• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ କି ବାତ୍ – ଜଳ ସଂରକ୍ଷଣ ପାଇଁ ସମସ୍ତଙ୍କ ପ୍ରଚେଷ୍ଟା ଆବଶ୍ୟକ

Proprietor Abhimanyu Maharana by Proprietor Abhimanyu Maharana
March 1, 2021
in ଓଡ଼ିଶା, ଦେଶ, ବିଶ୍ଵ, ହୋମ୍
0
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ କି ବାତ୍ – ଜଳ ସଂରକ୍ଷଣ ପାଇଁ ସମସ୍ତଙ୍କ ପ୍ରଚେଷ୍ଟା ଆବଶ୍ୟକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ ଫେବୃଆରି,ରବିବାର)  ନୂଆଦିଲ୍ଲୀ  :-  ପ୍ରଧାନମନ୍ତ୍ରୀ ମନ କି ବାତ୍ କାର୍ଯ୍ୟକ୍ରମରେ ‘ଆତ୍ମ ନିର୍ଭର ଭାରତ’ ଅଭିଯାନ ଉପରେ ଗୁରୁତ୍ୱ ଦେଇଛନ୍ତି । ସେ କହିଛନ୍ତି ଯେ ‘ଆତ୍ମ ନିର୍ଭର ଭାରତ’ ଅର୍ଥ ଓ ଜିନିଷକୁ ନେଇ ଗର୍ବ କରିବା ଉଚିତ । ଏଥିସହ କରୋନା କାଳରେ ସମସ୍ତଙ୍କୁ ସତର୍କ ରହିବାକୁ ଆହ୍ନାନ ଦେବା ସହ କୌଣସି ପ୍ରକାର ଅବହେଳା ନ କରିବାକୁ କହିଛନ୍ତି ପ୍ରଧାନମନ୍ତ୍ରୀ ।

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଆତ୍ମ ନିର୍ଭର ଭାରତ’ ପାଇଁ ବିଜ୍ଞାନର ଭଲ ବ୍ୟବହାର ହେଉଛି । ସାରା ଦେଶ ‘ଆତ୍ମ ନିର୍ଭର ଭାରତ’ ଅର୍ଥ ନିଜ ଜିନିଷକୁ ନେଇ ଗର୍ବ କରିବା ଉଚିତ । ଦେଶରେ ତିଆରି ହେଉଥିବା ପ୍ରଡକ୍ଟକୁ ନେଇ ଆମେ ସମସ୍ତେ ଗର୍ବ କରିବା ଉଚିତ। ଦେଶର ବୈଜ୍ଞାନିକମାନଙ୍କ ବିଷୟରେ ଆମେ ଜାଣିବା ନିହାତି ଜରୁରୀ । ଏଥିସହିତ ମୋଦି ଦେଶବାସୀଙ୍କୁ ଦେଶର ଯୁବ ବୈଜ୍ଞାନିକ ଇତିହାସ ପଢ଼ିବାକୁ ମଧ୍ୟ ଆହ୍ୱାନ ଦେଇଛନ୍ତି। ଜଳ ସଂରକ୍ଷଣ ପାଇଁ ଅପିଲ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ବର୍ଷା ଋତୁ ପୂର୍ବରୁ ଜଳ ସଂରକ୍ଷଣ ପାଇଁ ଉଦ୍ୟମ ଆରମ୍ଭ କରିବା ଉଚିତ୍। ଜଳ ସଙ୍କଟର ସମାଧାନ ପାଇଁ ବର୍ଷା ଜଳର ସଞ୍ଚୟ ଆବଶ୍ୟକ । ଗ୍ରୀଷ୍ମ ପ୍ରବାହ ପାଇଁ ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେବା ଉଚିତ୍ । ଜଳ ସଂରକ୍ଷଣ ପାଇଁ ସମସ୍ତଙ୍କ ପ୍ରଚେଷ୍ଟା ଆବଶ୍ୟକ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆମ ଯୁବକମାନେ କୌଣସି କାମ କରିବାକୁ ପୁରୁଣା ଉପାୟରେ ନିଜକୁ ବାନ୍ଧିବା ଉଚିତ୍ ନୁହେଁ ।  ନିଜ ଜୀବନକୁ ନିଜେ ସ୍ଥିର କରିବା ଉଚିତ୍ । ଆଜିର ଯୁବଶକ୍ତି ପାରମ୍ପରିକ ଚିନ୍ତାଧାରାର ଚାପରେ କାମ କରିବାକୁ ସକ୍ଷମ ନୁହଁନ୍ତି । ତେଣୁ ପାରମ୍ପରିକ ଚିନ୍ତାଧାରାରୁ ଟିକେ ଉପରକୁ ଉଠୁ ଯୁବଶକ୍ତି । ଯୁବଶକ୍ତି ନିଜ ତରିକାରେ କାର୍ଯ୍ୟ କରନ୍ତୁ ଓ ନିଜ ଲକ୍ଷ ନିଜେ ସ୍ଥିର କରନ୍ତୁ । ଯଦି ଆପଣଙ୍କ ପାଖରେ ବୁଦ୍ଧି, ପ୍ରତିଭା ଓ ଆତ୍ମ ବିଶ୍ୱାସ ଅଛି ତେବେ ଆପଣଙ୍କୁ ସଂସାରର କୌଣସି ଜିନିଷ ପ୍ରତି ଭୟ କରିବାର ଆବଶ୍ୟକ ନାହିଁ । ଏସବୁ ବ୍ୟତୀତ ବୋର୍ଡ ପରୀକ୍ଷା ପାଇଁ ପ୍ରସ୍ତୁତ ଛାତ୍ରଛାତ୍ରୀମାନଙ୍କୁ ବାର୍ତ୍ତା ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ହସି ହସି ପରୀକ୍ଷା ଦେବାକୁ ଯାଆନ୍ତୁ ଏବଂ ଅନ୍ୟ କାହା ସହ ପ୍ରତିଦ୍ୱନ୍ଦ୍ୱିତା ନକରି ନିଜ ସହ କରନ୍ତୁ ବୋଲି କହିଛନ୍ତି ମୋଦି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରକାରଙ୍କର ବ୍ୟବସ୍ଥା ଉପରେ ନିୟନ୍ତ୍ରଣ ନଥିବାରୁ ରାଜ୍ୟରେ ବାରମ୍ୱାର ପ୍ରଶ୍ନପତ୍ର ଲିକ୍ ହେଉଛି : ବିଜେଡି

