• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିଶାମୁକ୍ତ ହେବାକୁ ଯାଉଛି ଉଚ୍ଚ ଶିକ୍ଷାନୁଷ୍ଠାନ – ବିଭାଗ ପକ୍ଷରୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ

Proprietor Abhimanyu Maharana by Proprietor Abhimanyu Maharana
February 20, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ନିଶାମୁକ୍ତ ହେବାକୁ ଯାଉଛି ଉଚ୍ଚ ଶିକ୍ଷାନୁଷ୍ଠାନ – ବିଭାଗ ପକ୍ଷରୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୦ ଫେବୃଆରୀ ଶନିବାର ) ଭୁବନେଶ୍ୱର :-  ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଥିବା ବେଳେ ଖୁବ୍‌ଶୀଘ୍ର ଗାଇଡ୍‌ଲାଇନ୍‌ ଆସିବ । ଜାତୀୟ ସେବା ଯୋଜନା ସମୀକ୍ଷା କରିବା ଅବସରରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଏଭଳି ନିର୍ଦେଶ ଦେଇଛନ୍ତି । ସୂଚନା ଅନୁଯାୟୀ କିଛିଦିନ ତଳେ କ୍ୟାମ୍ପସରୁ ଡ୍ରଗ୍‌ ସଚେତନତା ଆରମ୍ଭ କରିବାକୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଉଚ୍ଚ ଶିକ୍ଷା ବିଭାଗକୁ ଚିଠି ହୋଇଥିଲା । ବୈଷୟିକ ଶିକ୍ଷାନୁଷ୍ଠାନ ଓ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀ ଅଧିକ ନିଶାସକ୍ତ ହେଉଛନ୍ତି । ତାହାକୁ ରୋକିବା ଲାଗି କ୍ୟାମ୍ପସ୍‌ରେ ସ୍ୱତନ୍ତ୍ର ଡ୍ରାଇଭ ଆରମ୍ଭ କରାଯିବ ।

ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାର ଶିକ୍ଷାନୁଷ୍ଠାନ ଗୁଡିକରେ ନିଶା ସେବନ ହାର ଯଥେଷ୍ଟ କମ୍‌ ରହିଛି । ତଥାପି ଏହି ହାରକୁ ଜିରୋରେ ପହଞ୍ଚାଇବା ପାଇଁ ଏନ୍ଏସ୍ଏସ୍‌ର ସ୍ୱେଚ୍ଛାସେବୀମାନେ କ୍ୟାମ୍ପସରେ ସକ୍ରିୟ ଭାବେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବର୍ତ୍ତମାନ ରାଜ୍ୟର ୨୧ଟି ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟରେ ଏକ ଲକ୍ଷ ୧୫ ହଜାର ୫ଶହ ଏନ୍‌ଏସ୍‌ଏସ୍‌ ସ୍ୱେଚ୍ଛାସେବୀ କାର୍ଯ୍ୟରତ ଅଛନ୍ତି । ଶିକ୍ଷାନୁଷ୍ଠାନରେ ପଢ଼ୁଥିବା ଛାତ୍ରଛାତ୍ରୀ ଅନେକ ସମୟରେ ନିଶା ସେବନ କରୁଛନ୍ତି । ଯେଉଁଥିପାଇଁ ଶିକ୍ଷାନୁଷ୍ଠାନ ଗୁଡ଼ିକର ଶୈକ୍ଷିକ ବାତାବରଣ ନଷ୍ଟ ହେଉଥିବା ବେଳେ ଛାତ୍ରଛାତ୍ରୀ ପଥଭ୍ରଷ୍ଟ ହେଉଛନ୍ତି ।

ଏଥିରୁ ବଞ୍ଚିବା ପାଇଁ କ୍ୟାମ୍ପସକୁ ନିଶାମୁକ୍ତ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି । ସରକାରଙ୍କ ଏପରି ଉଦ୍ୟମକୁ ଶିକ୍ଷାବିତମାନେ ପ୍ରଶଂସା କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ସଚିବ ଶାଶ୍ବତ ମିଶ୍ର ଅଧ୍ୟକ୍ଷତା କରିଥିବା ବେଳେ ରାଜ୍ୟ ଏନ୍‌ଏସ୍‌ଏସ୍‌ ଅଧିକାର ତଥା ଉପ-ଶାସନ ସଚିବ ଡ. ସୁରେଖା ସୁନ୍ଦରୀ ସ୍ବାଇଁ ପ୍ରଶିକ୍ଷଣ ସହ ବିଭିନ୍ନ କାର୍ଯ୍ୟକ୍ରମ ସମ୍ବନ୍ଧରେ ଆଲୋକପାତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

March 13, 2026
ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version