• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁଟ୍‌ଖା ନିଷେଧ ଆଇନ ଧର୍ମକୁ ଆଖିଠାର – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
February 21, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଗୁଟ୍‌ଖା ନିଷେଧ ଆଇନ ଧର୍ମକୁ ଆଖିଠାର – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୧ ଫେବୃଆରୀ ରବିବାର) ହିଞ୍ଜିଳିକାଟୁ  :- ଗୁଟ୍‌ଖା ଓ ନିକୋଟିନଯୁକ୍ତ ତମାଖୁର ବ୍ୟବହାର, ବିପଣନ ଆଦି ଉପରେ ରାଜ୍ୟ ସରକାର ନିଷିଦ୍ଧାଦେଶ କରିବାର ୯ବର୍ଷ ପୁରିବାକୁ ଗଲାଣି ।କିନ୍ତୁ ଏହା ବଜାରରେ ଖୋଲାଖୋଲି ଭାବେ ଉପଲବ୍ଧ ହେଉଥିଲେ ମଧ୍ୟ ସତେଯେମିତି ଏହା ରୋକିବାକୁ କେହି ଆଗ୍ରହ ପ୍ରକାଶ କରୁନାହାନ୍ତି । ୨୦୧୩ ଜାନୁୟାରୀ ମାସରେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ଏ ସଂକ୍ରାନ୍ତରେ ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଥିଲେ । ଏଥିରେ ଗୁଟ୍‌ଖା ଓ ନିକୋଟିନ୍‌ଯୁକ୍ତ ପାନ ମସଲାର ପ୍ରସ୍ତୁତି, ବିକ୍ରୟ, ବିପଣନ ଓ ସେବନ ଉପରେ କଟକଣା ଥିଲା ।  ଓଡ଼ିଶା ରାଜ୍ୟରେ ମୁଖଗହ୍ୱର କର୍କଟ ରୋଗ ସମେତ ଅନ୍ୟ ବହୁ ମାରାତ୍ମ ରୋଗ ବ୍ୟାଧି ଏହି ସାମଗ୍ରୀ ସେବନ ଯୋଗୁଁ ବଢୁଥିବା ଦୃଷ୍ଟିରୁ ଓନିଶାକୁ ତମାଖୁ ମୁକ୍ତ ରାଜ୍ୟ କରିବା ଉଦ୍ଦ୍ୟେଶରେ ସେତେବେଳେ ନିଷିଦ୍ଧାଦେଶ ଘୋଷଣା କରାଯାଇଥିଲା । ଫୁଡ଼୍ ସେଫ୍ଟି ଏଣ୍ଡ ଷ୍ଟାଣ୍ଡାର୍ସ(ଚକ୍ସକ୍ଟଷସଭସଗ୍ଧସକ୍ଟଦ୍ଭ ବଦ୍ଭୟ କ୍ସରଶସଗ୍ଦଗ୍ଧକ୍ସବଗ୍ଧସକ୍ଟଦ୍ଭ କ୍ଟଦ୍ଭ ଝରକ୍ଷକ୍ଷଗ୍ଦ) ରେଗୁଲେସନ ଆଧାରରେ ଓଡ଼ିଶା ସରକାର ଜନସାଧାରଣଙ୍କ ବୃହତର ସ୍ୱାର୍ଥ ଦୃଷ୍ଟିରୁ ଏଭଳି ଆଇନ ଲାଗୁ କରିଥିଲେ । 

ପୋଲିସ ଇନସପେକ୍ଟର ଓ ଖାଦ୍ୟ ଇନସପେକ୍ଟର ମାନଙ୍କୁ ସେମାନଙ୍କ ନିଜନିଜଅଂଚଳରେ ଗୁଟ୍ ୟଖା ଓ ପାନମସଲା ନିଷିଦ୍ଧ ବ୍ୟବହାର ପ୍ରତିପାଳନ ଲାଗି ସ୍ୱତନ୍ତ୍ର ବିଜ୍ଞପ୍ତି ବଳରେ ବି କ୍ଷମତା ପ୍ରଦାନ କରାଯାଇଥିଲା । କିନ୍ତୁ ଏହି କ୍ଷମତା ପ୍ରଦାନ ଓ ନିଷିଦ୍ଧାଦେଶ ଏଯାବତ୍ ଧର୍ମକୁ ଆଖିଠାର ନ୍ୟାୟରେ ଚାଲୁଥିବାର ଦେଖିବାକୁ ମିଳୁଛି । ଏଠାରେ ଉଲ୍ଲେଖନୀୟ ଯେ, ପୂର୍ବରୁ ଦେଶର