ଓଡ଼ିଶା ତାଜା ନ୍ୟୁଜ (୬ ମାର୍ଚ୍ଚ ଶନିବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ବାହାଡ ଝୋଲା ମାଣିକ ପାଟଣା ଗ୍ରାମରେ ସଙ୍କୀର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା


© 2023 Odisha Taza News.