• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ନୂଆପଡା ଗସ୍ତ,୨୩୩୭ କୋଟି ଟଙ୍କାର ପ୍ରକଳ୍ପ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
March 10, 2021
in ଓଡ଼ିଶା, ନୂଆପଡ଼ା, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ନୂଆପଡା ଗସ୍ତ,୨୩୩୭ କୋଟି ଟଙ୍କାର ପ୍ରକଳ୍ପ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉଦଘାଟିତ
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀଙ୍କ ନୂଆପଡା ଗସ୍ତ, ବିଜୁବାବୁଙ୍କ ସେଦିନର ସାନ ପୁଅ “ନୂଆପଡା ଆଜି ସଶକ୍ତ ହୋଇଛି ମୁଖ୍ୟମନ୍ତ୍ରୀ – ୨୩୩୭ କୋଟି ଟଙ୍କାର ପ୍ରକଳ୍ପ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉଦଘାଟିତ Lower Indra ଜଳ ସେଚନ ପ୍ରକଳ୍ପ ଉଦଘାଟିତ ଏକ ଲକ୍ଷ ପରିବାର ପାଖରେ ପହଞ୍ଚିଲା ବିଶୁଦ୍ଧ ପାଇପ ପାଣି ବିକାଶର ନୂଆ ଇତିହାସ ଲେଖିଛି ନୂଆପଡା ୨୦୨୨ ସୁଦ୍ଧା ନୂଆପଡାର ସବୁ ପରିବାରକୁ ବିଶୁଦ୍ଧ ପାଇପ ପାଣି- ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ (୧୦ ମାର୍ଚ୍ଚ ବୁଧବାର ) ଭୁବନେଶ୍ୱର :- ନୂଆପଡାର ତିନୋଟି ମୁଖ୍ୟ ସମସ୍ଯା ଥିଲା ପିଇବା ପାଣି, ଜଳ ସେଚନ ଓ ଯୋଗାଯୋଗ । Fluoride ଯୁକ୍ତ ପାଣି ଯୋଗୁଁ ଲୋକମାନେ ନାନା ପ୍ରକାର ରୋଗର ଶିକାର ହେଉଥିଲେ । ଜଳ ସେଚନ ଅଭାବରୁ ଚାଷବାସ ରେ ଅସୁବିଧା ହେଉଥିଲା ଏବଂ ଯୋଗାଯୋଗ ବ୍ୟବସ୍ତା ଉନ୍ନତ ନଥିବାରୁ ଆର୍ଥିକ ଉନ୍ନତି ସାଧିତ ହୋଇ ପାରୁନଥିଲା । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଏନକେ ନେତୃତ୍ବରେ ନୂଆପଡାର ଏହି 3 ଗୋଟି ସମସ୍ୟାର ସମାଧାନ ହୋଇ ପାରିଛି ଏବଂ ନୂଆପଡା ଓଡିଶାର ବିକାଶ ଇତିହାସ ରେ ନିଜର ସ୍ଥାନ ସୁଦୃଢ କରିପାରିଛି । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦିନିକିଆ ନୂଆପଡା ଗସ୍ତରେ ଯାଇ ୨୩୩୭ କୋଟି ୧୫ ଲକ୍ଷ ଟଙ୍କାର ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ଏହି ମଧ୍ୟରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଉଛି Lower Indra ଜଳ ସେଚନ ପ୍ରକଳ୍ପ ଏବଂ ବିଭିନ୍ନ ପିଇବା ପାଣି ପ୍ରକଳ୍ପ । ଏହି ଅବସରରେ ଆଜି ଖଡିଆଳ ଠାରେ ଏକ ବିରାଟ ଜନସଭା କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଥିଲେ ନୂଆପଡା ବାସୀ Fluoride ପାଣି ଯୋଗୁଁ ବହୁତ ସମସ୍ୟାର ସମୁଖୀନ ହେଉଥିଲେ । ମା ମାନଙ୍କୁ ଭଲ ପିଇବା ପାଇଁ ମାଇଲ ମାଇଲ ବାଟ ଯିବାକୁ ପଡୁଥିଲା । ଆଜି ସେ ସମସ୍ଯା ନାହିଁ । ଆଜି ନୂଆପଡା ର ଏକ ଲକ୍ଷ ପରିବାର ପାଖରେ ଆଜି ପାଇପ ପାଣି ପହଞ୍ଚି ପାରିଛି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ପାଣିରୁ Fluoride ଦୂର କରିବା ପାଇଁ ୧୧୦୦ ରୁ ଅଧିକ Fluoride Removal Plant Install କରାଯାଇଛି । ୯୦୦ ରୁ ଅଧିକ ଗାଁ କୁ ସଂପୂର୍ଣ୍ଣ ଭାବରେ Fluoride ସମସ୍ଯା ରୁ ମୁକ୍ତ କରାଯାଇଛି । ୨୦୨୨ ସୁଦ୍ଧା ନୂଆପଡାର ସବୁ ପରିବାରକୁ ଶତ ପ୍ରତିଶତ ପାଇପ ପାଣି ଯୋଗାଇ ଦିଆଯିବ । ଏଥିପାଇଁ ୭୦୦ କୋଟି ଟଙ୍କା ୨୦୫ ଟି Pipe Water Supply Project ଏବଂ ଗୋଟିଏ Mega Pipe Water Supply Project କାମ ଚାଲିଛି । ଆଜି ଉଦଘାଟିତ Lower Indra Project କୁ ରାଜ୍ୟର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚିର ମରୁଡି ପ୍ରପୀଡିତ ଅଞ୍ଚଳ ନୂଆପଡାରେ ଆଜି ନୂଆ ସବୁଜିମା ସୃଷ୍ଟି ହୋଇଛି । ନୂଆପଡା ଆଜି ବିକାଶର ନୂଆ ଇତିହାସ ଲେଖିଛି । ଜିଲ୍ଲାରେ ଗତ ଦଶ ବର୍ଷ ମଧ୍ୟରେ ଜଳସେଚନ ସୁବିଧା ୫୪ପ୍ରତିଶତ ବଢିଛି । ଜିଲ୍ଲାର ଦେଢ ଲକ୍ଷ ଏକର ଜମିକୁ ଆଜି ପାଣି ସୁବିଧା ମିଳିଛି । ନୂଆପଡା ର ଚାଷୀ ଆଜି ଧାନ ଉତ୍ପାଦନ ସହିତ ଆଜି ମକା ଚାଷ , କପା ଚାଷ କରିପାରୁଛି । ଆଜିର ଏ ପ୍ରକଳ୍ପ ଚାଷୀ ମାନଙ୍କ ଭିତରେ ଆତ୍ମପ୍ରତ୍ୟୟ ସୃଷ୍ଟି କରିବ । ଏ ପ୍ରକଳ୍ପ ଦ୍ଵାରା ନୂଆପଡା ର କୋମନା, ଖଡିଆଳ ଓ ବଲାଙ୍ଗୀର ର ବଙ୍ଗୋମୁଣ୍ଡା, ମୁରିବାହାଲ ଓ ଟିଟିଲାଗଡ ବ୍ଲକ ର ୨୦୦ ଟି ଗାଁ ର ୧,୮୦,୦୦୦ ଲୋକ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ପ୍ରକଳ୍ପ ପାଇଁ ଜମି ଦେଇଥିବା ଲୋକମାନଙ୍କୁ ସେମାନଙ୍କ ତ୍ୟାଗ ପାଇଁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇଥିଲେ ।

ନୂଆପଡାରେ ଚାଲିଥିବା ୨୨୦ କୋଟି ଟଙ୍କାର Mega Lift Irrigation Project ଏବର୍ଷ ଡିସେମ୍ବର ସୁଦ୍ଧା ଶେଷ ହେବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଏହା ଦ୍ଵାରା କୋମନା, ନୂଆପଡା, ସିନାପାଲୀ ଓ ବୋଡେନ ଅଞ୍ଚଳର ୧୮୦୦୦ ଏକର ରୁ ଅଧିକ ଜମି କୁ ପାଣି ମିଳିପାରିବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ । Lower Indra Project Underground Pipeline Technology ରେ ନିର୍ମିତ ହୋଇଥିବାରୁ ଏହି Project ରୁ ଆଉ ୭୫୦୦ ଏକର ଜମିକୁ ପାଣି ଯୋଗାଇବା ପାଇଁ କାମ ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । Lower Indra Site ରେ ୩ କୋଟି ଟଙ୍କା ବ୍ୟୟ ରେ ଏକ Science Park ଓ Museum କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ସେହିପରି ନୂଆପଡା ଓ ଖଡିଆଳ NAC ରେ ଦୁଇଟି Indoor Stadium ସହିତ ଖଡିଆଳ Autonomous College ରେ କ୍ରୀଡା ଭିତ୍ତିଭୂମି ର ବିକାଶ କରାଯିବ । ନୂଆପଡା ଜିଲ୍ଲାରେ ବିଭିନ୍ନ କ୍ଷେତ୍ରରେ ଗତ କିଛି ବର୍ଷ ମଧ୍ୟରେ ବିକାଶ ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନୂଆପଡାରେ ଶିଶୁ ମୃତ୍ୟୁ ହାର କମିଛି । ମା ମାନଙ୍କ ଜୀବନ ବଞ୍ଚାଇବାରେ ମଧ୍ୟ ନୂଆପଡା ବହୁତ ଭଲ କାମ କରିଛି । ନୂଆପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭିତ୍ତିଭୂମି ରାଜ୍ୟର ବଡ ବଡ ସହରର Hospital ସହ ସମକକ୍ଷ ହୋଇପଡ଼ିଛି । ବିଜୁ ଏକ୍ସପ୍ରେସ ୱେ ରେ ସବୁଠାରୁ ଅଧିକ ଲାଭ ପାଇଛି ନୂଆପଡା । ୬୮୦ କୋଟି ଟଙ୍କା ଖର୍ଚ୍ଚରେ ୧୩୨ କି.ମି ରାସ୍ତା କେବଳ ନୂଆପଡା ରେ ହିଁ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇ ଜିଲ୍ଲା ର ବିକାଶରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ନୂଆପଡା ସହ ବିଜୁବାବୁଙ୍କ ସମ୍ପର୍କ ବିଷୟରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନୂଆପଡା କୁ ବିଜୁବାବୁ ଏକ ସ୍ଵତନ୍ତ୍ର ଜିଲ୍ଲା ଘୋଷଣା କଲେ । ସେତେବେଳେ କିଛି ଲୋକ ତାଙ୍କୁ ପ୍ରଶ୍ନ କରିଥିଲେ ଯେ ଆପଣ ଏତେ ଛୋଟ ଅଞ୍ଚଳକୁ କାହିଁକି ଜିଲ୍ଲା କଲେ ? ସେତେବେଳେ ବିଜୁବାବୁ କହିଥିଲେ, “ନୂଆପଡା ଓଡିଶା ମା ର ସବୁଠାରୁ ସାନ ପିଲା । ସେ ପୁଣି ଦୂରରେ ଅଛି । ସବୁ ବାପା ମା ଯେପରି ଦୂରରେ ଥିବା ପିଲାକୁ ଅଧିକ ଭଲ ପାଆନ୍ତି , ମୁ ମଧ୍ୟ ସେପରି ନୂଆପଦକୁ ସ୍ଵତନ୍ତ୍ର ଧ୍ୟାନ ଦେଉଛି” । ଆଜି ନୂଆପଡାର ରୂପାନ୍ତର କୁ ଆପଣ ମାନେ ଦେଖି ପାରୁଛନ୍ତି ଓ ଅନୁଭବ କରିପାରୁଛନ୍ତି । ବିଜୁବାବୁଙ୍କର ସେଦିନର ସାନ ପିଲା ”ନୂଆପଡା” ଆଜି ବଡ ହୋଇଛି । ସଶକ୍ତ ହୋଇଛି । ସବୁଜ ହୋଇଛି । ଓଡିଶାର ବିକାଶ ଯାତ୍ରାରେ ନିଜ ପାଇଁ ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ଏଥିପାଇଁ ମୁଁ ବହୁତ ଖୁସି । ନୂଆପଡା ରେ ବିକାଶର ଏ ଧାରା ଆହୁରି ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ନୂଆପଡା ଜିଲ୍ଲାର ଭେଲା ଗାଁ ର ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ଏବଂ ସ୍ଵାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭେଲା ର ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇ ସେଠାରେ ଏକ ସ୍ମାରକ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହି କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଓ ନୂଆପଡା ଜିଲ୍ଲାର ବିଧାୟକ ମାନେ ମୁଖ୍ୟ ଶାସନ ସଚିବ ଜଳସମ୍ପଦ ବିଭାଗ ପ୍ରମୁଖ ସଚିବ ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 25, 2026
ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

April 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version