• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାପାଳଙ୍କ ଠାରୁ କିଛି ଶିଖ ; ତାହା ହେଲେ ପରିମଳ ବ୍ୟବସ୍ଥା ସୁଧୁରିବ

Proprietor Abhimanyu Maharana by Proprietor Abhimanyu Maharana
February 27, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଜିଲ୍ଲାପାଳଙ୍କ ଠାରୁ କିଛି ଶିଖ ; ତାହା ହେଲେ ପରିମଳ ବ୍ୟବସ୍ଥା ସୁଧୁରିବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ଫେବୃଆରି,ଶନିବାର )ବୁଗୁଡା :- ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ମହୋଦୟଙ୍କ ଠାରୁ କିଛି ଶିଖ । ସେ ପରିମଳ ବ୍ୟବସ୍ଥା ସୁଧାରିବା ପାଇଁ ସାଇକେଲରେ ବିଭିନ୍ନ ସାହି ବୁଲି ଲୋକଙ୍କୁ ସଚେତନ କରାଇବା ସହ କର୍ମଚାରୀଙ୍କୁ ମଧ୍ୟ ପରାମର୍ଶ ଦେଇଥିଲେ । ଯାହାଦ୍ୱାରା କର୍ମଚାରୀବୃନ୍ଦ ନିଜର ଦାୟିତ୍ୱ ସୁଚାରୁଭାବେ କରିବା ସହ ଜନସାଧାରଣ ମଧ୍ୟ ସହର ସଫା ରଖିବା ପାଇଁ ସଚେତନ ହେଉଛନ୍ତି । ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ମହୋଦୟ ବୋଧହୁଏ ଜିଲ୍ଲାପାଳଙ୍କ ଆଦର୍ଶ ପାଳନ କରିବାକୁ ନାରାଜ । କାର୍ଯ୍ୟନିର୍ବାହୀ ଅଧିକାରୀ ମହୋଦୟ ଏସି ରୁମରେ ବସି ଛାତି ଫୁଲାଇ ଆମେ ଅଧିକ କର ଆଦାୟ କରି ପାରିଛୁ ବୋଲି ବାହାଦୂର ଦେଖାଇଲେ ପରିମଳ ସମସ୍ୟା ଦୂର ହେବନାହିଁ । ଜିଲ୍ଲାପାଳଙ୍କ ପଥ ଅନୁସରଣ କରି ପ୍ରତ୍ୟେକ ୱାର୍ଡ଼କୁ ଯାଇ ପରିମଳ ବ୍ୟବସ୍ଥା ଅନୁଧ୍ୟାନ କରାଯାଉ ।

କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ପ୍ରଶ୍ନ ସେ ୬ ନମ୍ବର ୱାର୍ଡ଼କୁ ପରିଦର୍ଶନ କରିବାକୁ ଯାଇଛନ୍ତିକି ? ସେହି ୱାର୍ଡର ପ୍ରବେଶ ମୁହଁରେ କୁଢ଼ କୁଢ଼ ଆବର୍ଜନା ଗଦା ହୋଇଥିବା ସେ ଜାଣିଛନ୍ତିକି ? ଶିଶୁଙ୍କ ପାଇଁ ନିର୍ମିତ ପାର୍କ ଖୋଲୁନାହିଁ । ଗେଟରେ ଚାବି ପଡି ରହିଛି । ପିଲାମାନେ ଗେଟ ଡେଇଁ ଭିତରକୁ ଯିବାର ଦୃଶ୍ୟ ଦେଖିବାକୁ ମିଳିଛି । ଗେଟ ଡେଇଁ ଶିଶୁମାନେ ପାର୍କକୁ ଗଲାବେଳେ ଯଦି କିଛି ଅଘଟଣ ଘଟେ ସେଥିପାଇଁ ଦାୟୀରହିବ କିଏ ? ପାର୍କ ବନ୍ଦ ରହିବା ବିଷୟ ନେଇ ଜନସାଧାରଣଙ୍କୁ ସଚେତନ କରାଯାଇଛିକି ? ଏଣେ ପାର୍କର ବହୁ ଜିନିଷ ଭାଙ୍ଗିରୁଜି ପଡିଥିବା ବେଳେ ରକ୍ଷଣାବେକ୍ଷଣ ହେଉନାହିଁ । ପାର୍କ ପରିସର ଅପରିଷ୍କାର ହୋଇ ପଡିଛି । ପାର୍କ ନିକଟରେ କୁଢ଼ କୁଢ଼ ଆବର୍ଜନା ଗଦା ହୋଇ ରହିଛି । ଏହା କଣ ବୁଗୁଡା ଏନଏସି ର ସୁସ୍ଥ ପରିମଳର ନମୁନା ? ଦୁଇ ତିନି ଦିନରେ ଥରେ ସଫେଇ ହେଉଥିବା ଲୋକମାନେ ଅଭିଯୋଗ କରିଛନ୍ତି । ନାଳ ନର୍ଦ୍ଦମା ସଫା ହେଉନଥିବା ୱାର୍ଡ଼ ବାସିନ୍ଦା କହୁଛନ୍ତି । ଦୀର୍ଘ ଦିନ ଧରି ଗୋଟିଏ ବିଦ୍ୟୁତ ଖୁଣ୍ଟରେ ବିଜୁଳି ଆଲୁଅ ଜଳୁ ନଥିବା ବେଳେ ୱାର୍ଡ଼ବାସୀ ଅଭିଯୋଗ କଲେ ମଧ୍ୟ କେହି କର୍ଣ୍ଣପାତ କରୁ ନାହାଁନ୍ତି । ଗଞ୍ଜାମ ଜିଲ୍ଲାପାଳ ମହୋଦୟ ୬ ନମ୍ବର ୱାର୍ଡ଼ ପ୍ରତି ହେଉଥିବା ଅବହେଳା ପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି । ( ରିପୋର୍ଟ : ଶେଷଦେବ ସାହୁ, ଗଞ୍ଜାମ ଜିଲ୍ଲା ବ୍ୟୁରୋ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version