• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରିଲା ୧୫ ଦିନିଆ ରାଜ୍ୟସ୍ତରୀୟ ଆଦିବାସୀମେଳା ୮କୋଟିରୁ ଅଧିକ ଟଙ୍କାର ଅଧିକ କାରବାର :

Proprietor Abhimanyu Maharana by Proprietor Abhimanyu Maharana
February 9, 2020
in ଓଡ଼ିଶା, ବାଣିଜ୍ୟ, ହୋମ୍
0
ସରିଲା ୧୫ ଦିନିଆ ରାଜ୍ୟସ୍ତରୀୟ ଆଦିବାସୀମେଳା ୮କୋଟିରୁ ଅଧିକ ଟଙ୍କାର ଅଧିକ କାରବାର :
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନିଉଜ ) ଭୁବନେଶ୍ୱର 09/02/2020 :- ସଫଳ ମେଳା ଆୟୋଜନ ପାଇଁ ସଚିବଙ୍କ ପ୍ରଶଂସା ସାଧରଣତନ୍ତ୍ର ଦିବସରୁ ଆରମ୍ଭ ହୋଇଥିବା ୧୫ଦିନିଆ ରାଜ୍ୟସ୍ତରୀୟ ଆଦିବାସୀମେଳା ଆଜି ସରିଛି । ଉଦ୍‍ଯାପନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ ବିାଭଗର ପ୍ରମୁଖ ସଚିବ ରଞ୍ଜନା ଚୋପ୍ରା ସୁରୁଖୁରୁରେ ମେଳା ଆୟୋଜନ ଲାଗି ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଛନ୍ତି ।

ପ୍ରଥମଥର ପାଇଁ ମେଳା ପରିସରରେ ଆୟୋଜିତ ହେଇଥିବା ଜାତୀୟ ଜନଜାତି ଖାଦ୍ୟ ମେଳା ଓ ଜନଜାତି କଳା ପ୍ରଦର୍ଶନକୁ ନେଇ ଶ୍ରୀମତୀ ଚୋପ୍ରା ଖୁସି ବ୍ୟକ୍ତ କରିବା ସହିତ ଆଗାମୀ ଦିନରେ ମେଳାର କଳେବର ଯେଭଳି ଆହୁରି ବୃଦ୍ଧି ପାଇବ ସେ ଦିଗରେ ପଦକ୍ଷେପ ନେବାକୁ କହିଥିଲେ । ମେଳାର ଆୟୋଜକ ତଥା ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ତାଲିମ ପ୍ରତିଷ୍ଠାନର ନିର୍ଦ୍ଦେଶକ ତଥା ସ୍ୱତନ୍ତ୍ର ସଚିବ ଡକ୍ଟର ଅଖିଳ ବିହାରୀ ଓତା ଚଳିତବର୍ଷ ମେଳାର ସଫଳ ଆୟୋଜନ ଲାଗି ସମସ୍ତଙ୍କ ସହଯୋଗ ସଂକ୍ରାନ୍ତରେ ସୂଚନା ଦେବା ସହିତ କୃତଜ୍ଞତା ଜ୍ଞାପନ କରିଛନ୍ତି । ବିଶେଷକରି କମିଶନରେଟ ପୁଲିସ୍‍, ଅଗ୍ନିଶମ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟଶୈଳୀକୁ ବେଶ୍‍ ପ୍ରଶଂସା କରିଛନ୍ତି । ଡକ୍ଟର ଓତା କହିଛନ୍ତି ଯେ ପ୍ରଥମଥର ପାଇଁ ଆଦିବାସୀ ମେଳାରେ ଆୟୋଜିତ ଜାତୀୟ ଜନଜାତି ଖାଦ୍ୟ ମେଳା ଓ କଳା ପ୍ରଦର୍ଶନକୁ ବେଶ୍‍ ସଫଳତା ମିଳିଛି । ଆଗାମୀ ବର୍ଷ ଏହି ମେଳା ଯେଭଳି ଅଧିକ ଆକର୍ଷଣୀୟ ହେବ ସେଥିପାଇଁ ପଦକ୍ଷେପ ଗ୍ରହଣ କରାଯିବ । ଚଳିତବର୍ଷ ମେଳାର ୧୪ଦିନ ମଧ୍ୟରେ ରେକର୍ଡ ପରିମାଣର ୮କୋଟି ଟଙ୍କାର କାରବାର ହୋଇଥିବାବେଳେ ଶେଷଦିନରେ ଏହା ଆହୁରି ବୃଦ୍ଧି ପାଇବ ।

ସେହିଭଳି ଚଳିତବର୍ଷର ଜାତୀୟ ଜନଜାତି ନୃତ୍ୟ ମହୋତ୍ସବରେ ଯୋଗ ଦେଇଥିବା ୯ଟି ରାଜ୍ୟର କଳାକାରମାନେ ବି ୩ଦିନ ଧରି ଦର୍ଶକଙ୍କୁ ବାନ୍ଧି ରଖିବାରେ ସଫଳ ହୋଇଥିଲେ । ଶହୀଦ ଦିବସର ରାମଧୂନ ହେଉ କିମ୍ବା ଅନ୍ୟ ଦିନ ଗୁଡିକରେ ଓଡିଶାର ଜନଜାତି କଳାକାରଙ୍କ ପ୍ରଦର୍ଶନ ହେଉ ଦର୍ଶକଙ୍କ ଭିଡ ମଞ୍ଚ ନିକଟରେ ପରିଲକ୍ଷିତ ହେଉଥିଲା । ସେହିଭଳି ଓଡିଶା ସମେତ ୧୪ଟି ରାଜ୍ୟର ଜନଜାତି ପରସି ହେଉଥିବା ପାରମ୍ପରିକ ଖାଦ୍ୟର ମଜା ବି ଉଠାଇଥିଲେ ରାଜ୍ୟବାସୀ । ଏହି ମେଳା ଯେଭଳି ଆଗାମୀ ବର୍ଷ ଗୁଡିକରେ ଅଧିକ ଆକର୍ଷଣୀୟ ହେବ ଏବଂ ଏହାଦ୍ୱାରା ରାଜ୍ୟର ଜନଜାତି କଳାକାରମାନେ ଦେଶ ବିଦେଶରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିବେ ତାହା ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯାଉଥିବା କହିଛନ୍ତିି ଡକ୍ଟର ଓତା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version