• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାଟିକଟା ଗ୍ରାମରେ ଗଞ୍ଜାମ ଆଞ୍ଚଳିକ ବିକାଶ ପରିଷଦ ଓ ପାରଳାଖେମୁଣ୍ଡି ବନଖଣ୍ଡ ଆନୁକୁଲ୍ୟରେ ; ବିଶ୍ୱ ଘର ଚଟିଆ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
March 21, 2021
in ଓଡ଼ିଶା, ହୋମ୍
0
ପାଟିକଟା ଗ୍ରାମରେ ଗଞ୍ଜାମ ଆଞ୍ଚଳିକ ବିକାଶ ପରିଷଦ ଓ ପାରଳାଖେମୁଣ୍ଡି ବନଖଣ୍ଡ ଆନୁକୁଲ୍ୟରେ ; ବିଶ୍ୱ ଘର ଚଟିଆ ଦିବସ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୨୧ ମାର୍ଚ୍ଚ ରବିବାର ) ପାରଳାଖେମୁଣ୍ଡି :- ଆଞ୍ଚଳିକ ବିକାଶ ପରିଷଦ ଗଞ୍ଜାମ ଓ ପାରଳାଖେମୁଣ୍ଡି ବନଖଣ୍ଡ  ସହଯୋଗରେ ବିଶ୍ୱ ଘରଚଟିଆ ଦିବସ ଗୋଷାଣି ବ୍ଳକ ପାଟିକୋଟା ଗ୍ରାମରେ ପାଳିତ ହୋଇଯାଇଛି । ଘରଚଟିଆ ପକ୍ଷୀର ସୁରକ୍ଷା ଓ ସଂରକ୍ଷଣ ଓ ଜନ ସଚେତନତା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ ହୋଇଥିବା ବେଳେ ,ଏହି କାର୍ଯ୍ୟକ୍ରମରେ ପରିଷଦ ର ସଭାପତି ସାଗର କୁମାର ପାତ୍ର ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ରୂପେ ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ ଶ୍ରୀ ସଂଗ୍ରାମ କେଶରୀ ବେହେରା , ସମ୍ମାନିତ ଅତିଥି ରୂପେ ସହକାରୀ ବନ ସଂରକ୍ଷକ ଶ୍ରୀ ଗୌରୀ ପ୍ରସାଦ ରାଉତ , ଦେବଗିରି ବନାଞ୍ଚଳ ଅଧିକାରୀ ଶ୍ରୀ ଅରୁଣ କୁମାର ବେହେରା ,ବ୍ରହ୍ମପୁର ସବୁଜ ବାହିନୀ ର ସଭାପତି ଶିବରାମ ପାଣିଗ୍ରାହୀ ଯୋଗ ଦେଇଥିଲେ ।

କାର୍ଯ୍ୟକ୍ରମରେ ଘରଚଟିଆ ର ସୁରକ୍ଷା ନିମନ୍ତେ ସ୍ଥାନୀୟ ଗ୍ରାମବାସୀ ଓ ବନ ସୁରକ୍ଷା ସମିତିର ସଭାପତି ଏ. ସିମାଦ୍ରିଙ୍କୁ କ୍ରୁତିମ ବସା, ଖାଦ୍ୟ ସ୍ଥଳୀ ବଣ୍ଟନ କରିବା ସହ ଘର ଦାଣ୍ଡରେ କୃତ୍ରିମ ବସା ସ୍ଥାପନ କରଯାଇଥିଲା । ଆଞ୍ଚଳିକ ବିକାଶ ପରିଷଦ ପୁର୍ବରୁ ଗଞ୍ଜାମ ଜିଲ୍ଲାର ସମସ୍ତ ବ୍ଳକରେ ଘର ଚଟିଆ ସୁରକ୍ଷା ଦିଗରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରି ସଫଳ ଲାଭ କରିବା ସହ ଵହୁ ପ୍ରସଂଶା ସାଉଣ୍ଟି ଥିବା ବେଳେ ଆଉ ପାଦେ ଆଗକୁ ଜାଇ ପଡୋଶୀ ଜିଲ୍ଲା ଗଜପତିରେ ଆଜି ଘର ଚଟିଆ ଦିବସରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ଆଗାମି ଦିନରେ ଗଜପତି ଜିଲ୍ଲାରେ ମଧ୍ୟ ସମସ୍ତ ଅଞ୍ଚଳରେ ପକ୍ଷୀଙ୍କ ସୁରକ୍ଷା ଦିଗରେ କାର୍ଯ୍ୟ କରିବ ଏବଂ ବନ୍ୟ ଜନ୍ତୁ ସୁରକ୍ଷା ସମ୍ପର୍କିତ ସଚେତନତା ସୃଷ୍ଟି ଦିଗରେ ପଦକ୍ଷେପ ନେବା ନିମନ୍ତେ କାର୍ଯ୍ୟକ୍ରମରେ ସୁଚନା ଦେଇଛନ୍ତି ସଭାପତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

May 2, 2026
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

May 2, 2026
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version