ମୁତାବକ ସମ୍ପୃକ୍ତ ଗ୍ରାମ ମଧ୍ୟ ଭାଗରେ ଗୋପୀନାଥ ମହାପ୍ରଭୁଙ୍କ ମନ୍ଦିର ରହିଛି । ଉକ୍ତ ମନ୍ଦିର ବେଢାରେ କିଛି ବର୍ଷ ଧରି ୮ ଫୁଟ ଉଚ୍ଚତା ବିଶିଷ୍ଟ ଏକ ମୂଲ୍ୟବାନ ଚନ୍ଦନ ଗଛ ରହିଥିଲା । କିନ୍ତୁ ପୂଜକ ଜଣକ ବୁଧବାର ଭୋର ସମୟରେ ପୂଜାର୍ଚ୍ଚନା ପାଇଁ ମନ୍ଦିରକୁ ଆସିଲା ବେଳେ ସେଠାରେ ପୂର୍ବରୁ ଥିବା ଚନ୍ଦନ ଗଛଟିକୁ କେହି ଦୁର୍ବୃତ୍ତ କାଟିଦେଇଥିବା ଦେଖିଥିଲେ । ପରେ ଖବର ପାଇ ଗ୍ରାମବାସୀ ସେଠାରେ ପହଞ୍ଚି ମଧ୍ୟ ରାତ୍ର ସମୟରେ ଏଭଳି ହୋଇଥିବା ଆଶଙ୍କା ପ୍ରକାଶ କରିଥିଲେ ।

ଦୁର୍ବୃତ୍ତ ମାନେ କାଟି ନେଇଥିବା ୮ ଫୁଟ ଲମ୍ବ ଓ ୨ ଫୁଟ ଗୋଲେଇ ବିଶିଷ୍ଟ ଚନ୍ଦନ ଗଛର ଆନୁମାନିକ ମୂଲ୍ୟ ପ୍ରାୟ୧ ଲକ୍ଷ ଟଙ୍କା ହେବ ବୋଲି ସ୍ଥାନୀୟ ଲୋକମାନେ ପ୍ରକାଶ କରିଛନ୍ତି । ଏନେଇ ମନ୍ଦିର ପୂଜକ କିମ୍ବା ଗ୍ରାମବାସୀଙ୍କ ତରଫରୁ ସ୍ଥାନୀୟ ହିଞ୍ଜିଳି ଥାନାରେ ଲିଖିତ ଭାବେ ଅଭିଯୋଗ ହୋଇ ନ ଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି । ସୂଚନାଯୋଗ୍ୟ , ପୂର୍ବରୁ ମନ୍ଦିର ବେଢାର ଥିବା ଉକ୍ତ ଚନ୍ଦନ ଗଛଟିକୁ ନୟାଗଡ ଅଞ୍ଚଳର କିଛି ବ୍ୟକ୍ତି କିଣିବାକୁ ଆସି ମୁଲଚାଲ କରି ଫେରି ଯାଇଥିବା ଗ୍ରାମବାସୀଙ୍କ ଠାରୁ ଶୁଣିବାକୁ ମିଳିଛି । ସେମାନଙ୍କ ସହ ସ୍ଥାନୀୟ ଅଞ୍ଚଳର କିଛି ଯୁବକଙ୍କ ଏହି ଚୋରୀ ଘଟଣାରେ ସମ୍ପୃକ୍ତି ଥିବା ଅନୁମାନ କରାଯାଉଛି । ତେଣୁ ପୁଲିସ ଓ ବନ ବିଭାଗ ପକ୍ଷରୁ ଏ ଦିଗରେ ତଦନ୍ତ କରି ଘଟଣାରେ ସଂପୃକ୍ତ ଥିବା ଦୁର୍ବୃତ୍ତଙ୍କୁ ଗିରଫ କରିବା ପାଇଁ ମତ ପ୍ରକାଶ ପାଇଛି । (ରିପୋର୍ଟ- ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

May 6, 2026
ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version