• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀକୁ ଦ୍ୱିତୀୟ ପର୍ଯ୍ୟାୟରେ ବି ନୟାଗଡ଼ ରୁ କାଠ ଆସିବ : ମାତ୍ର ୧୯୫ ଖଣ୍ଡ କାଠ ଯୋଗାଇବ ନୟାଗଡ ବନଖଣ୍ଡ

Proprietor Abhimanyu Maharana by Proprietor Abhimanyu Maharana
March 13, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ପୁରୀ, ହୋମ୍
0
ପୁରୀକୁ ଦ୍ୱିତୀୟ ପର୍ଯ୍ୟାୟରେ ବି ନୟାଗଡ଼ ରୁ କାଠ ଆସିବ : ମାତ୍ର ୧୯୫ ଖଣ୍ଡ କାଠ ଯୋଗାଇବ ନୟାଗଡ ବନଖଣ୍ଡ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୩ ମାର୍ଚ୍ଚ ଶନିବାର ) ନୟାଗଡ଼/ପୁରୀ  :- ରଥ ନିର୍ମାଣ ପାଇଁ କାଠକୁ ନେଇ ଆଶା ଆଶଙ୍କା, ନୟାଗଡ଼ ବନଖଣ୍ଡ ବଦଳରେ ବୌଦ୍ଧରୁ ଅଧିକ ମାତ୍ରାରେ ଆସୁଛି ରଥ କାଠ, ଯାହା ନୟାଗଡ଼ରେ ରଥକାଠ ଅଭାବ କଥାକୁ ସ୍ପଷ୍ଟ ପ୍ରମାଣିତ କରୁଛି । ସେବାୟତଙ୍କ ଅଭିଯୋଗ, ଫେଲ୍ ମାରିଛି ଜଗନ୍ନାଥ ବନ ପ୍ରକଳ୍ପ । ସେପଟେ ଅଭିଯୋଗକୁ ସିଧାସଳଖ ନହେଲେ ବି ପରୋକ୍ଷରେ ସ୍ୱୀକାର କରିଛନ୍ତି ଶ୍ରୀମନ୍ଦିର ନୀତି ପ୍ରଶାସକ । ଦଶପଲ୍ଲା, ଖଣ୍ଡପଡା ମହାନଦୀ ଅବବାହିକା ପୁଣି ଖୋର୍ଦ୍ଧା ବନଖଣ୍ଡରେ କରାଯାଇଥିବା ଶ୍ରୀଜଗନ୍ନାଥ ବନ ପ୍ରକଳ୍ପ ଫେଲ ମାରିଥିବା ଅଭିଯୋଗ କରିଛନ୍ତି ସେବାୟତ । ବ୍ରହ୍ମାଣ୍ଡକର୍ତ୍ତାଙ୍କ ତିନି ରଥ ନିର୍ମାଣ ପାଇଁ ଆବଶ୍ୟକ କାଠ ଯୋଗାଇ ପାରୁନି ଏହି ପ୍ରକଳ୍ପ ।

ଫଳରେ ବୌଦ୍ଧରୁ ପର୍ଯ୍ୟାପ୍ତ ପରିମାଣରେ ଆସୁଛି କାଠ । ଚଳିତ ବର୍ଷ ଆସିବାକୁ ଥିବା ମୋଟ ୭୯୬ ଖଣ୍ଡ କାଠରୁ ୬୦୧ ଖଣ୍ଡ କାଠ ବୌଦ୍ଧ ରୁ ଆସୁଛି । ୨୦୦୦ ମସିହାରେ ଶ୍ରୀଜଗନ୍ନାଥ ବନ ପ୍ରକଳ୍ପରେ୪ ଲକ୍ଷ ୫୦ ହଜାର ଫାସି, ଅସନ, ଧଉରା, ସିମିଳି ଆଦି ଗଛ ଲାଗିଥିଲା କିନ୍ତୁ ରକ୍ଷଣାବେକ୍ଷଣ ଅଭାବ ଯୋଗୁଁ ଗଛ ଠିକ୍ ଭାବେ ହୋଇନାହିଁ । ପରମ୍ପରା ଅନୁସାରେ, ନୟାଗଡ଼ ବନଖଣ୍ଡ ବଡ ରାଉଳ ଠାକୁରାଣୀଙ୍କ ନିକଟରେ ରଥକାଠ ପାଇଁ ପୂଜାର୍ଚ୍ଚନା କରାଗଲା । ସରସ୍ୱତୀ ପୂଜା ପୂର୍ବରୁ ୪୯ଖଣ୍ଡ କାଠ ଆସିଲା । ପ୍ରଥମ ପର୍ଯ୍ୟେୟରେ ନୟାଗଡ ବନଖଣ୍ତରୁ ୪୯ ଖଣ୍ତ କାଠ ଆସି ପୁରୀରେ ପହଞ୍ଚିଲା । ଅପେକ୍ଷା କରାଗଲା, ଦ୍ୱିତୀୟ ପର୍ଯ୍ୟାୟରେ ବି ନୟାଗଡ଼ ରୁ କାଠ ଆସିବ ।

କିନ୍ତୁ ମାର୍ଚ୍ଚ ୧ ତାରିଖରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ଏକ ଟିମ୍ ମାଳ, ମାହାର୍ଦ, ନଡିଆ, ନୈବେଦ୍ୟ ନେଇ ବୌଦ୍ଧ ବନଖଣ୍ଡକୁ ବାହାରିଥିଲେ । ସେଠାରେ ବନଦୁର୍ଗାଙ୍କୁ ପୂଜାର୍ଚ୍ଚନା ପରେ ବୌଦ୍ଧରେ ରଥକାଠ ସଂଗ୍ରହ ଆରମ୍ଭ ହୋଇଛି । ତେଣୁ ଶ୍ରୀଜଗନ୍ନାଥ ବନ ପ୍ରକଳ୍ପ ଫେଲ ମାରିଛି ବୋଲି ସେମାୟତମାନେ ଯେଉଁ ଅଭିଯୋଗ ଆଣିଛନ୍ତି । ଆଉ ଏକଥାକୁ ସ୍ୱୀକାର କରିଛନ୍ତି ନୀତି ପ୍ରଶାସକ  ରଥ ନିର୍ମାଣ ପାଇଁ ମୋଟ ୮୬୫ ଖଣ୍ତ କାଠର ଆବଶ୍ୟକତା ରହିଥିବା ବେଳେ ଗତବର୍ଷର ୬୯ ଖଣ୍ଡ ବଳକା ଥିଲା । ବାକି ୭୯୬ କାଠରୁ ୬୦୧ ଖଣ୍ଡ ବୌଦ୍ଧରୁ ଆସିବା ପାଇଁ ସ୍ଥିର ହୋଇଛି, ସେପଟେ ମାତ୍ର ୧୯୫ ଖଣ୍ଡ କାଠ ଯୋଗାଇବ ନୟାଗଡ ବନଖଣ୍ଡ । (ପୁରୀ ରିପୋର୍ଟ /ବିଶ୍ଵନାଥ ମିଶ୍ର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version