• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁଣି ଗୁଟ୍‌ଖା ବ୍ୟବସାୟୀ ସକ୍ରିୟ : ନିରାପଦ ମଣୁଛନ୍ତି ସଦରଥାନା ଅଂଚଳକୁ

Proprietor Abhimanyu Maharana by Proprietor Abhimanyu Maharana
February 27, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ପୁଣି ଗୁଟ୍‌ଖା ବ୍ୟବସାୟୀ ସକ୍ରିୟ : ନିରାପଦ ମଣୁଛନ୍ତି ସଦରଥାନା ଅଂଚଳକୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ଫେବୃଆରି,ଶନିବାର )ବ୍ରହ୍ମପୁର :-  କିଛି ଦିନର ବ୍ୟବଧାନ ପରେ ସହରର ବଛା ବଛା ଜାଗା ନିରୂପଣ କରି ନକଲି ଗୁଟ୍‌ଖା କାରଖାନା ଗଢ଼ି ଉଠିଥିବା ବିଶେଷ ସୂତ୍ରରୁ ଖବର ମିଳିଲାଣି । ତଳ ଦିନେ ବ୍ରହ୍ମପୁର ଉପଜିଲ୍ଲାପାଳ ଏବଂ କୁକୁଡ଼ାଖଣ୍ଡି ତହସିଲ୍‌ଦାରଙ୍କ ମିଳିତ ଚଢ଼ାଉରେ ଅନେକ ଗୁଟ୍‌ଖା କାରଖାନା ସିଲ୍ କରିବା ସହ ପାଖାପାଖି କୋଟିଏ ଟଙ୍କାର ସାମଗ୍ରୀ ଜବତ କରାଯାଇଥିଲା। କିନ୍ତୁ କିଛି ଦିନର ନିରବତା ପରେ ପୁଣିଥରେ କୁକୁଡ଼ାଖଣ୍ଡି ବ୍ଲକ୍‌, ସଦର ଥାନା ଅଂଚଳରେ ପୁଣି ବ୍ୟବସାୟୀମାନେ ସକ୍ରିୟ ହୋଇ ଉଠିଛନ୍ତି । ମୁଖ୍ୟତଃ ଗୁଟ୍‌ଖା ବ୍ୟବସାୟୀମାନେ ସହରର ତଳି ଅଂଚଳ ତଥା ସଦର ଥାନା ଅଂଚଳକୁ ନିରାପଦ ମନେ କରୁଛନ୍ତି। ଶୁଣିବାକୁ ମିଳୁଛି ସଦର ଥାନା ଅଂଚଳରେ ଏକ ଛତୁ ଫାର୍ମ ଭିତରେ ଏକ ନକଲି ଗୁଟ୍‌ଖା କାରଖାନା ଚାଲି ଆସିଛି । ତାହା ପୋଲିସ୍‌ର ଜାଣତରେ କିମ୍ବା ଅଜାଣତରେ ତାହା ସାଧାରଣରେ ଚର୍ଚ୍ଚା ହେଉଛି ।

କାରଣ ତଳ ଦିନେ କୁକୁଡ଼ାଖଣ୍ଡି ତହସିଲ୍‌ଦାରଙ୍କ ତତ୍ତ୍ୱାବଧାନରେ ସଦର ଅଂଚଳରେ ଅନେକ ଗୁଡ଼ିଏ ଗୁଟ୍‌ଖା କାରଖାନାକୁ ଠାବ କରି ସିଲ୍ କରାଯାଇଥିଲା । ଯାହାକି ସଦରଥାନା ଆଇଆଇସିଙ୍କ ନଜରରେ ନଥିଲାପରି ମନେ ହେଉଥିଲା । ଏହି କାରଖାନାଟି ମଧ୍ୟ ସଦରଥାନାରୁ ମାତ୍ର କିଛି ଦୂରରେ ରହିଛି । ଦୈନନ୍ଦିନ ପୋଲିସ୍ ଏହି ରାସ୍ତାଦେଇ ପୋଲିସ୍ ଗାଡ଼ି ପେଟ୍ରୋଲିଂ କରୁଥିଲେ ସୁଦ୍ଧା ଏହାପ୍ରତି ଦୃଷ୍ଟି ନଦେବା ସାଧାରଣରେ ସଂଦେହ ଘନିଭୂତ ହେଉଛି । ସାଧାରଣ ଲୋକ ଅଭିଯୋଗ କରିବାକୁ ମଧ୍ୟ ଏକପ୍ରକାର ଭୟ କରୁଛନ୍ତି । କାରଣ କୁକୁଡ଼ାଖଣ୍ଡି ତଥା ସଦରଥାନା ଆଇଆଇସିଙ୍କ ପ୍ରତି ଲୋକଙ୍କ ବିଶ୍ୱାସ ତୁଟିଯାଇଛି । କୌଣସି ତଥ୍ୟ ଯଦି ପ୍ରଦାନ କରାଯାଏ ତେବେ ଥାନାରୁ ହିଁ ତଥ୍ୟ ଉକ୍ତ ମାଫିଆମାନଙ୍କୁ ଜଣେଇ ଦେବା ଭୟ ଜାଗ୍ରତ ହୁଏ। ତେଣୁ ଅଂଚଳର ବୁଦ୍ଧିଜୀବୀ ଏବଂ ସାଧାରଣ ସବୁ ଜାଣି ସୁଦ୍ଧା ନୀରବ ରହୁଛନ୍ତି । ଏଥି ପ୍ରତି ଜିଲ୍ଲା ପ୍ରଶାସନ ଏବଂ ଏସ୍‌ପି ଦୃଷ୍ଟି ଦେବାକୁ ଅନୁରୋଧ କରାଯାଇଛି ।

( ରିପୋର୍ଟ: ଶେଷଦେବ ସାହୁ, ଗଞ୍ଜାମ ଜିଲ୍ଲା ବ୍ୟୁରୋ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

May 6, 2026
ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version