• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୌଳିକ ସୁବିଧାରୁ ବଂଚିତ ବ୍ରହ୍ମପୁରର ଉମାନଗରବାସୀ

Proprietor Abhimanyu Maharana by Proprietor Abhimanyu Maharana
March 14, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ମୌଳିକ ସୁବିଧାରୁ ବଂଚିତ ବ୍ରହ୍ମପୁରର ଉମାନଗରବାସୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ମାର୍ଚ୍ଚ , ରବିବାର ) ବ୍ରହ୍ମପୁର :- ମହାନଗର ମାନ୍ୟତା ପାଇବାର ଦୀର୍ଘ ବର୍ଷ ବିତିଯାଇଥିଲେ ବି ବ୍ରହ୍ମପୁର ସହରର ଅଧିକାଂଶ ସାହିରେ ରାସ୍ତା, ନାଳ, ପାନୀୟ ଜଳ ର ଘୋର ଅଭାବ ରହିଛି  l 36 ନଂ ୱାର୍ଡ ଲାଞ୍ଜିପଲୀ ଉମାନଗର ଅଞ୍ଚଳରେ ଆଜି ମଧ୍ୟ ରାସ୍ତା ଓ ନାଳ ର ଅଭାବରେ ରାସ୍ତା ଉପରେ ମଇଳା ପାଣି ବୋହିବା ଓ ପାନୀୟ ଜଳର ଘୋର ଅଭାବ ଦେଖାଯିବl ଆଦି ଅଭାବନୀୟ ପରିସ୍ଥିତି ଦେଖାଯାଉଛି  l ବାରମ୍ବାର ଅଭିଯୋଗ ସତ୍ୱେ ମହାନଗର କମିଶନର କୌଣସି ପଦକ୍ଷେପ  ନେଉନାହାନ୍ତି  l କରୋନା କରୋନା ର ମହାମନ୍ତ୍ର ଜପି ଦେଖିବା କରିବା କହି କହି ଦିନ ଗଡାଉଛନ୍ତି l ଉମାନଗର ପଞ୍ଚମ ଲାଇନ ର ନାଳ ସଫେଇ ଓ ନିର୍ମାଣ ନେଇ ବହୁବାର ଆଇନଜୀବୀ ଅବନୀ ଗୟା କମିଶନରଙ୍କୁ ସାକ୍ଷାତ କରି ଅବଗତ କରିଥିଲେ ବି କମିଶନର କୌଣସି ପଦକ୍ଷେପ ନେଇନଥିବାରୁ ସ୍ଥାନୀୟ ଅଞ୍ଚଳବାସୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ,

ସେହିପରି ଉମାନଗର ଅଷ୍ଟମ ଲାଇନର ରାସ୍ତା ଓ ନାଳ କରାଯାଇନଥିବାରୁ ସାହି ମଝିରେ ମଇଳାପାଣି ଜମାହୋଇ ଅତ୍ୟନ୍ତ ଗନ୍ଧ ଓ ଅପରିଷ୍କାର ପରିବେଶ ସୃଷ୍ଟି ହୋଇଛି  l ପ୍ରକାଶ ଯୋଗ୍ୟଯେ, ଉକ୍ତ ଅଂଚଳ ମହାନଗର ନିଗମର 36ନଂ ୱାର୍ଡ ଓ ଗୋପାଳପୁର ନିର୍ବାଚନ ମଣ୍ଡଳୀର ଅନ୍ତର୍ଭୁକ୍ତ ଅଂଚଳ ହୋଇଥିବାରୁ ବର୍ତମାନ ଅଞ୍ଚଳବାସୀଙ୍କ ସମସ୍ୟା ବୁଝିବାକୁ ଶାସକ ଦଳ ର ପ୍ରତିନିଧି କିଏ ! ଜନଗଣଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି  l ଅନ୍ୟପକ୍ଷରେ ୟୁଜର୍ସ ଫି ଲାଗୁ କରିବା, ଘର ଟିକସ ବହୁ ଗୁଣରେ ବୃଦ୍ଧି କରିବା ତଥା ବିଭିନ୍ନ ପ୍ରକାର ଟିକସ ଲଦିବାରେ କମିଶନର ମହୋଦୟ ଆଗେଇଥିବା ବେଳେ ଲୋକଙ୍କ ମୌଳିକ ସମସ୍ୟାଗୁଡିକୁ ସମାଧାନ କରିବାରେ ସମ୍ପୂର୍ଣ ଭାବେ ବିଫଳ ହୋଇଛନ୍ତି  l ତୁରନ୍ତ ଉମାନଗର ଅଂଚଳର ରାସ୍ତା, ନାଳ ନିର୍ମାଣ ନ ହେଲେ କମିଶନର ମହୋଦୟ ଜନଅସନ୍ତୋଷର ସମ୍ମୁଖୀନ ହେବେ ବୋଲି ଆଜି ଅବନୀ ଗୟା ଏକ ପ୍ରେସବିବୃତିରେ ମତବ୍ୟକ୍ତ କରିଛନ୍ତି  l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
ମାନବ ସେବା ହିଁ ମାଧବ ସେବା

ମାନବ ସେବା ହିଁ ମାଧବ ସେବା

September 14, 2026
ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ

ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ

September 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version