• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କୋଟାକ୍ ମ୍ୟୁଚୁଆଲ ଫଣ୍ଡ୍ ପକ୍ଷରୁ ନୂଆ ନିବେଶକଙ୍କୁ ପରାମର୍ଶ “ଏସଆଇପିକୁ ବ୍ୟବହାର କରି ସଂପତି ସୃଷ୍ଟି କରନ୍ତୁ’

Proprietor Abhimanyu Maharana by Proprietor Abhimanyu Maharana
February 11, 2020
in Uncategorized, ଓଡ଼ିଶା, ବାଣିଜ୍ୟ, ହୋମ୍
0
କୋଟାକ୍ ମ୍ୟୁଚୁଆଲ ଫଣ୍ଡ୍ ପକ୍ଷରୁ ନୂଆ ନିବେଶକଙ୍କୁ ପରାମର୍ଶ “ଏସଆଇପିକୁ ବ୍ୟବହାର କରି ସଂପତି ସୃଷ୍ଟି କରନ୍ତୁ’
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) କୋଟାକ୍ 11/02/2020 :- କୋଟାକ୍ ମହିନ୍ଦ୍ରା ଆସେଟ ମ୍ୟାନେଜମେଂଟ କଂପାନି ବା କୋଟାକ ମ୍ୟୁଚୁଆଲ ଫଣ୍ଡ ଯାହା ଗତବର୍ଷ ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରିଛି ତାହା ଓଡ଼ିଶାରେ ଏହାର ବିତରଣ ନେଟୱର୍କକୁ ସଂପ୍ରସାରଣ କରୁଛି । ଏବଂ ଭୁବନେଶ୍ୱରର ପ୍ରଥମ ଥର ଗ୍ରାହକଙ୍କୁ ଏହାର ବାର୍ତା ହେଉଛି ସିଷ୍ଟମେଟିକ ଇନଭେଷ୍ଟମେଂଟ ପ୍ଲାନ (ଏସଆଇପି) ଜରିଆରେ ସଂପତି ଗଠନ କରିବା ଶିଖନ୍ତୁ । ମ୍ୟୁଚ୍ରୁଆଲ ଫଣ୍ଡ ଶିଳ୍ପର ଅଭିବୃଦ୍ଧି ସମ୍ପର୍କରେ ମନିଷ ମେହତା, ଜାତୀୟ ମୁଖ୍ୟ-ବିକ୍ରି ଓ ମାର୍କେଟିଂ, କୋଟାକ ମହିନ୍ଦ୍ରା ଆସେଟ ମ୍ୟାନେଜମେଂଟ କଂପାନି କହିଛନ୍ତି ଯେ, “ଭାରତର ମ୍ୟୁଚୁଆଲ ଫଣ୍ଡ ଶିଳ୍ପ ଅଭିବୃଦ୍ଧି ପଥରେ ରହିଛି ଏବଂ ନିବେଶକମାନଙ୍କ ମଧ୍ୟରେ ସିଷ୍ଟମେଟିକ ଇନଭେଷ୍ଟମେଂଟ ପ୍ଲାନ (ଏସଆଇପି)ର ଲୋକପ୍ରିୟତା ବଢ଼ିଚାଲିଛି । ଏସଆଇପି ହେଉଛି ଷ୍ଟକ ବଜାରରେ ନିବେଶ ପାଇଁ ଏକ ପ୍ରଭାବଶାଳୀ ଉପକରଣ ଯାହା କେବଳ ନିୟମିତ ଏବଂ ଶୃଙ୍ଖଳିତ ନିବେଶର ଅଭ୍ୟାସ ସୃଷ୍ଟି କରେ ନାହିଁ ବରଂ ଦୀର୍ଘମିଆଦୀ ଭିତିରେ ଷ୍ଟକ ବଜାର ଅସ୍ଥିରତା ସମୟରେ ଆପଣଙ୍କ ଟଙ୍କାକୁ ସୁରକ୍ଷିତ ରଖେ ।’’ ବର୍ତମାନ ମ୍ୟୁଚୁଆଲ ଫଣ୍ଡ ଶିଳ୍ପରେ ୩ କୋଟି ଏସଆଇପି ଖାତା ରହିଛି ।

