• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୋଭିଡ଼ କଟକଣା ନମାନିଲେ କାର୍ଯ୍ୟାନୁଷ୍ଠାନ : ହିଞ୍ଜିଳି ପ୍ରଶାସନିକ ଅଧିକାରୀ

Proprietor Abhimanyu Maharana by Proprietor Abhimanyu Maharana
February 22, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
କୋଭିଡ଼ କଟକଣା ନମାନିଲେ କାର୍ଯ୍ୟାନୁଷ୍ଠାନ : ହିଞ୍ଜିଳି ପ୍ରଶାସନିକ ଅଧିକାରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୨ ଫେବୃଆରୀ ସୋମବାର ) ହିଞ୍ଜିଳିକାଟୁ :- କରୋନା ସଂକ୍ରମଣ ଆଶଙ୍କା ଲେଉଟିଲାଣି । ବିଦେଶ ସମେତ ଆମ ଦେଶର ମୁମ୍ବାଇ ଓ ଅନ୍ୟାନ କେତେକ ରାଜ୍ୟରେ କରୋନା ଲେଉଟିବା ପରେ ସେଠାକାର ସରକାର ପୁଣି ଲକ୍‌ଡ଼ାଉନ ଆରମ୍ଭ କରିଛନ୍ତି । ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣକୁ ଏଡ଼ାଇବା ପାଇଁ ଓଡ଼ିଶା ସରକାର ମଧ୍ୟ କୋଭିଡ଼ କଟକଣାକୁ ଅଧିକ ଗୁରୁତ୍ୱ ଦେଇଛନ୍ତି । ଗଞ୍ଜାମ ଜିଲ୍ଲା ପ୍ର।।ସନ ପକ୍ଷରୁ ଶନିବାର ନୁଆଁ ଏସଓପି ଜାରି କରାଯାଇଛି । ଗଞ୍ଜାମ ଜିଲ୍ଲାର ୨ୟ ବୃହତମ ସହର ଭାବେ ପରିଗଣିତ ହିଞ୍ଜିଳିକାଟୁ ପୌରାଂଚଳ ସମେତ ସ୍ଥାନୀୟ ବ୍ଳକର ପ୍ରାୟ ସମସ୍ତ ଗ୍ରାମାଂଚଳରେ ସତେ ଯେପରିକୀ କରେନା ଭୟ ନାହିଁ । ସବୁ କଟକଣାକୁ ଲୋକେ ଭୁଲିଗଲା ପରି ଲାଗୁଛି । କୋଭିଡ଼ କଟକଣାକୁ କେହି ଗୁରୁତ୍ୱ ଦେଉନାହାନ୍ତି । ଏପରିକି ସ୍ଥାନୀୟ ପୌରାଂଚଳର ପ୍ରାୟ ୮୦% ଲୋକେ ମାସ୍କ ଓ ସାମାଜିକ ଦୂରତ୍ୱ ରକ୍ଷା କରୁନଥିବା ବେଳେ ଗ୍ରାମାଂଚଳର ପ୍ରାୟ ୯୫% ଲୋକେ ମାସ୍କ ଓ ସାମାଜିକ ଦୂରତ୍ୱ ରକ୍ଷା କରୁନଥିବା ଜଣାପଡ଼ିଛି । କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣକୁ ଏଡ଼ାଇବା ପାଇଁ ହିଞ୍ଜିଳି ପ୍ରଶାସନିକ ଅଧିକାରୀ ମାନେ ବର୍ତମାନ ଠାରୁ ଅଂଟା ଭିଡ଼ିଲେଣି । ଏହି ପରିପ୍ରେକ୍ଷୀରେ ସେମାବାର ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଂଜନ ସାହୁଙ୍କ ଅଧ୍ୟକ୍ଷତାରେ କରୋନା ସଂକ୍ରମଣକୁ ପ୍ରତିହିତ କରିବା ସକାଶେ ସ୍ଥାନୀୟ ପୌର କାର୍ଯ୍ୟାଳୟ ପରିସରରେ ପୌରାଂଚଳର ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନର ମାଲିକ ଓ ମନ୍ଦିର ପରିଚାଳନା କମିଟି ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ତହସିଲଦାର ପ୍ରଭାତ କୁମାର ପରିଡ଼ା, ବିଡ଼ିଓ ପ୍ରସନ କୁମାର ପାତ୍ର, ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ ପ୍ରମୁଖ ବୈଠକରେ ମଂଚାସୀନ ଥିଲେ ।

