• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘କୃଷି ଓଡ଼ିଶା-୨୦୨୧’ ଆରମ୍ଭ ହୋଇଛି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହାକୁ ଉଦଘାଟନ କରିଥିଲେ – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Proprietor Abhimanyu Maharana by Proprietor Abhimanyu Maharana
March 16, 2021
in ଓଡ଼ିଶା, ମହାନଗର, ହୋମ୍
0
‘କୃଷି ଓଡ଼ିଶା-୨୦୨୧’ ଆରମ୍ଭ ହୋଇଛି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହାକୁ ଉଦଘାଟନ  କରିଥିଲେ – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ମାର୍ଚ୍ଚ ସୋମବାର )  ଭୁବନେଶ୍ଵର :- ରାଜଧାନୀ ଭୁବନେଶ୍ଵରରେ ଆଜିଠାରୁ ୫ ଦିନିଆ ରାଜ୍ୟସ୍ତରୀୟ କୃଷି ସମ୍ମିଳନୀ ‘କୃଷି ଓଡ଼ିଶା-୨୦୨୧’ ଆରମ୍ଭ ହୋଇଛି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହାକୁ ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ସେ କହିଛନ୍ତି କୃଷକଙ୍କ ସହିତ ସବୁବେଳେ ରହିଛନ୍ତି ଓ ରହିଥିବେ। ରହିଥିବିସବୁବେଳେ ଚାଷୀଙ୍କ ସହ ରହିଛନ୍ତି ଓ ରହିଥିବେ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଚାଷୀଙ୍କୁ ୨୦ ହଜାର କୋଟି ଟଙ୍କାର ଋଣ ଦିଆଯାଇଛି ।

ସୋମବାର ଭୁବନେଶ୍ୱର ବରମୁଣ୍ଡା ପଡିଆରେ ଆରମ୍ଭ ହୋଇଥିବା ରାଜ୍ୟସ୍ତରୀୟ କୃଷି ପ୍ରଦର୍ଶନୀ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ପ୍ରଦର୍ଶନୀରେ ବିଭିନ୍ନ ଜିଲ୍ଲାରୁ ୫ ଶହ ଚାଷୀ ଯୋଗଦେଇଥିବା ବେଳେ ପ୍ରଦର୍ଶନୀରେ ୧୬୦ଟି କୃଷି ମଣ୍ଡପ ସ୍ଥାନ ପାଇଛି । ଚଳିତ ବର୍ଷର ଥିମ ରହିଛି ସମନ୍ୱିତ ଚାଷ : ଚାଷୀର ବିକାଶ ।

କୃଷି ଓ ଆନୁଷଙ୍ଗିକ କୃଷିର ଉନ୍ନତିକରଣ ପାଇଁ ଆବଶ୍ୟକ ଥିବା ବୈଷୟିକ ଜ୍ଞାନକୌଶଳ, କୃଷି ଯାନ୍ତ୍ରିକିକରଣ ସୂଚନା, ବଜାର ସୁଯୋଗ ସୃଷ୍ଟି ତଥା ଆବଶ୍ୟକ ଋଣର ସହଜ ଉପଲବ୍ଧତା ଆଦି ଉପରେ ଏହି ପ୍ରଦର୍ଶନୀରେ ଗୁରୁତ୍ୱ ଦିଆଯାଇଛି । ଏହି କାର୍ଯ୍ୟକ୍ରମରେ ୧୦ଟି ବିଷୟବସ୍ତୁକୁ ନେଇ ପାଠଶାଳା ଆୟୋଜନ କରାଯିବ । ଚାଷୀ, କୃଷି ଉଦ୍ୟୋଗୀ ଓ କୃଷି ବିଜ୍ଞାନୀମାନଙ୍କୁ ନେଇ ଆଲୋଚନାଚକ୍ର ଅନୁଷ୍ଠିତ ହେବ । କୃଷି ଓଡ଼ିଶାରେ ଏଥର ୧୬୦ଟି ମଣ୍ଡପରେ କୃଷି, ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ, ଜଳଛାୟା ମିଶନ, ପ୍ରାଣୀ ଓ ମତ୍ସ୍ୟ ସମ୍ପଦ ଆଦି ବିଭାଗ ପକ୍ଷରୁ ପ୍ରଦର୍ଶନୀ କରାଯାଉଛି ।

ଏଥର କୃଷି ଓଡ଼ିଶାରେ ମିଲେଟ୍ ମିଶନ୍ ଓ ମିଶନ ଶକ୍ତି ପକ୍ଷରୁ ସ୍ୱତନ୍ତ୍ର ପ୍ରଦର୍ଶନୀ କରାଯାଉଛି । ବୈଷୟିକ ଜ୍ଞାନକୌଶଳ, ନୂଆ କୃଷି ଯନ୍ତ୍ରପାତି ଓ ବଜାର ସୁବିଧା ସମ୍ପର୍କରେ ସୂଚନା ଦେବା ପାଇଁ ପ୍ରତିବର୍ଷ ‘କୃଷି ଓଡ଼ିଶା’ ଆୟୋଜନ କରାଯାଉଛି । ଏ ବର୍ଷ କୃଷି ଓଡ଼ିଶାର ଥିମ୍-ସମନ୍ୱିତ ଚାଷ : ଚାଷୀଙ୍କ ବିକାଶ ରହିଥିବା ବେଳେ ମାସ୍କଟ୍ ‘ପାଳଛତୁ’ ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ

ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ

August 4, 2026
କବି ଜୟଦେବ ଜାତୀୟ କବିଭାବେ ସାହିତ୍ୟ ଜଗତରେ ପରିଚିତ

କବି ଜୟଦେବ ଜାତୀୟ କବିଭାବେ ସାହିତ୍ୟ ଜଗତରେ ପରିଚିତ

August 4, 2026
ପାରଳା ଆଇଆଇସିଙ୍କ କାର୍ଯ୍ୟଦକ୍ଷତା : ୫ ଲକ୍ଷ ଲୁଟି ନେଇଥିବା ଲୁଟେରାକୁ ୪୦ ମିନିଟରେ ଗିରଫ କଲେ

ପାରଳା ଆଇଆଇସିଙ୍କ କାର୍ଯ୍ୟଦକ୍ଷତା : ୫ ଲକ୍ଷ ଲୁଟି ନେଇଥିବା ଲୁଟେରାକୁ ୪୦ ମିନିଟରେ ଗିରଫ କଲେ

August 4, 2026
ଗୋଷାଣୀ ବ୍ଲକ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଗୋଷାଣୀ ବ୍ଲକ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ

ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ

August 4, 2026
କବି ଜୟଦେବ ଜାତୀୟ କବିଭାବେ ସାହିତ୍ୟ ଜଗତରେ ପରିଚିତ

କବି ଜୟଦେବ ଜାତୀୟ କବିଭାବେ ସାହିତ୍ୟ ଜଗତରେ ପରିଚିତ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version