ସରକାରଙ୍କର ବ୍ୟବସ୍ଥା ଉପରେ ନିୟନ୍ତ୍ରଣ ନଥିବାରୁ ରାଜ୍ୟରେ ବାରମ୍ୱାର ପ୍ରଶ୍ନପତ୍ର ଲିକ୍ ହେଉଛି : ବିଜେଡି

August 1, 2026
୩୬ ଜଣ ସଫଳ ମହିଳାଙ୍କୁ ସମ୍ମାନ : ୪୦୦୦  ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ୯୧୩  କୋଟି ଟଙ୍କାର ଏମଓୟୁ ସ୍ୱାକ୍ଷରିତ

CII IWN Odisha Celebrates Women Leaders at the 4th Edition of Shakti Samman 2026

ମହାମହିମ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

ମହାମହିମ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

July 31, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରକାରଙ୍କର ବ୍ୟବସ୍ଥା ଉପରେ ନିୟନ୍ତ୍ରଣ ନଥିବାରୁ ରାଜ୍ୟରେ ବାରମ୍ୱାର ପ୍ରଶ୍ନପତ୍ର ଲିକ୍ ହେଉଛି : ବିଜେଡି

ସରକାରଙ୍କର ବ୍ୟବସ୍ଥା ଉପରେ ନିୟନ୍ତ୍ରଣ ନଥିବାରୁ ରାଜ୍ୟରେ ବାରମ୍ୱାର ପ୍ରଶ୍ନପତ୍ର ଲିକ୍ ହେଉଛି : ବିଜେଡି

August 1, 2026
୩୬ ଜଣ ସଫଳ ମହିଳାଙ୍କୁ ସମ୍ମାନ : ୪୦୦୦  ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ୯୧୩  କୋଟି ଟଙ୍କାର ଏମଓୟୁ ସ୍ୱାକ୍ଷରିତ

CII IWN Odisha Celebrates Women Leaders at the 4th Edition of Shakti Samman 2026

August 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version