ଓଡ଼ିଶା ତାଜା ନ୍ୟୁଜ (୧୩ ମାର୍ଚ୍ଚ ଶନିବାର )ବାଲେଶ୍ୱର ,ନୀଳଗିରି :- ନୀଳଗିରି ବ୍ଲକ ବ୍ରହ୍ମପୁର ମିନି ଷ୍ଟାଡିଅମ ଠାରେ ପ୍ରିମିୟର ଲିଗ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଉଦଯାପନୀ ଦିବସରେ ମୁଖ୍ୟ ଅତିଥି ଭାବେ ବିଜେଡିର ବରିଷ୍ଠ ନେତ୍ରୀ ତଥା ରେବତୀ ପତ୍ରିକାର ସମ୍ପାଦିକା ସମାଜସେବୀ ଶ୍ରୀମତୀ ସୁବାସିନୀ ଜେନା














