• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ମାଟିରେ ଆନ୍ଧ୍ରସ୍କୁଲ ; ଗଜପତି ଜିଲ୍ଲା କାଶୀନଗର ବ୍ଲକ୍ ହାଡୁଭାଙ୍ଗି ନିକଟରେ ଓଡ଼ିଶା ଜମିରେ ଆନ୍ଧ୍ର ସ୍କୁଲ

Proprietor Abhimanyu Maharana by Proprietor Abhimanyu Maharana
February 20, 2021
in ଓଡ଼ିଶା, ଗଜପତି, ହୋମ୍
0
ଓଡ଼ିଶା ମାଟିରେ ଆନ୍ଧ୍ରସ୍କୁଲ ; ଗଜପତି ଜିଲ୍ଲା କାଶୀନଗର ବ୍ଲକ୍ ହାଡୁଭାଙ୍ଗି ନିକଟରେ ଓଡ଼ିଶା ଜମିରେ ଆନ୍ଧ୍ର ସ୍କୁଲ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୦ ଫେବୃଆରି , ଶନିବାର ) ପାରଳାଖେମୁଣ୍ଡି  :-  ନୀତି ଆୟୋଗ ଷଷ୍ଠ ବୈଠକରେ ଯୋଗ ଦେଇ ଖୁବ କଡାକଥା କହିଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ ପଟ୍ଟନାୟକ କହିଛନ୍ତି, ପ୍ରତ୍ୟେକ ଅପରାଧକୁ ରାଜନୀତି କରଣ କରାଯାଉଛି । ନିର୍ବାଚିତ ସରକାରଙ୍କ ପ୍ରତ୍ୟେକ କାମକୁ ରାଜନୈତିକ ଦୃଷ୍ଟି କୋଣରୁଏପରିକି ଓଡ଼ିଶା ମାଟିରେ ଆନ୍ଧ୍ର ପ୍ରଦେଶ କୋତୁର ମଣ୍ଡଳ କୌଶଲ୍ୟାପୁରମ ର ଏହି ଅଂଚଳ ବୋଲି ଦର୍ଶାଯାଇଛି । ସମାନ୍ତରାଳ ଇଂରାଜୀ ମାଧ୍ୟମ ସ୍କୁଲ ଖୋଲି ସୀମାନ୍ତ ଗାଁରେ ଥିବା ଗରିବ ପରିବାରର ଛାତ୍ରଛାତ୍ରୀଙ୍କ ଆକୃଷ୍ଟ କରୁଛି ଆନ୍ଧ୍ର । ଏହି ସ୍କୁଲର ଚିତ୍ର ସାମ୍ନାକୁ ଆସିବା ପରେ ଓଡ଼ିଶ ସୀମାରେ ଆନ୍ଧ୍ର ବିସ୍ତାର ବାଦ ନୀତିର ଆଉ ଏକ ଫର୍ଦ୍ଦ ଯୋଡ଼ି ହୋଇଯାଇଛି । ଦେଖାଯାଉଛି । ଏହା ଦେଶର ଉନ୍ନତି ଓ ବିକାଶ କାମରେ ବଡ ବାଧକ । ନିର୍ବାଚିତ ହେବାପରେ ସରକାର ଦଳମତ ନିର୍ବିଶେଷରେ ଲୋକଙ୍କ ହିତ ପାଇଁ କାମ କରିବା ଦରକାର ।

ସେପଟେ, ଜାଣିଲେ ଆଶ୍ଚର୍ଯ୍ୟ ହେବେ ୭ଟି ଜିଲ୍ଲାରେ ଓଡ଼ିଶାର ପଡ଼ୋଶୀ ରାଜ୍ୟଗୁଡ଼ିକ ସହ ସୀମା ବିବାଦ ଲାଗି ରହିଛି । ଏହି ଜିଲ୍ଲା ଗୁଡ଼ିକ ହେଉଛି ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ନୂଆଁପଡ଼ା କୋରାପୁଟ, ଗଂଜାମ ଓ ଗଜପତି । ବିଧାନସଭାରେ ଏସମ୍ପର୍କିତ ଏକ ଲିଖିତ ପ୍ରଶ୍ନର ଉତରରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି ଏହି ଉତର ଦେଇଛନ୍ତି । ପଡ଼ୋଶୀ ରାଜ୍ୟ ସରକାରଙ୍କ ସହିତ ଆଲୋଚନା କରି ସୀମା ବିବାଦର ସମାଧାନ ପାଇଁ ସରକାର ଉଦ୍ୟମ କରୁଛନ୍ତି । ମନ୍ତ୍ରୀ ଆହୁରି ଦର୍ଶାଇଛନ୍ତି ସୀମାନ୍ତବର୍ତୀ ଲୋକମାନଙ୍କ ପାଇଁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେବାକୁ ସରକାର ପ୍ରୟାଶ କରୁଛନ୍ତି । ସେହିପରି କୋଟିଆର ବିକାଶ ପାଇଁ ୧୫ ସୁତ୍ରୀ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ପୂର୍ବରୁ ସୁପ୍ରିମକୋର୍ଟ ସ୍ଥିତାବସ୍ଥା ବଜାଇ ରଖିବାକୁ କହିଥିଲେ । ଏବେ ମାମଲା ସୁପ୍ରିମକୋଟ ରେ ଥିବାରୁ କୋଟିଆ ପ୍ରସଙ୍ଗରେ ଓଡ଼ିଶାର ବିଜୟ ହେବ ବୋଲି ସେ ଦମ୍ଭକ୍ତି କରିଛନ୍ତି ।  (ରିପୋର୍ଟ – ଗରୁଡ଼ ଧ୍ୱଜ ଚୌଧୁରୀ ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version