• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିର୍ଭୁଲ ଜନଗଣନା ପାଇଁ ଜିଲ୍ଲା ର ୫ କର୍ମଚାରୀ ସମ୍ବର୍ଦ୍ଧିତ

Proprietor Abhimanyu Maharana by Proprietor Abhimanyu Maharana
March 5, 2021
in ଓଡ଼ିଶା, ବରଗଡ଼, ହୋମ୍
0
ନିର୍ଭୁଲ ଜନଗଣନା ପାଇଁ ଜିଲ୍ଲା ର ୫ କର୍ମଚାରୀ ସମ୍ବର୍ଦ୍ଧିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୫ ମାର୍ଚ୍ଚ, ଶୁକ୍ରବାର ) ବରଗଡ଼ :- ଗତ ଜନ ଗଣନା ସମୟରେ ନିଜ ଅଞ୍ଚଳରେ ନିର୍ଭୁଲ ଭାବରେ କାର୍ଯ୍ୟ ସମ୍ପାଦନା କରିଥିବାରୁ ଜିଲ୍ଲା ର ୫ ଜଣଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଅବସରରେ ଆଜି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଜ୍ୟୋତି ରଞ୍ଜନ ପ୍ରଧାନ ସମସ୍ତ ଙ୍କୁ ସମ୍ମାନିତ କରିଥିଲେ । ଜିଲ୍ଲାପାଳ ଶ୍ରୀ ପ୍ରଧାନ ତାଙ୍କ ବକ୍ତବ୍ୟରେ ଜିଲ୍ଲା ର ଜନଗଣନା ଠିକ୍ ଭାବେ କରିଥିବା କର୍ମଚାରୀ ଓ ଅଧିକାରୀ ପ୍ରଶଂସା ର ପାତ୍ର ବୋଲି କହିଥିଲେ  ।

ପରେ ସୋହେଲା ହାଇସ୍କୁଲ ରେ କାର୍ଯ୍ୟ ରତ ଶିକ୍ଷକ ମହେନ୍ଦ୍ର ବାରିକ, ଏବଂ ବରପାଲି ବ୍ଲକ ସମଲେଶ୍ଵରୀ ୟୁଜିୟୁପି ସ୍କୁଲ ର ସହକାରୀ ଶିକ୍ଷକ ବସନ୍ତ ସାହୁ ଙ୍କୁ ରୈ।ପ୍ୟ ପଦକ ସହ ମାନପତ୍ର ପ୍ରଦାନ କରି ଜିଲ୍ଲାପାଳ ସମ୍ବର୍ଦ୍ଧିତ କରିଥିଲେ । ସେହିପରି ସୋହେଲା ବ୍ଲକ ଅନ୍ତର୍ଗତ କନଗା ହାଇସ୍କୁଲ ର ପ୍ରଧାନ ଶିକ୍ଷକ ଶ୍ୟାମ କୁମାର ବାରିକ,କାଶିପାଲି ପ୍ରାଥମିକ ସ୍କୁଲ ର ସହକାରୀ ଶିକ୍ଷକ ରାଜକୁମାର ସାହୁ, ଟୁଙ୍ଗି ବନ୍ଧଲି ପ୍ରାଥମିକ ବିଦ୍ୟାଳୟ ର ସହକାରୀ ଶିକ୍ଷକ ରବୀନ୍ଦ୍ର ନାଏକ ଙ୍କୁ ବ୍ରୋଞ୍ଚ ମେଡାଲ ଓ ମାନପତ୍ର ପ୍ରଦାନ କରାଯିବା ସହ ସମ୍ବର୍ଦ୍ଧିତ କରିଥିଲେ ।

ଅପରପକ୍ଷରେ ଜନଗଣନା ୨୦୧୧କୁ ସୁଚାରୁରୂପେ ପରିଚାଳନା କରିଥିବା ତତ୍ କାଳୀନ ଜିଲ୍ଲାପାଳ ଭାବଗ୍ରାହୀ ମିଶ୍ର ଏବଂ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନିବାସ କବି ସ୍ଵର୍ଣ୍ଣ ପଦକ ଅଧିକାରୀ ହୋଇଥିବା ଜାତୀୟ ଜନଗଣନା ପକ୍ଷରୁ ସୂଚୀତ ହୋଇଛି । ଉକ୍ତ ସଭାରେ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ,ପିଡି ଡିଆରଡିଏ କୃତିବାସ ରାଉତ, ଡେପୁଟି କଲେକ୍ଟର ସୁମତୀ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । (ସତ୍ୟ ନାରାୟଣ ପ୍ରଧାନ ବରଗଡ଼)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Bhubaneswar Runs for a Greener Tomorrow at SBI Green Marathon Season 6 – Where Fitness Meets Sustainability

ସୁସ୍ଥ ଭବିଷ୍ୟତ ପାଇଁ ଭୁବନେଶ୍ୱରରେ ‘ଏସ୍‌ବିଆଇ ଗ୍ରୀନ୍ ମାରାଥନ୍ ସିଜନ୍–୬’

March 15, 2026

ପରିବାରର ମହାନ ଉଦାରତା : ଉତ୍କଳ ହସ୍ପିଟାଲରେ ଜୀବନ ରକ୍ଷା ପାଇଁ ଶ୍ରୀମତୀ ଉର୍ମିଳା ହରିଚନ୍ଦନଙ୍କ ଯକୃତ ଦାନ

କ୍ଷମା ମାଗନ୍ତୁ କୁଳପତି : ଓଡିଆ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଂକ ଦାବି

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Bhubaneswar Runs for a Greener Tomorrow at SBI Green Marathon Season 6 – Where Fitness Meets Sustainability

ସୁସ୍ଥ ଭବିଷ୍ୟତ ପାଇଁ ଭୁବନେଶ୍ୱରରେ ‘ଏସ୍‌ବିଆଇ ଗ୍ରୀନ୍ ମାରାଥନ୍ ସିଜନ୍–୬’

March 15, 2026
Bhubaneswar Runs for a Greener Tomorrow at SBI Green Marathon Season 6 – Where Fitness Meets Sustainability

Bhubaneswar Runs for a Greener Tomorrow at SBI Green Marathon Season 6 – Where Fitness Meets Sustainability

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version