• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ : ୩ ଦିନିଆ ଓଡିଶା ଗସ୍ତରେ 

Proprietor Abhimanyu Maharana by Proprietor Abhimanyu Maharana
March 20, 2021
in ଓଡ଼ିଶା, ଦେଶ, ହୋମ୍
0
ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ : ୩ ଦିନିଆ ଓଡିଶା ଗସ୍ତରେ 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୦ ମାର୍ଚ୍ଚ ଶନିବାର ) ଭୁବନେଶ୍ୱର :- ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ୩ ଦିନିଆ ଓଡିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବାୟୁସେନାର ସ୍ବତନ୍ତ୍ର ବିମାନରେ ରାଷ୍ଟ୍ରପତି ଓଡିଶାରେ ପହଞ୍ଚିଛନ୍ତି । ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଅଚନ୍ତି ।

ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ରାଉରକେଲା, ପୁରୀ ଓ କୋଣାର୍କ ଯିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଟ୍ରାଫିକ୍, ରୁଟ୍ ଲାଇନ୍, ବିମାନବନ୍ଦର, ରାଜଭବନରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

ଏହାସହ ୧୦୦ରୁ ଅଧିକ ଅଫିସର, ୩୦ ପ୍ଲାଟୁନ୍ ପୋଲିସ ଫୋର୍ସ, ହୋମଗାର୍ଡ, ଅନ୍ୟ ସୁରକ୍ଷାକର୍ମୀ ମୁତୟନ ହୋଇଛନ୍ତି । ୮ ଜଣ ଅତିରିକ୍ତ ଏସପ୍, ୧୨ ଜଣ ଏସିପି, ୧୭ ଜଣ ଇନ୍ସପେକ୍ଟର ନିୟୋଜିତ ହୋଇଛନ୍ତି । ରାଜଭବନ ପରିସରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଏହାସହ ବାହାରୁ ଆସୁଥିବା ଲୋକଙ୍କ ଉପରେ କମିଶନରେଟ୍ ପୋଲିସ ନଜର ରଖିଛି ।

ଉଲ୍ଲେଖଯୋଗ୍ୟ ଯେ, ଶନିବାର ସନ୍ଧ୍ୟା ୬ଟା ୨୫ମିନିଟରେ ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସନ୍ଧ୍ୟା ୬ଟା ୩୫ମିନିଟରେ ଭୁବନେଶ୍ୱର ରାଜଭବନ ପହଞ୍ଚିବେ ରାଷ୍ଟ୍ରପତି। ୨୧ ତାରିଖ ସକାଳ ୮ଟା ୪୦ମିନିଟରେ ଭୁବନେଶ୍ବରରୁ ବାହାରି ଝାରସୁଗୁଡ଼ା ଏୟାରପୋର୍ଟରେ ସକାଳ ୯ଟା ୪୫ମିନିଟରେ ପହଞ୍ଚିବେ । ସେଠାରୁ ୯ଟା ୫୫ମିନିଟରେ ବାହାରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଉରକେଲା ଏୟାରଷ୍ଟ୍ରିପରେ ୧୦ଟା ୩୫ମିନିଟରେ ପହଞ୍ଚି, ୧୦ଟା ୫୫ମିନିଟରେ ଏନଆଇଟି ରାଉରକେଲାରେ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ।

ଏହାପରେ ଅପରାହ୍ନ ୩ଟା ୪୫ମିନିଟରେ ରାଉରକେଲାରେ ସୁପର ସ୍ପେଶାଲିଟି ହସ୍ପିଟାଲ ଉଦଘାଟନ କରିବେ। ସେଠାରୁ ଫେରି ପୁଣି ସନ୍ଧ୍ୟା ୬ଟା ୩୦ମିନିଟରେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବେ ରାଷ୍ଟ୍ରପତି । ୨୨ ତାରିଖ ସକାଳ ୮ଟା ୪୫ମିନିଟରେ ପୁରୀ ହେଲିପ୍ୟାଡରେ ପହଞ୍ଚିବେ । ସକାଳ୯ଟା ୫ରୁ ୯ଟା ୪୫ମିନିଟ ଯାଏଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିବେ ରାଷ୍ଟ୍ରପତି। ଏହାପରେ ପୂର୍ବାହ୍ନ ୧୦ଟା ୪୫ମିନିଟରୁ ୧୧ଟା ୧୫ମିନିଟପର୍ଯ୍ୟନ୍ତ ଅଧଘଣ୍ଟା କୋଣାର୍କ ସୂର୍ଯ୍ୟମନ୍ଦିର ବୁଲି ଦେଖିବେ ଦେଶର ପ୍ରଥମ ନାଗରିକ।

ସେହିପରି ପୂର୍ବାହ୍ନ ୧୧ଟା ୨ମିନିଟରେ କୋଣାର୍କ ଇଣ୍ଟରପ୍ରିଟେସନ ସେଣ୍ଟର ବୁଲି ଦେଖିବେ ରାଷ୍ଟ୍ରପତି। ପୂର୍ବାହ୍ନ ୧୧ଟା ୩୦ମିନିଟରୁ ୧୨ଟା ଯାଏଁ ଇଣ୍ଡିଆନ ଅଏଲ ଫାଉଣ୍ଡେସନ ଟ୍ରଷ୍ଟ ଇଣ୍ଟରପ୍ରିଟେସନ୍ ସେଣ୍ଟର ବୁଲି ଦେଖିବେ ଦେଶର ପ୍ରଥମ ନାଗରିକ। ଅପରାହ୍ନ ୪ଟା ୪୫ମିନିଟରେ ଭୁବନେଶ୍ୱର ଏୟରପୋର୍ଟରେ ପହଞ୍ଚି ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version