• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶା ଉଠା ଜଳସେଚନ ନିଗମ ଅଧ୍ୟକ୍ଷଙ୍କ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା

Proprietor Abhimanyu Maharana by Proprietor Abhimanyu Maharana
February 25, 2021
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ରାଜନୀତି, ହୋମ୍
0
ଓଡିଶା ଉଠା ଜଳସେଚନ ନିଗମ ଅଧ୍ୟକ୍ଷଙ୍କ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା
Share on FacebookShare on TwitterWhatsapp

ରାଜ୍ୟରେ ଉଠା ଜଳସେଚନର ବ୍ୟବସ୍ଥାରେ ଜଳସେଚନ ଓ ଜଳ ସୁପରିଚାଳନା କରି କୃଷି କ୍ଷେତ୍ରକୁ ଆବଶ୍ୟକତା ଅନୁସାରେ ପର୍ଯ୍ୟାପ୍ତ ଜଳ ଯୋଗାଇ ଦିଆଯାଇ କୃଷି ଉତ୍ପାଦନ ବୃଦ୍ଧି ଓ କୃଷକମାନଙ୍କର ଆର୍ଥିକ ମାନଦଣ୍ଡକୁ ସୁଦୃଢ କରିବାରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଯେଉଁ ସ୍ୱପ୍ନ ରହିଛି, ତାହାକୁ ଫଳପ୍ରଦ କରିବାରେ ତାଙ୍କ ଉଦ୍ୟମରେ ନିଗମ ତରଫରୁ ଶତ ପ୍ରତିଶତ ପ୍ରଚେଷ୍ଟା ଜାରି ରହିବ ବୋଲି – ଶ୍ରୀ ପତ୍ରୀ କହିଛନ୍ତି 

ଓଡ଼ିଶା ତାଜା ନ୍ୟୁଜ୍ ( ୨୫ ଫେବୃଆରୀ ଗୁରୁବାର ) ଭୁବନେଶ୍ୱର :- ଚଳିତ ରାଜ୍ୟ ବଜେଟ୍‌ରେ କୃଷି, ଶିକ୍ଷା, ସ୍ୱାସ୍ଥ୍ୟ ସେବା, ଭିତିଭୂମିର ବିକାଶ, ପାନୀୟ ଜଳ ଯୋଗାଣ, ଜଳସେଚନ ଆଦି ସମସ୍ତ କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଛି । ଏହାକୁ ଏକ ଲୋକାଭିମୁଖୀ ବଜେଟ୍ ବୋଲି ଓଡିଶା ଉଠାଜଳସେଚନ ନିଗମର ଅଧ୍ୟକ୍ଷ ଶ୍ରୀ ଅମରେଶ ପତ୍ରୀ ମତ ପୋଷଣ କରିବା ସହିତ ରାଜ୍ୟରେ ଉଠା ଜଳ ସେଚନ ବ୍ୟବସ୍ଥାରେ ଜଳସେଚନ ସୁବିଧା ପାଇଁ ବଜେଟ୍‌ରେ ଆଶାନୁରୂପ ବ୍ୟବସ୍ଥା କରାଯାଇଥିବାରୁ ସେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଆନ୍ତରିକ କୃତଜ୍ଞତା ଜ୍ଞାପନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଶ୍ରୀ ପତ୍ରୀ କହିଛନ୍ତି ଯେ, ରାଜ୍ୟରେ କୃଷିର ଉନ୍ନତି ଓ କୃଷକଙ୍କ ସଶକ୍ତିକରଣ ପାଇଁ ଜଳସେଚନ ପ୍ରମୁଖ ଆବଶ୍ୟକତା ହୋଇଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହାକୁ ସର୍ବଦା ଗୁରୁତ୍ୱ ଦେଇଆସୁଛନ୍ତି । ବିଭିନ୍ନ କ୍ଷୁଦ୍ର, ମଧ୍ୟମ ଓ ବୃହତ୍ ଜଳସେଚନ ପ୍ରକଳ୍ପ ସହ ଉଠା ଜଳସେଚନ ପ୍ରକଳ୍ପଗୁଡିକୁ ମଧ୍ୟ ସେ ସମ ପରିମାଣରେ ଅଗ୍ରାଧିକାର ଦେଉଛନ୍ତି ।

