• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସରକାରୀ ସଂସ୍ଥାଗୁଡ଼ିକ ଅଧିକ ଦକ୍ଷ ଓ କ୍ରିରୟାଶୀଳ କରିବା ପାଇଁ ‘ମୋ ସରକାର’ଏକ ବଳିଷ୍ଠ ପଦକ୍ଷେପ : ମନ୍ତ୍ରୀ ଡ଼ଃ ଅରୁଣ କୁମାର ସାହୁ

Proprietor Abhimanyu Maharana by Proprietor Abhimanyu Maharana
February 13, 2020
in Uncategorized, ଓଡ଼ିଶା, ବାଣିଜ୍ୟ, ହୋମ୍
0
ସରକାରୀ ସଂସ୍ଥାଗୁଡ଼ିକ ଅଧିକ ଦକ୍ଷ ଓ କ୍ରିରୟାଶୀଳ କରିବା ପାଇଁ ‘ମୋ ସରକାର’ଏକ ବଳିଷ୍ଠ ପଦକ୍ଷେପ : ମନ୍ତ୍ରୀ ଡ଼ଃ ଅରୁଣ କୁମାର ସାହୁ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର 13.2.2020 :- ରାଜ୍ୟର କୃଷକମାନଙ୍କର ଆୟ ବୃଦ୍ଧିରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ପରିେ ପ୍ରକ୍ଷୀରେ ବିଭାଗକୁ ତ୍ରୁଟିଶୂନ୍ୟ ଏବଂ ଏକ ପ୍ରଗତିଶୀଳ ବିଭାଗରେ ପରିବର୍ତ୍ତନ କରିବାକୁ ପଡ଼ିବ ।

ବିଗତ ଦୁଇଦଶନ୍ଧି ମଧ୍ୟରେ ରାଜ୍ୟରେ ମାଛ, ମାଂସ, ଅଣ୍ଡା ଓ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଥିଲେ ହେଁ ଚାହିଦା ବୃଦ୍ଧି ପାଉଥିବାରୁ ଏହାର ଉତ୍ପାଦନ ବୃଦ୍ଧି କରି ରାଜ୍ୟକୁ ଆତ୍ମନିର୍ଭରଶୀଳ ସହିତ ବଳକା ରାଜ୍ୟରେ ପରିଣତ କରିବା ଦିଗରେ ନିଆଯାଇଥିବା ପଦକ୍ଷେ ପଗୁଡ଼ିକୁ ଅଧିକ ଫଳ ପ୍ରଦ କରିବା ଦିଗରେ ‘ମୋ ସରକାର’ ଏକ ବଳିଷ୍ଠ ଉଦ୍ୟମ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ଃ ଅରୁଣ କୁମାର ସାହୁ କହିଛନ୍ତି । ‘ମୋ ସରକାର’ କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗକୁ ଆଗାମୀ ଦିନରେ ସାମିଲ କରାଯାଉଥିବା ପରି ପ୍ରକ୍ଷୀରେ କୃଷି ଭବନଠାରେ ‘ମୋ ସରକାର’ର କାର୍ଯ୍ୟକାରିତା ସଞ୍ଚନ୍ଧୀୟ କୃଷି ଭବନଠାରେ ଆୟୋଜିତ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ଡ଼ଃ ସାହୁ କହିଲେ ରାଜ୍ୟରେ ବ୍ୟାପକ ପରିବର୍ତ୍ତନ ପାଇଁ ୫‘ଟି’ କାର୍ଯ୍ୟକ୍ରମ ଅଧିନରେ ‘ମୋ ସରକାର’ ହେଉଛି ଏକ ଗୁରୁତ୍ୱ ପୂର୍ଣ୍ଣ ଉଦ୍ୟମ । ସରକାରୀ ସଂସ୍ଥାଗୁଡ଼ିକ ଅଧିକ ଦକ୍ଷ ଓ କି୍ରୟାଶୀଳ କରିବା ପାଇଁ ‘ମୋ ସରକାର’ଏକ ବଳିଷ୍ଠ ପଦକ୍ଷେପ । ଫୋନ୍‌ କଲ୍‌ ମାଧ୍ୟମରେ ଜନ ସାଧାରଣଙ୍କ ମୂଲ୍ୟବାନ ମତାମତ ଲୋକଙ୍କ ପ୍ରତି ସରକାରୀ ଅନୁଷ୍ଠାନମାନଙ୍କର ଉତ୍ତରଦାୟିତ୍ୱକୁ ବୃଦ୍ଧି କରିବାରେ ସହାୟକ ହେବ । ଅନୁକୂଳ ମତାମତ ଭିତ୍ତିରେ ଅନୁଷ୍ଠାନ ଓ କର୍ମଚାରୀଙ୍କୁ ଭଲ ର୍ୟାଙ୍କ ଦିଆଯିବା ସହିତ ପ୍ରତିକୂଳ ମନ୍ତବ୍ୟ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ସରକାରୀ ଅଫିସ୍‌ରେ ଫାଇଲକୁ ଧାକାର୍ଯ୍ୟ ସମୟ ମଧ୍ୟରେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିବା ସହିତ ନୋଡାଲ ଅଫିସରମାନେ ଜିଲ୍ଲାଗସ୍ତ ସମୟରେ କାର୍ଯ୍ୟାଳୟର ଫାଇଲ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସଂପାଦନ ସମ୍ପର୍କରେ ଯାଞ୍ଚ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଆର୍‌. ରଘୁ ପ୍ରସାଦ କହିଲେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗକୁ ରାଜ୍ୟ ସରକାର ପ୍ରାଥମିକତା ପ୍ରଦାନ କରି ବଜେଟ୍‌ରେ ଅଧିକ ଅର୍ଥ ବରାଦ କରୁଛନ୍ତି । ମୋ ସରକାର କାର୍ଯ୍ୟକ୍ରମ ସାମଗ୍ରିକ ଭାବରେ ବିଭାଗର କାର୍ଯ୍ୟଦକ୍ଷତାକୁ ମ ପାଯିବାର ବ୍ୟବସ୍ଥା କରାଯାଇଛି । ସରକାରୀ କାର୍ଯ୍ୟ ସଂପାଦନରେ ବୃତ୍ତିଗତ ଦକ୍ଷତା ଓ ସେବା ମନୋବୃତ୍ତି ବୃଦ୍ଧି ପାଇବ । ‘ମୋ ସରକାର’ର ସଫଳ ରୂପାୟନ ଦିଗରେ ଜିଲ୍ଲାସ୍ତରରେ ଫେବୃଆରୀ ୨୦ ତାରିଖ ସୁଦ୍ଧା କ୍ଷେତ୍ର ଅଧିକାରୀମାନଙ୍କର ପ୍ରଶିକ୍ଷଣ କାର୍ଯ୍ୟ ସମ୍ପୁର୍ନ କରିବା ପାଇଁ କହିଥିଲେ । ଏଥି ସହିତ ସମସ୍ତ ଜିଲ୍ଲା କାର୍ଯ୍ୟାଳୟରେ ‘ମୋ ସରକାର’ ସମ୍ପର୍କିତ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପ୍ରାଣୀ ପାଳନ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶକ ଶ୍ରୀ ରନିାକର ରାଉତ ଏବଂ ମତ୍ସ୍ୟ ନିର୍ଦ୍ଦେଶକ ଡ଼ଃ ଏନ୍‌.ତିରୁମାଲା ନାୟକ ପ୍ରମୁଖ ‘ମୋ ସରକାର’ କାର୍ଯ୍ୟକ୍ରମରେ ବିଭିନ୍ନ ଦିଗ ସମ୍ପର୍କରେ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ସମସ୍ତ ଜିଲ୍ଲାର ସିଡିଭିଓ, ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version