• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କ୍ଷମତାକୁ ଫେରିବ ଆପ୍‌ !

Proprietor Abhimanyu Maharana by Proprietor Abhimanyu Maharana
February 9, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
କ୍ଷମତାକୁ ଫେରିବ ଆପ୍‌ !
Share on FacebookShare on TwitterWhatsapp

ନୂଆଦିଲ୍ଲୀ, (ଓଡିଶା ତାଜା ନିଉଜ ) ଦିଲ୍ଲୀ 2020 :- ଦିଲ୍ଲୀ ବିଧାନସଭା ଲାଗି ଶେଷ ହୋଇଛି ମତଦାନ । ନିର୍ବାଚନ ଫଳାଫଳକୁ ନେଇ ବିଭିନ୍ନ ଗଣମାଧ୍ୟମ ଓ ସାମାଜିକ ଗବେଷଣା ଅନୁଷ୍ଠାନ ପକ୍ଷରୁ କରାଯାଇଥିବା ଏକ୍‌ଜିଟ୍ ପୋଲ ବା ବୁଥ୍‌ ବାହୁଡ଼ା ମତ ସାମ୍ନାକୁ ଆସିଛି । ଦିଲ୍ଲୀରେ ଏଥର ମୋଟାମୋଟି ପ୍ରତିଦ୍ୱନ୍ଦ୍ୱିତା ଦ୍ୱିମୁଖୀ ହେଉଥିବା ଆକଳନ କରାଯାଇଛି । ଯଦିଓ ଦିଲ୍ଲୀର ୭୦ଟି ନିର୍ବାଚନ ମଣ୍ଡଳୀରେ ଭିନ୍ନଭିନ୍ନ ଦଳରୁ ୩ ଜଣ ଳେଖାଏଁ ପ୍ରଭାବଶାଳୀ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି କିନ୍ତୁ କଂଗ୍ରେସ ପ୍ରାୟତଃ ଦୌଡ଼ରେ ରହିବ ନାହିଁ ବୋଲି ରାଜନେତିକ ପର୍ଯ୍ୟବେକ୍ଷକମାନେ ଅଙ୍କ କଷିଛନ୍ତି । ଏଥର ଦିଲ୍ଲୀରେ ପ୍ରତିଦ୍ୱନ୍ଦିତା ମୁଖ୍ୟତଃ ରାଜ୍ୟରେ ଶାସନଗାଦୀରେ ଥିବା ଆମ୍ ଆଦମୀ ପାର୍ଟି ଓ କେନ୍ଦ୍ର ସରକାରରେ ଥିବା ବିଜେପି ମଧ୍ୟରେ ହେବ ।

ଗୋଟିଏ ପଟେ ଆମ୍ ଆଦମୀ ପାର୍ଟିର ମୁଖିଆ ଅରବିନ୍ଦ କେଜ୍ରିୱାଲ ଦଳର ମୁଖ୍ୟମବୀ ପ୍ରାର୍ଥୀ ଭାବେ ଭୋଟ ଯୁଦ୍ଧକୁ ଓହ୍ଲାଇଥିବା ବେଳେ ବିଜେପି କିନ୍ତୁ କାହାକୁ ମୁଖ୍ୟମବୀ ପ୍ରାର୍ଥୀ ଭାବେ ଘୋଷଣା କରି ନାହିଁ । ବରଂ ବିଜେପି ପ୍ରଧାନମବୀ ନରେନ୍ଦ୍ର ମୋଦୀଙ୍କ ସଫଳତାକୁ ସମ୍ବଳ କରି ନିର୍ବାଚନୀ ମଇଦାନ୍‌କୁ ଓହ୍ଲାଇଛି । କଂଗ୍ରେସ ମଧ୍ୟ ସେହିପରି କାହାକୁ ମୁଖ୍ୟମବୀ ପ୍ରାର୍ଥୀ ଘୋଷଣା କରିନାହିଁ । ଏପରିସ୍ଥଳେ ଦିଲ୍ଲୀ ଲଢେଇରେ କିଏ କରିବ ବାଜିମାତ ? କିଏ ଜିତିବ ଦିଲ୍ଲୀର ଦିଲ୍ ? ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳାଫଳ କ\’ଣ ହେବ ତାହାକୁ ନେଇ ସମସ୍ତଙ୍କ ଉତ୍କଣ୍ଠା ବଢିଥିବା ବେଳେ ଆସିଛି ବୁଥ ବାହୁଡା ମତ । ବିଭିନ୍ନ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ପ୍ରକାଶିତ ଏକ୍‌ଜିଟ ପୋଲ ଅନୁସାରେ ଦିଲ୍ଲୀ ମୁଖ୍ୟମବୀ ଅରବିନ୍ଦ କେଜ୍ରିୱାଲଙ୍କ ଦଳ ଆମ ଆଦମୀ ପାର୍ଟି ପୁଣି ଥରେ କ୍ଷମତାକୁ ଫେରିବାର ସମ୍ଭାବନା ଦେଖାଦେଇଛି । ଅବଶ୍ୟ ୨୦୧୫ ନିର୍ବାଚନ ଅପେକ୍ଷା ଏଥର କିଛି ଆସନ କମିପାରେ ବୋଲି ବୁଥ ବାହୁଡା ମତରୁ ଜଣାପଡିଛି ।

ଟାଇମ୍ସ ନାଓ ପକ୍ଷରୁ ଆକଳନ କରାଯାଇଛି ଯେ ଆମ ଆଦମୀ ପାର୍ଟି- ୪୪ଟି ଆସନ ପାଇବାକୁ ଥିବାବେଳେ ବିଜେପି-୨୬ଟି ଆସନ ପାଇବ । ସେହିପରି କଂଗ୍ରେସ ଖାତା ଖୋଲିପାରିବ ନାହିଁ । ରିପବ୍ଲିକ ଟିଭି ପକ୍ଷରୁ ପ୍ରକାଶିତ ବୁଥ ବାହୁଡା ମତ ଅନୁସାରେ ଆମ ଆଦମୀ ପାର୍ଟି-୪୮-୬୧ଟି ଆସନ ପାଇବାକୁ ଥିବାବେଳେ ବିଜେପି-୦୯-୨୧ ଓ କଂଗ୍ରେସ-୦-୧ଟି ଆସନ ପାଇବ ନ୍ୟୁଜ ଏକ୍ସ ଓ ଇଣ୍ଡିଆ ନ୍ୟୁଜ ପକ୍ଷରୁ ପ୍ରକାଶିତ ଏକଜିଟ୍ ପୋଲ୍ ଅନୁସାରେ ଆମ ଆଦମୀ ପାର୍ଟି-୫୩-୫୭ଟି ଆସନ, ବିଜେପି- ୧୧ରୁ ୧୭ଟି ଆସନ ଓ କଂଗ୍ରେସ-୦ରୁ ୨ଟି ଆସନ ପାଇବ ବୋଲି ଆକଳନ କରାଯାଇଛି । ଏଠାରେ ସୂଚନା ଥାଉ କି ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ୭୦ଟି ଆସନରେ ଭୋଟ ଗ୍ରହଣ ହୋଇଥିବାବେଳେ ସମୁଦାୟ ୬୭୨ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ କଏଦ ହୋଇଯାଇଛି । ଆସନ୍ତା ୧୧ ତାରିଖରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

April 25, 2026
ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version