• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୩୨ ଲିଟର ଦେଶି ମଦ ଜବତ ; ୨ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
March 15, 2021
in ଓଡ଼ିଶା, ଭଦ୍ରକ, ହୋମ୍
0
୩୨ ଲିଟର ଦେଶି ମଦ ଜବତ ; ୨ ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ମାର୍ଚ୍ଚ ସୋମବାର ) ଭଦ୍ରକ :-  ଆଜି ବସ୍ତା ଅବକାରୀ ବିଭାଗ ତରଫରୁ ବସ୍ତା ଥାନା ଅଧୀନ ନଟାକଟା ପଂଚାୟତ ଅନ୍ତର୍ଗତ ଅମର୍ଦ୍ଦାରୋଡ ଷ୍ଟେସନ ଓ ଭାନ୍ଦିପୁର ଗ୍ରାମରେ ଚଢାଉ କରାଯାଇ ୩୨ଲିଟର ଦେଶି ମଦ ସହ ୨ ଜଣଙ୍କୁ ଗିରଫ କରିଛି  | ଗିରଫ ଅଭିଯୁକ୍ତ ମାନେ ହେଲେ, ବସ୍ତା ଥାନା ଅଧୀନ ନଟାକଟା ପଂଚାୟତ ଅନ୍ତର୍ଗତ ଭାନ୍ଦିପୁର ଗ୍ରାମର ରଞ୍ଜିତ ବେଶ୍ରାଙ୍କ ପୁଅ ଗଣେଶ ବେଶ୍ରା (୨୭) ଓ ସୁନାରାନ ମୂର୍ମୁଙ୍କ ପୁଅ ଲକ୍ଷ୍ମଣ ମୂର୍ମୁ (୩୫) । 

ଏହି ଚଢାଉରେ ବସ୍ତା ଅବକାରୀ ବିଭାଗର ଓ ଆଇ ସି ଲକ୍ଷ୍ଯସାଧବ ପ୍ରଧାନ, ସେଖ୍ କଲିମ ,ହୃଷିକେଶ ବାରିକ , କୁମୁଦିନୀ ସୋ,ଜୟମାଧବ ଦାସ ପଟ୍ଟନାୟକ ଓ ମଙ୍ଗଲ ସିଂ ସଦଳ ବଳେ ଚଢଉ କରି ଉକ୍ତ ଦୁଇ ଅଭିଯୁକ୍ତଙ୍କ ଠାରୁ ମୋଟ ୩୨ ଲିଟର ମଦ ଜବତ କରି ଅଭିଯୁକ୍ତମାନଙ୍କ ବିରୁଦ୍ଧରେ କେସ ନଂ ୯୮/୨୧ ଓ ୯୯/୨୧ ରେ ମାମଲା ରୁଜୁ କରାଯାଇ ସେମାନଙ୍କୁ ଗିରଫ କରାଯାଇଥିବା ଅବକାରୀ ବିଭାଗ ପକ୍ଷରୁ ପ୍ରକାଶ ।  ( ରିପୋର୍ଟ ଦୀପ୍ତିମାନ ପତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ରେ ୮ ଶିକ୍ଷକଙ୍କୁ ରୋଟାରୀ ନେସନ ବିଲ୍ଡର ସମ୍ମାନ

ନୟାଗଡ଼ରେ ୮ ଶିକ୍ଷକଙ୍କୁ ରୋଟାରୀ ନେସନ ବିଲ୍ଡର ସମ୍ମାନ

September 11, 2026
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳର ସାଧାରଣ ସମ୍ପାଦକ , ଶ୍ରୀଯୁକ୍ତ ଦିଗାମ୍ବର ବେହେରା

ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳର ସାଧାରଣ ସମ୍ପାଦକ , ଶ୍ରୀଯୁକ୍ତ ଦିଗାମ୍ବର ବେହେରା

September 11, 2026
ନୟାଗଡ଼ ସହରରେ ପଲିଥିନ୍ ଓ ପ୍ଲାଷ୍ଟିକ ଜିନିଷ ଉପରେ ଜୋରଦାର ଚଢାଉ, ଦୋକାନୀ ଛାନିଆ 

ନୟାଗଡ଼ ସହରରେ ପଲିଥିନ୍ ଓ ପ୍ଲାଷ୍ଟିକ ଜିନିଷ ଉପରେ ଜୋରଦାର ଚଢାଉ, ଦୋକାନୀ ଛାନିଆ 

September 11, 2026
ଦେୟ ମୁକ୍ତ ଶିକ୍ଷା କେଜି ରୁ ପିଜି ମାଗଣା ଘୋଷଣା ଛାତ୍ରଛାତ୍ରୀଙ୍କ ପାଇଁ ପ୍ରତାରଣା : କଂଗ୍ରେସ

ଦେୟ ମୁକ୍ତ ଶିକ୍ଷା କେଜି ରୁ ପିଜି ମାଗଣା ଘୋଷଣା ଛାତ୍ରଛାତ୍ରୀଙ୍କ ପାଇଁ ପ୍ରତାରଣା : କଂଗ୍ରେସ

September 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ରେ ୮ ଶିକ୍ଷକଙ୍କୁ ରୋଟାରୀ ନେସନ ବିଲ୍ଡର ସମ୍ମାନ

ନୟାଗଡ଼ରେ ୮ ଶିକ୍ଷକଙ୍କୁ ରୋଟାରୀ ନେସନ ବିଲ୍ଡର ସମ୍ମାନ

September 11, 2026
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳର ସାଧାରଣ ସମ୍ପାଦକ , ଶ୍ରୀଯୁକ୍ତ ଦିଗାମ୍ବର ବେହେରା

ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳର ସାଧାରଣ ସମ୍ପାଦକ , ଶ୍ରୀଯୁକ୍ତ ଦିଗାମ୍ବର ବେହେରା

September 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version