• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧୬ ନମ୍ବର ଜାତୀୟ ରାଜପଥରେ ସିରିଜ ଦୁର୍ଘଟଣା – ଟ୍ରକ ଚାଳକ ଗୁରୁତର

Proprietor Abhimanyu Maharana by Proprietor Abhimanyu Maharana
March 9, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
୧୬ ନମ୍ବର ଜାତୀୟ ରାଜପଥରେ ସିରିଜ ଦୁର୍ଘଟଣା – ଟ୍ରକ ଚାଳକ ଗୁରୁତର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୯ ମାର୍ଚ୍ଚ,ମଙ୍ଗଳବାର ) ରଣପୁର :- ୧୬ ନମ୍ବର ଜାତୀୟ ରାଜପଥ କନ୍ଧ ନୟାଗଡ ବାଇପାସ୍ ନିକଟରେ ସିରିଜ୍ ଦୁର୍ଘଟଣା ଘଟିଥିବା ଜଣା ପଡିଛି l ଏହି ଦୁର୍ଘଟଣାରେ ମିନି ଟ୍ରକ୍ ଚାଳକ ଗୁରୁତର ଭାବେ ଆହତ ହୋଇଥିବା ଜଣା ପଡିଛି l ଗୁରୁତର ଭାବେ ଆହତ ହୋଇଥିବା ଟ୍ରକ୍ ଚାଳକଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରା ଯାଇଛି l

ସୂଚନା ଅନୁଯାୟୀ ଗତ କାଲି ବିଳମ୍ବିତ ରାତିରେ କନ୍ଧ ନୟାଗଡ ବାଇପାସ୍ ରେ ରାସ୍ତା କଡରେ ଏକ ଖାଇବା ତେଲ ବୋଝେଇ ଟ୍ୟାଙ୍କରରେ ଯାନ୍ତ୍ରୀକ ତ୍ରୁଟି ଦେଖା ଦେବାରୁ ଗାଡିଟି ରାସ୍ତା କଡରେ ଛିଡା ହୋଇଥିବା ବେଳେ ଏକ ଦ୍ରୁତ ଗାମୀ ଟ୍ରଲର ଟ୍ୟାଙ୍କର ପଛରେ ମାଡ ହୋଇଥିଲା l ଫଳରେ ଟ୍ୟାଙ୍କର ପଛେ ପଛେ ଆସୁଥିବା ମିନି ଟ୍ରକ୍ ଚାଳକ ଗାଡି ଉପରୁ ନିୟନ୍ତ୍ରଣ ହରାଇବାରୁ ମିନି ଟ୍ରକ ଟି ଟ୍ରଲର ପଛରେ ମାଡ ହୋଇଥିଲା l

ଦୁର୍ଘଟଣାରେ ଗାଡି ଦୁଇଟି ଭାଙ୍ଗି ଚୁରମାର ହୋଇଯାଇଥିବା ବେଳେ କେବଳ ମିନି ଟ୍ରକ୍ ଚାଳକ ଗୁରୁତର ଆହତ ହୋଇଥିଲେ l ସ୍ଥାନୀୟ ଲୋକେ ଘଟଣା ସ୍ଥଳରେ ପହଂଚି ଗୁରୁତର ମିନି ଟ୍ରକ୍ ଚାଳକଙ୍କୁ ଉଦ୍ଧ‍ର କରି ଭୁବନେଶ୍ୱର ସ୍ଥାନାନ୍ତର କରିଥିଲେ l ଖବର ପାଇ ଚାନ୍ଦପୁର ପୋଲିସ୍ ଘଟଣା ସ୍ଥଲରେ ପହଂଚି ୩ ଟି ଯାକ ଗାଡିକୁ ଜଵତ କରି ତଦନ୍ତ ଚଳାଇ ଥିବା ଜଣା ପଡିଛି l (ରଣପୁର /ପ୍ରିୟମ୍ବଦା ମହାପାତ୍ରଙ୍କ ରିପୋର୍ଟ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

June 15, 2026
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

June 15, 2026
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version