ସର୍ବୋଚ୍ଚ ନ୍ୟାୟଳୟ ଗୁଟ୍‌ଖା ଏବଂ ତମାଖୁ ଓ ନିକୋଟିନଯୁକ୍ତ ପାନମସଲା ଉପରେ କଟକଣା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ପରିପ୍ରେକ୍ଷୀରେ କେରଳ, ବିହାର, ରାଜସ୍ଥାନ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଗୁଜୁରାଟ, ହରିୟାଣା, ଛତିଶଗଡ଼, ଝାଡ଼ଖଣ୍ଡ, ମିଜୋରାମ, ଦିଲ୍ଲୀ, ଉତରପ୍ରଦେଶ, ଉତରାଖଣ୍ଡ, ହିମାଚଳପ୍ରଦେଶ, ଚଣ୍ଡିଗଡ଼, ପଞ୍ଜାବ ଓ ଗୋଆ ଗୁଟ୍‌ଖା ନିଷିଦ୍ଧ ଆଇନ ପାଇଁ ବିଜ୍ଞପ୍ତି ଜାରି କରିଥିଲେ । ଗୁଟ୍‌ଖା ନିଷିଦ୍ଧ ଆଇନ ଜାରି କ୍ଷେତ୍ରରେ ଓଡ଼ିଶା ରାଜ୍ୟ ଦେଶର ଦ୍ୱାଦଶ ରାଜ୍ୟ ରହିଥିଲା ।  ନିର୍ଦ୍ଦେଶନାମା ଜାରିର ପ୍ରଥମ କିଛି ଦିନ ଜୋରଦାର ଗୁଟ୍‌ଖା ଧରପଗଡ଼ ଚଲିଥିଲା । କିନ୍ତୁ ପରବର୍ତୀ ସମୟରେ ଖୋଲାଖୋଲି ଭାବେ ଏହା ବଜାରରେ ଉପଲବ୍ଧ ହେଉଥିବା ଦେଖିବାକୁ ମିଳୁଛି । 

ବିଭିନ୍ନ ଶିକ୍ଷାନୁଷ୍ଠାନ ପରିସର ଠାରୁ ଶହେ ମିଟର ଦୂରରେ ଗୁଟ୍‌ଖା, ପାନମସଲା, ସିଗାରେଟ ଆଦି କୋଟପା ଆଇନ ବଳରେ ବିକ୍ରି ନିଷିଦ୍ଧ କରାଯାଇଥିଲେ ମଧ୍ୟ ଏହା କେବଳ କାଗଜ କଲମରେ ସୀମିତ ରହିଯାଉଛି ।  ବିଭାଗୀୟ କର୍ତୁପକ୍ଷଙ୍କ ସ୍ଥାଣୁତା, ନିରବଦ୍ରଷ୍ଟା ଓ ଉଦାସିନତା ମନୋଭାବ ଯୋଗୁଁ ଖୋଲାଖୋଲି ଭାବେ ଗଞ୍ଜାମ ଜିଲ୍ଲାର ୨ୟ ବୃହତମ ସହର ଭାବେ ପରିଗଣିତ ହିଞ୍ଜିଳିକାଟୁ ପୌରାଂଚଳ ସମେତ ଏହାର ନିକଟବର୍ତି ଅଂଚଳର ବହୁ ଶିକ୍ଷାନୁଷ୍ଠାନ ପରିସର ନିକଟରେ ବହୁଳ ମାତ୍ରାରେ ବିକ୍ରି କରାଯାଉଥିବାର ଦେଖିବାକୁ ମିଳୁଛି ।  ଗୁଟ୍‌ଖା, ପାନମସଲା ଆଦି ବାବଦରେ ରାଜ୍ୟ ସରକାର ପ୍ରାୟ ୪ଶହ କୋଟି ରାଜସ୍ୱ ପାଉଥିଲେ ।  ଏହାକୁ ନିଷିଦ୍ଧ କରିବା ପରେ ରାଜସ୍ୱ ମିଳୁନାହିଁ କିନ୍ତୁ ପୂର୍ବାପେକ୍ଷା ଏହି ବିପଜ୍ଜନକ ସମାଗ୍ରୀ ଅଧିକ ପରିମାଣରେ ବିକ୍ରି ହେଉଛି ।  ଏ ଦିଗରେ ବିଭାଗୀୟ ଉଚ୍ଚ କର୍ତୁପକ୍ଷ ଦୃଷ୍ଟି ପ୍ରଦାନ କରି ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଅଂଚଳର ବୁଦ୍ଧିଜୀବି ମହଲରେ ମତପ୍ରକାଶ ପାଇଛି । (ଶୁସା ନ୍ତ ପ୍ରଧାନ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026
ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version