• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀର ପ୍ରସିଦ୍ଧ ପ୍ରସିଦ୍ଧ ଶୈବପୀଠ – ଶ୍ରୀଲୋକନାଥ ମନ୍ଦିର

Proprietor Abhimanyu Maharana by Proprietor Abhimanyu Maharana
March 11, 2021
in ଓଡ଼ିଶା, ପୁରୀ, ହୋମ୍
0
ପୁରୀର ପ୍ରସିଦ୍ଧ ପ୍ରସିଦ୍ଧ ଶୈବପୀଠ – ଶ୍ରୀଲୋକନାଥ ମନ୍ଦିର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୧ ମାର୍ଚ୍ଚ ୨୦୨୧, ଗୁରୁବାର) ଭୁବନେଶ୍ୱର :- ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିର । ଶ୍ରୀଜଗନ୍ନାଥ ମନ୍ଦିରର ପଶ୍ଚିମରେ ପ୍ରାୟ ୨ କି.ମି ଦୂରତାରେ ଶ୍ରୀଲୋକନାଥଙ୍କ ପୀଠ ଅବସ୍ଥିତ । ଶ୍ରୀଲୋକନାଥ ପଞ୍ଚୁପାଣ୍ଡବଙ୍କ ମଧ୍ୟରେ ଭୀମ ରୂପରେ କଳ୍ପିତ । ମନ୍ଦିରଟି ପ୍ରାୟ ୧୦ ଏକର ପରିମିତ ଜମିରେ ପାଚେରି ଦ୍ବାରା ପରିବେଷ୍ଟିତ । ସମ୍ମୁଖରେ ପାର୍ବତୀ ସାଗର ନାମକ ଏକ ବୃହତ୍ ଜଳାଶୟ ରହିଛି । ଶ୍ରୀକ୍ଷେତ୍ରର ପ୍ରାଚୀନ ପୁଷ୍କରିଣୀ ମଧ୍ୟରୁ ଏହା ଅନ୍ୟତମ । କଥିତ ରହିଛି ତ୍ରେତୟା ଯୁଗରେ ଜନପଦୀୟ ଲୋକେ ଦେଇଥିବା ଏକ ଲାଉକୁ ଶ୍ରୀରାମଚନ୍ଦ୍ର ଏଠାରେ ଶିବଲିଙ୍ଗ ରୂପେ ପୂଜା କରିଥିଲେ । ପରବର୍ତ୍ତୀ କାଳରେ ଏହା ଲାଉକେଶ୍ବର ରୂପେ ପୂଜିତ ହେଲେ । ଲାଉକେଶ୍ବର ହିଁ ଜନମାନସରେ ଲୋକମାନଙ୍କ ନାଥ ଅର୍ଥ।ତ୍ ଲୋକନାଥ ମହାଦେବ ଭାବେ ପରିଚିତ ହୋଇଆସିଛନ୍ତି ।

ଏଠାରେ କେତେକ ବିଶେଷ ପର୍ବପର୍ବାଣି ବେଶ୍ ଧୁମ୍‌ଧାମ୍‌ରେ ପାଳନ କରାଯାଏ । ସେଥିମଧ୍ୟରୁ ଜାଗରଯାତ୍ରା ଅନ୍ୟତମ ।ମହାଶିବରାତ୍ରୀ ଅବସରରେ ଏଠାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ । ବିଳମ୍ବିତ ରାତି ପର୍ଯ୍ୟନ୍ତ ଉଜାଗର ରହିଛି ଭକ୍ତମାନେ ଜାଗର ଜାଳିଥାନ୍ତି । ରାଜ୍ୟ ତଥା ରାଜ୍ୟ ବାହାର ଶ୍ରଦ୍ଧାଳୁ ଏଥିରେ ଯୋଗଦିଅନ୍ତି । ସେହିପରି ବୈଶାଖ ମାସର ଶେଷ ସୋମବାର ଏଠାରେ ସୋମବାର ମେଳା ଅନୁଷ୍ଠିତ ହୁଏ । ଓଡ଼ିଶାର ଗ୍ରାମାଞ୍ଚଳରୁ ବହୁ ସଂଖ୍ୟକ ଭକ୍ତ ପୀଠରେ ନୂଆ ଧାନରେ ପ୍ରସ୍ତୁତ ଚୂଡ଼ାଘଷା ଠାକୁରଙ୍କୁ ଭୋଗ ଲଗାଇଥାନ୍ତି । ଶ୍ରାବଣ ମାସର ପ୍ରତି ସୋମବାର ଭାରତର ବିଭିନ୍ନ ପ୍ରାନ୍ତରୁ ପବିତ୍ର ନଦୀଜଳ ଧରି ପାଦରେ ଚାଲି ଚାଲି କାଉଡ଼ିଆମାନେ ଜଳାଭିଷେକ ନିମନ୍ତେ ପୀଠରେ ପହଞ୍ଚିଥାନ୍ତି ।

ବିଶେଷ ପର୍ବ ଭାବେ ଶ୍ରୀଲୋକନାଥ ମନ୍ଦିରରେ ଶମ୍ଭୁ ଏକାଦଶୀ ପାଳନ କରାଯାଏ । ସୋମବାର ଦିନ ଏକାଦଶୀ ପଡ଼ିଲେ ଶମ୍ଭୁ ଏକାଦଶୀ ହୁଏ । ଏହିଦିନ ଶ୍ରୀମନ୍ଦିରରେ ସମନ୍ବୟାତ୍ମକ ନୀତି ଅନୁଷ୍ଠିତ ହୁଏ । କିନ୍ତୁ ଦୀର୍ଘବର୍ଷ ହେବ ଶମ୍ଭୁ ଏକାଦଶୀ ହୋଇପାରୁ ନାହିଁ । ସେହିପରି ଶିବ ଚତୁର୍ଦ୍ଦଶୀ ଦିନ ଲୋକନାଥ ମନ୍ଦିରରେ ସମନ୍ବୟାତ୍ମକ ନୀତି ହୋଇଥାଏ । ଏହା ହରିହର ପୂଜା ଭାବେ ବିଦିତ । ଶ୍ରୀଲୋକନାଥ ଚନ୍ଦନ ଯାତ୍ରାରେ ସାମିଲ ହୋଇ ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ସହ ଜଳକ୍ରୀଡ଼ା କରିଥାନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version