• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବସଷ୍ଟାଣ୍ଡ ପାଇଁ ଲାଗିଥିଲା ଫଳକ; ଏହାକୁ ୮ବର୍ଷ ବିତିଯାଇଥିଲେ ମଧ୍ୟ : ନିର୍ମାଣ ହୋଇ ନ ପାରି କେବଳ ଫଳକରେ ସୀମିତ ହୋଇ ରହିଗଲା – ପିପିଲି ବସଷ୍ଟାଣ୍ଡ 

Proprietor Abhimanyu Maharana by Proprietor Abhimanyu Maharana
March 24, 2021
in ଓଡ଼ିଶା, ପୁରୀ, ରାଜନୀତି, ହୋମ୍
0
ବସଷ୍ଟାଣ୍ଡ ପାଇଁ ଲାଗିଥିଲା ଫଳକ; ଏହାକୁ ୮ବର୍ଷ ବିତିଯାଇଥିଲେ ମଧ୍ୟ : ନିର୍ମାଣ ହୋଇ ନ ପାରି କେବଳ ଫଳକରେ ସୀମିତ ହୋଇ ରହିଗଲା – ପିପିଲି ବସଷ୍ଟାଣ୍ଡ 
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ ( ୨୩ ମାର୍ଚ୍ଚ,ମଙ୍ଗଳବାର )  ପିପିଲ :- ଏ ନେଇ ସମସ୍ତ ଦଳ ପିପିଲିର ମୁଖ୍ୟ ସମସ୍ୟାଗୁଡ଼ିକୁ ଜନସାଧାରଣଙ୍କ ସମ୍ମୁଖରେ କିଭଳି ସମାଧାନ କରିବେ ସେନେଇ ଆଲୋଚନା ଚାଲିଛି । ରାସ୍ତାଘାଟଠାରୁ ଆରମ୍ଭ ହୋଇ ଫନୀ ବାତ୍ୟାରେ କ୍ଷୟକ୍ଷତି ହୋଇଥିବା ପ୍ରକୃତ ହିତାଧିକାରୀମାନଙ୍କୁ ଏପର୍ଯ୍ୟନ୍ତ ପ୍ରାପ୍ୟ ମିଳି ନ ଥିବା ଅଭିଯୋଗ ହୋଇଛି । ସେହିଭଳି ଦୀର୍ଘଦିନର ସମସ୍ୟା ପିପିଲିରେ ବସଷ୍ଟାଣ୍ଡ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ମାସେ ତଳେ ପିପିଲି ବ୍ଲକ ପାଇଁ ବସଷ୍ଟାଣ୍ଡ ସମେତ ବିଭିନ୍ନ ପ୍ରକଳ୍ପ ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କାର ପେଡି ଖୋଲିଥିଲେ ।

ହେଲେ ବସଷ୍ଟାଣ୍ଡ ପାଇଁ ପାଦଟିଏ ବି ଆଗେଇନି ପିପିଲି ଏନଏସି । ଏହି ବସଷ୍ଟାଣ୍ଡ ପାଇଁ ୨୦୧୩ରେ ହୋଇଥିଲା ଭିତ୍ତିପ୍ରସ୍ତର ସ୍ଥାପନ । କିଛିଦିନ ଧରି ମାଟି ପୋତା କାମ ହୋଇ ରହିଗଲା । ସ୍ବର୍ଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ସମୟରେ ଏନଏସିର ତତ୍‌କାଳୀନ କାର୍ଯ୍ୟନିର୍ବାହୀ ଅଧିକାରୀ ଏସ୍‌ଏନ୍‌ ତ୍ରିପାଠୀ ଓ ଚେୟାରମ୍ୟାନ ଏସ୍‌.କେ. ବାବୁଙ୍କ ସମୟରେ ବସଷ୍ଟାଣ୍ଡ ପାଇଁ ଲାଗିଥିଲା ଫଳକ ।

ଏହାକୁ ୮ବର୍ଷ ବିତିଯାଇଥିଲେ ମଧ୍ୟ ନିର୍ମାଣ ହୋଇ ନ ପାରି କେବଳ ଫଳକରେ ସୀମିତ ହୋଇ ରହିଗଲା ପିପିଲି ବସଷ୍ଟାଣ୍ଡ । ବିଭାଗୀୟ ଅଧିକାରୀମାନଙ୍କ ଅବହେଳା ନୀତି ଓ ଠିକାଦାରଙ୍କ ମନମୁଖି କାର୍ଯ୍ୟ ଯୋଗୁ ବସଷ୍ଟାଣ୍ଡ ହୋଇପାରି ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ବସଷ୍ଟାଣ୍ଡ ନ ଥିବାରୁ ଛାତ୍ରୀଛାତ୍ର ଓ ଯାତ୍ରୀମାନେ ଖୋଲା ଆକାଶ ତଳେ ଖରାରେ ବସ୍‌କୁ ଅପେକ୍ଷା କରୁଥିବାବେଳେ ପିଇବା ପାଣି ଓ ଶୌଚାଳୟଟିଏ ବି ନ ଥିବା କାରଣରୁ ଯାତ୍ରୀମାନେ କ୍ଷୋଭ ପ୍ରକାଶ କରିଛନ୍ତି ।

ଏ ନେଇ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ମତ ପାଇଁ ଯାଇଥିବାବେଳେ ସେ ଛୁଟିରେ ଥିବା ଜାଣିବା ପରେ ତାଙ୍କ ଦାୟିତ୍ୱରେ ଥିବା ଇଞ୍ଜିନିୟର ବିଭୂତି ତ୍ରିପାଠୀ କହିଛନ୍ତି, ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଏବେ ଦେଢ଼ କୋଟି ଟଙ୍କା ଆସିଛି । କିନ୍ତୁ ଏବେ ଉପନିର୍ବାଚନ ଥିବାରୁ କାର୍ଯ୍ୟ କେବେ ହେବ ସେନେଇ ନିଷ୍ପତ୍ତି ହୋଇ ନାହିଁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version