• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାଣପୁର ଠାରେ କଟକ ନଗର କଂଗ୍ରେସର ପ୍ରସ୍ତୁତ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
February 24, 2021
in ଓଡ଼ିଶା, କଟକ, ହୋମ୍
0
ଭାଣପୁର ଠାରେ କଟକ ନଗର କଂଗ୍ରେସର ପ୍ରସ୍ତୁତ ବୈଠକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୪ ଫେବୃଆରୀ,ବୁଧବାର ) କଟକ :-  କଂଗ୍ରେସ ଦଳର ସଂଗଠନକୁ ତୃଣମୂଳ ସ୍ତରରୁ ସୁଦୃଢ କରିବା ପାଇଁ , ମଙ୍ଗଳବାର ଦିନ ସନ୍ଧ୍ୟାରେ କଟକ ସଦର ନିର୍ବାଚନ ମଣ୍ଡଳୀ ର ଭାଣପୁର ଠାରେ, କଟକ ନଗର କଂଗ୍ରେସ କମିଟିର ଏକ ପ୍ରସ୍ତୁତି ବୈଠକ, ପରମାନନ୍ଦ ଭଟ୍ଟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ କଟକ ନଗର କଂଗ୍ରେସ କମିଟିର ନୂତନ ସଭାପତି ପୂର୍ବତନ କର୍ପୋରେଟର ଗିରିବାଳା ବେହେରା ଙ୍କୁ ୬ ଗୋଟି ୱ।ର୍ଡ଼ ର କଂଗ୍ରେସ କର୍ମୀ ମାନେ ସମ୍ବର୍ଦ୍ଧନା ଜଣାଇଥିଲେ ।

ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ନୂତନ ନଗର ସଭାନେତ୍ରୀ ଗିରିବାଳା ବେହେରା, ରାଜ୍ୟ ମହିଳା କଂଗ୍ରେସର ସଂପାଦିକା ଶୈଳବାଳା ଜେନା, କଂଗ୍ରେସ ମହିଳା ସେବା ଦଳର ଅଧ୍ୟକ୍ଷ। ତୃପ୍ତି ଦାସ, ସଂପାଦିକା ଅନ୍ନପୂର୍ଣ୍ଣା ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ରାଜ୍ୟର ବିଜଡି ଦଳ ଏବଂ କେନ୍ଦ୍ରରେ ଥିବା ବିଜେପି ଦଳ ସାଧାରଣ ଜନତାଙ୍କୁ ବିକାଶ ନାମରେ ଠକି ଚାଲିଛନ୍ତି ।

କଂଗ୍ରେସ ର ପ୍ରତେକ କର୍ମୀ ଚୁପହୋଇ ବସିବା ଛାଡ଼ି, ତୃଣମୂଳ ସ୍ଥରରୁ କାର୍ଯ୍ୟ ଆରମ୍ଭ କରିବା ସହିତ, ଲୋକଙ୍କ ପାଖକୁ ଯାଇ ସଚେତନ କରିବାକୁ , ଆୟୋଜିତ ବୈଠକରେ ଉପସ୍ଥିତ କଂଗ୍ରେସ କର୍ମୀ ମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ବୈଠକରେ ମହମ୍ମଦ ସିଦ୍ଦିକ୍, ୫୭ ନମ୍ବର ୱ।ର୍ଡ଼ ର ସଭାପତି ପ୍ରତାପ ବେହେରା, ୫୮ନମ୍ବର ୱ।ର୍ଡ଼ କଂଗ୍ରେସ ସଭାପତି ଜନାର୍ଦ୍ଦନ ପରିଡ଼ା, ୫୬ନମ୍ବର ୱ।ର୍ଡ଼ ର ସଭାପତି ସାଗର ବେଉରା, ପ୍ରଶାନ୍ତ ମହାପାତ୍ର

,ମନୋଜ ଜତି, ମିନ ବେହେର।, ଚରଣ ବେହେରା, ଲିଟନ ବେହେରା, ନରେନ୍ଦ୍ର ଭଟ୍ଟ , କମଲ ଉଦ୍ଦିନ, ତୁଷାର ମହାପାତ୍ର, ପ୍ରମୁଖ କଂଗ୍ରେସର ବହୁ କର୍ମୀ ଯୋଗ ଦେଇଥିଲେ । ଆସନ୍ତା ମାର୍ଚ୍ଚ ମାସ ପ୍ରଥମ ସପ୍ତାହ ରେ କଟକ ସଦର ନିର୍ବାଚନ ମଣ୍ଡଳୀ ର ଛ ଗୋଟିଏ ୱ।ର୍ଡ଼ ର କଂଗ୍ରେସ କର୍ମୀ ଙ୍କୁ ନେଇ ଏକ ବିରାଟ ସମ୍ମିଳନୀ ୫୮ନମ୍ବର ୱ।ର୍ଡ଼ରେ କରାଯିବ ବୋଲି ପ୍ରସ୍ତୁତି ବୈଠକରେ ଆଲୋଚନା କରାଯାଇଥିଲା ।  ( ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version