ସହରର  ବ୍ୟବସାୟିକ ପ୍ରତିଷ୍ଠାନ ମାଲିକ ଓ ମନ୍ଦିର ପରିଚାଳନା କମିଟି କୋଭିଡ଼ ଗାଇଡ଼ ଲାଇନକୁ ମାନିବାକୁ ପରାମର୍ଶ ଦିଆଯାଇଥିଲା । କୋଭିଡ଼ କଟକଣାକୁ ଅବମାନନା କଲେ ସଂପୃକ୍ତ ବ୍ୟବସାୟିକ ପ୍ରତିଷ୍ଠାନର ମାଲିକ ଓ ମନ୍ଦିର ପରିଚାଳନା କମିଟିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ଥାନୀୟ ପ୍ର।।ସନିକ ଅଧିକାରୀ ମାନେ ଚେତାବନି ଦେଇଥିଲେ । ମାସ୍କ ବ୍ୟବହାର, ସାମାଜିକ ଦୂରତ୍ୱ ରକ୍ଷାକୁ ଗୁରୁତ୍ୱାରୋପ କରାଯାଇଥିଲା । ବ୍ରବସାୟିକ ପ୍ରତିଷ୍ଠାନ ସମ୍ମୁଖରେ ବ୍ୟାରିକେଡ଼ ନିର୍ମାଣ କରିବା ସକାଶେ ପରାମର୍ଶ ଦିଆଯାଇଥିଲା । ବଡ଼ ବଡ଼ ଦୋକାନ ଗୁଡ଼ିକ ଗ୍ରାହକଙ୍କ ଥର୍ମାଲ ସ୍କ୍ରିନିଂ ଓ ବ୍ୟବସାୟିକ ପ୍ରତିଷ୍ଠାନ ସମ୍ମୁଖରେ ହ୍ୟାଣ୍ଡୱାସ୍ ଓ ସାନିଟାଇଜର ରଖିବା ସକାଶେ ପରାମର୍ଶ ଦିଆଯାଇଥିଲା । କୋଭିଡ଼ କଟକଣାକୁୁ ଅବମାନନା କଲେ ପ୍ରଶାସନ ପକ୍ଷରୁ ସହରରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବ, ଯଦ୍ୱାରା ପ୍ରଶାସନ ପକ୍ଷରୁ ପୁଣିଥରେ ସହରରେ ଲକଡ଼ାଉନ, ସଟଡ଼ାଉନ ଘୋଷଣା କରାଯିବ ବୋଲି ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ସାହୁ କହିଛନ୍ତି । ଆୟୋଜିତ ବୈଠକରେ ପୌରାଂଚଳର ବହୁ ବ୍ୟବସାୟିକ ପ୍ରତିଷ୍ଠାନର ମାଲିକ ଓ ବିଭିନ୍ନ ମନ୍ଦିର ପରିଚାଳନା କମିଟି ବୃନ୍ଦ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ପୌର କନିଷ୍ଠ ଯନ୍ତ୍ରୀ ମାନସ ରଂଜନ ଦାଶ ଓ ଦିଲ୍ଲିପ କୁମାର ମିଶ୍ର ପରିଚାଳନା କରିଥିବା ବେଳେ ପୌର କର୍ମଚାରୀ ମାନେ ସହଯୋଗ କରିଥିଲେ ।                          ( ରିପୋର୍ଟ – ଶୁସାନ୍ତ ପ୍ରଧାନ )   

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026
ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version