କୋଟାକ୍ ମ୍ୟୁଚୁଆଲ ଫଣ୍ଡର ବଜାର ଅଂଶ ହେଉଛି ପାଖାପାଖି ୪.୫% । ଏସଆଇପିର ଲାଭ ବିଷୟରେ ସଚେତନତା ସୃଷ୍ଟି କରିବା ଲାଗି ଆମେ ବ୍ୟାପକ ନିବେଶକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରୁଛୁ ଫଳରେ ତାହା ଭାରତରେ ଆର୍ଥିକ ସଂଚୟ ଅଭିବୃଦ୍ଧିକୁ ଯୋଗଦାନ ପ୍ରଦାନ କରୁଛି ବୋଲି ସେ କହିଛନ୍ତି । ଓଡ଼ିଶାରେ ଶିଳ୍ପର ଏୟୁଏମରେ ୨୦୧୮-୧୯ ଆର୍ଥିକ ବର୍ଷରେ ୨୦%ରୁ ଅଧିକ ଅଭିବୃଦ୍ଧି ଘଟିଛି । କୋଟାକ ମ୍ୟୁଚୁଆଲ ଫଣ୍ଡ ଏବେ ଓଡ଼ିଶାର ୩ଟି ସ୍ଥାନରେ ରହିଛି ଯାହାକୁ ୧୯୦୦ରୁ ଅଧିକ ଚ୍ୟାନେଲ ପାର୍ଟନରଙ୍କ ସହଯୋଗ ରହିଛି । ଉତ୍ପାଦକତା ଓ ଦକ୍ଷତା ବଢ଼ାଇବା ଲାଗି ଏହା ନିଜର ବିତରଣ ପାର୍ଟନରଙ୍କ ପାଇଁ ଏକ ବିଜନେସ ହବ ପୋର୍ଟାଲ ଖୋଲିଛି । ଗ୍ରାହକଙ୍କ ବିପଦର ମାତ୍ରାକୁ ସୁହାଇବା ଭଳି କୋଟାକ ମ୍ୟୁଚୁଆଲ ଫଣ୍ଡର ବିଭିନ୍ନ ଉତ୍ପାଦ ରଣନୀତି ରହିଛି । ଏହି ସଂସ୍ଥା ପକ୍ଷରୁ ପ୍ରଦାନ କରାଯାଉଥିବା ବିଭିନ୍ନ ସ୍କିମ୍ ବିଭିନ୍ନ ବର୍ଗରେ ରହିଛି ଯଥା କୋଟାକ ଷ୍ଟାଣ୍ଡାର୍ଡ ମଲଟିକ୍ୟାପ ଫଣ୍ଡ, କୋଟାକ ବ୍ଲୁଚିପ ଫଣ୍ଡ, କୋଟାକ ଇମର୍ଜି ଇକ୍ୱିଟି, କୋଟାକ ସ୍ମଲ କ୍ୟାପ ଓ କୋଟାକ ବାଲାନ୍ସ ଆଡଭାଟେଂଜ୍ ଫଣ୍ଡ ଯାହା ଗ୍ରାହକଙ୍କ ମଧ୍ୟରେ ବେଶ ଲୋକପ୍ରିୟ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଞ୍ଜନ ସରଙ୍ଗୀ ନବମ ସଂସ୍କରଣରେ ରକ ଷ୍ଟାର ବିଜୟୀ ହୋଇ ଫାଇନାଲରେ ପ୍ରବେଶ

ରଞ୍ଜନ ସରଙ୍ଗୀ ନବମ ସଂସ୍କରଣରେ ରକ ଷ୍ଟାର ବିଜୟୀ ହୋଇ ଫାଇନାଲରେ ପ୍ରବେଶ

March 8, 2026
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଞ୍ଜନ ସରଙ୍ଗୀ ନବମ ସଂସ୍କରଣରେ ରକ ଷ୍ଟାର ବିଜୟୀ ହୋଇ ଫାଇନାଲରେ ପ୍ରବେଶ

ରଞ୍ଜନ ସରଙ୍ଗୀ ନବମ ସଂସ୍କରଣରେ ରକ ଷ୍ଟାର ବିଜୟୀ ହୋଇ ଫାଇନାଲରେ ପ୍ରବେଶ

March 8, 2026
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version