• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଳିଙ୍ଗ ସିନେ ଆର୍ଟସ୍ ଫାଉଣ୍ଡେସନ୍ ବାର୍ଷିକ ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
February 18, 2021
in ଓଡ଼ିଶା, ମହାନଗର, ହୋମ୍
0
କଳିଙ୍ଗ ସିନେ ଆର୍ଟସ୍ ଫାଉଣ୍ଡେସନ୍ ବାର୍ଷିକ ଉତ୍ସବ
Share on FacebookShare on TwitterWhatsapp

ଆଧ୍ୟାତ୍ମିକତା ଶିକ୍ଷା ଆଗାମି ଅପରାଧ ମୁକ୍ତ ଭାରତ ଗଢ଼ିବାରେ ସହାୟକ ହେବ

ଓଡ଼ିଶା ତାଜା ନ୍ୟୁଜ (୧୮ ଫେବୃଆରୀ ଗୁରୁବାର ) ଭୁବନେଶ୍ୱର :- ଆଜି ଲୋହିଆ ଏକାଡ଼ମୀ ପରିସରରେ ସାମାଜିକ ଅନୁଷ୍ଠାନ ‘କଳିଙ୍ଗ ସିନେ ଆର୍ଟସ୍ ଫାଉଣ୍ଡେସନ୍’ର ୭ମ ବାର୍ଷିକ ଉତ୍ସବ ଅନୁଷ୍ଟିତ ହୋଇଯାଇଛି । ଏହି ଉତ୍ସବରେ ଅନୁଷ୍ଠାନ ପକ୍ଷରୁ ‘ଜୀବନ ଜୀବିକା ଓ ଆଧ୍ୟାତ୍ମିକତା’ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ଯେଉଁ କାର୍ଯ୍ୟକ୍ରମରେ ବରିଷ୍ଠ ପ୍ରଶାସକ ଡ଼.ଶ୍ବେତ କୁମାର ଦାଶ ମୁଖ୍ୟ ବକ୍ତ୍ୟା, ସମାଜସେବୀ ଦୀନବନ୍ଧୁ ଦାସ, ଆଇଆଇଟି ଖଡ଼କପୁର ଇଂଜିନିୟର ଗଣନାଥ ବେହେରା, ହସ୍ୟ ଅଭିନେତା ରବି କୁମାର ଓ ପ୍ରଶାସକ ଗୌତମ ଚରଣ ସ୍ବାଇଁ ଅତିଥିଭାବେ ଯୋଗଦେଇଥିଲେ । ଅନୁଷ୍ଠାନର ସଭାପତି ଡ଼.ସୁଶାନ୍ତ ଦାସ ସଭାକାର୍ଯ୍ୟ ସଭାପତିତ୍ବ କରିବା ସହି କାର୍ଯ୍ୟକର୍ମକୁ ପରିଚାଳନା କରିଥିଲେ । ଏହି ଥିରେ ଅନୁଷ୍ଠାନର ସଂପାଦକ ବିଦ୍ୟାଧର ବାରିକ ବାର୍ଷିକ ବିବରଣୀପାଠକରି ଉପସ୍ଥିତ ଅତିଥିମାନଙ୍କୁ ସ୍ବାଗତକରିଥିଲେ ।

ଏହି ଅବସରରେ ଅନୁଷ୍ଠିତ ଆଲୋଚନା ଚକ୍ରରେ ଅତିଥିମାନେ ଅନ‌ୁଷ୍ଠାନର ସେବାକାର୍ଯ୍ୟକୁ ପ୍ରଶଂସାକରିବା ସହ ଏହି ଅନୁଷ୍ଠାନ ସୁସ୍ଥ୍ୟ ଓ ଶୃଙ୍ଖଳିତ ସମାଜ ଗଠନରେ ରାଜ୍ୟପାଇଁ ଗର୍ବ ଆଣିଦେବ ବୋଲି ଆଶାବ୍ୟକ୍ତ କରିଥିଲେ । ଏହା ସହିତ ମଣିଷର ଜୀବନ ଓ ଜୀବିକା ସହିତ ଆଜିର ପିଲାମାନଙ୍କୁ ଆଧ୍ୟାତ୍ମିକତା ଶିକ୍ଷା ଦ୍ବାରା ଶୃଙ୍ଖଳିତ କରାଯାଇ ପାରିବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ  । ଶେଷରେ ଅନୁଷ୍ଠାନର ବରିଷ୍ଠ ସଭ୍ୟ ସୁକାନ୍ତ ରଉତ ସମସ୍ତ ଅତିଥିମା‌ନଙ୍କୁ ଧନ୍ୟବାଦ ଅର୍ପଣକରିଥିଲେ । ଏହି କାର୍ଯ୍ୟକ୍ରମରେ ସତ୍ୟଜିତ୍, ସଂଗ୍ରାମ, ନିଲୁ, ରାନୀ ଓ ଭରତ ସହଯୋଗକରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026
ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version