ଉଠାଜଳସେଚନ ନିଗମକୁ ଯଥୋଚିତ ଗୁରୁତ୍ୱ ଦେଇ ରାଜ୍ୟରେ ଉଠାଜଳସେଚନର ସୁବ୍ୟବସ୍ଥା ପାଇଁ ବଜେଟ୍‌ରେ ଆବଶ୍ୟକତା ଅନୁଯାୟୀ ଆର୍ଥିକ ବ୍ୟବସ୍ଥା ରଖିଥିବାରୁ ଓଡିଶା ଉଠାଜଳସେଚନ ନିଗମର ଅଧ୍ୟକ୍ଷ ଶ୍ରୀ ଅମରେଶ ପତ୍ରୀ ଏଥିପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଆନ୍ତରିକ କୃତଜ୍ଞତା ଜଣାଇଛନ୍ତି । ଏହି ପ୍ରସଙ୍ଗରେ ଶ୍ରୀ ପତ୍ରୀ କହିଛନ୍ତି ଯେ, ଚଳିତ ରାଜ୍ୟ ବଜେଟ୍‌ରେ ଗ୍ରାମାଂଚଳ ଭିତିଭୂମି ଉନ୍ନୟନ ଅଧିନରେ କାର୍ଯ୍ୟକାରୀ ହେଉଥିବା ଜଳନିଧି ଯୋଜନାରେ ଅତିରିକ୍ତ ଜଳ ସେଚନ ବ୍ୟବସ୍ଥା ପାଇଁ ୧୮୦ କୋଟି ଟଙ୍କା, ୨୧ ହଜାର ଗଭୀର ସେଚ କୂପ ଖନନ କାର୍ଯ୍ୟ ସଂପୂର୍ଣ୍ଣକରଣ ପାଇଁ ୩୮୯ କୋଟି, ବିଜୁ କୃଷକ ବିକାଶ ଯୋଜନା ଅଧିନରେ ୧୫୦୦ ଗୋଷ୍ଠୀ ଉଠା ଜଳସେଚନ ପ୍ରକଳ୍ପ ସ୍ଥାପନ ପାଇଁ ୪୦୦ କୋଟି ଟଙ୍କା ଏବଂ ଅକାମୀ ହୋଇପଡିଥିବା ୧୦୦୦ଟି ଉଠାଜଳସେଚନ ପଏଣ୍ଟଗୁଡିକୁ କାର୍ଯ୍ୟକ୍ଷମ ପାଇଁ ୧୬୪ କୋଟି ଟଙ୍କାର ଆର୍ଥିକ ବ୍ୟବସ୍ଥା କରାଯାଇଛି ।

ଏହା ଦ୍ୱାରା ଉଠାଜଳସେଚନ ପ୍ରକଳ୍ପଗୁଡିକ ସୁଚାରୁରୂପେ କାର୍ଯ୍ୟକରିବ । କୃଷକମାନେ ସବୁ ଋତୁରେ ବିଭିନ୍ନ ପ୍ରକାରର ଚାଷ କରି ଲାଭବାନ ହେବା ସହିତ ସେମାନଙ୍କର ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ । ରାଜ୍ୟରେ ଉଠା ଜଳସେଚନର ବ୍ୟବସ୍ଥାରେ ଜଳସେଚନ ଓ ଜଳ ସୁପରିଚାଳନା କରି କୃଷି କ୍ଷେତ୍ରକୁ ଆବଶ୍ୟକତା ଅନୁସାରେ ପର୍ଯ୍ୟାପ୍ତ ଜଳ ଯୋଗାଇ ଦିଆଯାଇ କୃଷି ଉତ୍ପାଦନ ବୃଦ୍ଧି ଓ କୃଷକମାନଙ୍କର ଆର୍ଥିକ ମାନଦଣ୍ଡକୁ ସୁଦୃଢ କରିବାରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଯେଉଁ ସ୍ୱପ୍ନ ରହିଛି, ତାହାକୁ ଫଳପ୍ରଦ କରିବାରେ ତାଙ୍କ ଉଦ୍ୟମରେ ନିଗମ ତରଫରୁ ଶତ ପ୍ରତିଶତ ପ୍ରଚେଷ୍ଟା ଜାରି ରହିବ ବୋଲି ଶ୍ରୀ ପତ୍ରୀ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version