• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶାର ୨୮ଟି ଜିଲ୍ଲାର ; ମୋଟ ୧୭୫ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି

Proprietor Abhimanyu Maharana by Proprietor Abhimanyu Maharana
March 25, 2021
in ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଓଡ଼ିଶାର ୨୮ଟି ଜିଲ୍ଲାର ; ମୋଟ ୧୭୫ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି
Share on FacebookShare on TwitterWhatsapp

– ଯୁକ୍ତ ୨ କଲେଜକୁ ‘ମୋ ସ୍କୁଲ୍ ଅଭିଯାନ’ରେ ସାମିଲ୍ ପାଇଁ ପ୍ରସ୍ତାବ
– ‘ମୋ ସ୍କୁଲ୍‌’ ପକ୍ଷରୁ ଗଣିତ, ବିଜ୍ଞାନ ଶିକ୍ଷକଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
– ୩୧ ହଜାର ସ୍କୁଲ୍‌ରେ ‘ମୋ ସ୍କୁଲ୍‌’ ପ୍ରକଳ୍ପ
– ଅନୁଗୁଳର ସବୁ ହାଇସ୍କୁଲ୍‌ରେ ପହଞ୍ଚିଲା ‘ମୋ ସ୍କୁଲ୍ ଅଭିଯାନ’
– ପୁରାତନ ଛାତ୍ରଛାତ୍ରୀଙ୍କୁ ନେଇ ଆୟୋଜନ ହେବ ‘ସମର କ୍ୟାମ୍ପ୍‌’

ଓଡିଶା ତାଜା ନ୍ୟୁଜ୍ (୨୫ ମାର୍ଚ୍ଚ ଗୁରୁବାର ) ଭୁବନେଶ୍ୱର :- ‘ମୋ ସ୍କୁଲ୍ ଅଭିଯାନ’ର ୨୩ତମ କାର୍ଯ୍ୟକାରୀ ପରିଷଦ ବୈଠକ ଇ୍ଳଲ୍ୱ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଓଡ଼ିଶାର ୨୮ଟି ଜିଲ୍ଲାର ମୋଟ ୧୭୫ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଗତ ୧ ମାସ ମଧ୍ୟରେ ୪୬ ହଜାରରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରଛାତ୍ରୀ ମୋ ସ୍କୁଲ୍ ଅଭିଯାନ ସହ ଯୋଡ଼ି ହୋଇଥିବା ବେଳେ ସେମାନେ ନିଜ ନିଜ ବିଦ୍ୟାଳୟର ବିକାଶ ପାଇଁ ୯ କୋଟି ୬୯ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି । ବାଲେଶ୍ୱରରେ ୨.୭୬ କୋଟି, କଳାହାଣ୍ଡିରେ ୮୨ ଲକ୍ଷ, କଟକରେ ୬୪ ଲକ୍ଷ, ଅନୁଗୁଳରେ ୬୧ ଲକ୍ଷ ଏବଂ ବରଗଡ଼ରେ ୫୮ ଲକ୍ଷ ଟଙ୍କା ପୁରାତନ ଛାତ୍ରଛାତ୍ରୀମାନେ ପ୍ରଦାନ କରିଛନ୍ତି ।

ଏହାସହ ବିଭିନ୍ନ ସିଏସ୍‌ଆର୍ ପାଣ୍ଠିରୁ ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକର ବିକାଶ ପାଇଁ ମୋ ସ୍କୁଲ୍ ଅଭିଯାନକୁ ମୋଟ ୪୮.୮ କୋଟି ଟଙ୍କାର ଅନୁଦାନ ଆସିଛି । ସମସ୍ତ ଅନୁଦାନ ସହ ରାଜ୍ୟ ସରକାରଙ୍କ ଦୁଇଗୁଣା ଆର୍ଥିକ ସହାୟତାକୁ ମିଶାଇ ମୋଟ ୧୭୫ କୋଟି ଟଙ୍କାର ପ୍ରକଳ୍ପକୁ କାର୍ଯ୍ୟକାରୀ ପରିଷଦ ଅନୁମୋଦନ ପ୍ରଦାନ କରିଛି । ବର୍ତ୍ତମାନ ସୁଦ୍ଧା ୪ ଲକ୍ଷ ୬୦ ହଜାର ପୁରାତନ ଛାତ୍ରଛାତ୍ରୀ ‘ମୋ ସ୍କୁଲ୍ ଅଭିଯାନ’ରେ ସାମିଲ ହୋଇଥିବା ବେଳେ ରାଜ୍ୟରେ ସମସ୍ତ ଜିଲ୍ଲାର ୩୧ ହଜାର ସ୍କୁଲ୍ ‘ମୋ ସ୍କୁଲ୍ ଅଭିଯାନ’ରେ ସାମିଲ ହୋଇଛି । କରୋନା ସତ୍ତ୍ୱେ ଚଳିତ ଆର୍ଥିକବର୍ଷ ମାର୍ଚ୍ଚ ସୁଦ୍ଧା ପୁରାତନ ଛାତ୍ରଛାତ୍ରୀମାନେ ୫୦.୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥାହେଲା, ‘ମୋ ସ୍କୁଲ୍ ଅଭିଯାନ’ ପ୍ରଥମଥର ପାଇଁ କୌଣସି ଜିଲ୍ଲାର ସମସ୍ତ ହାଇସ୍କୁଲ୍‌ରେ ପହଞ୍ଚିପାରିଛି । ଅନୁଗୁଳ ଜିଲ୍ଲାର ପ୍ରତ୍ୟେକ ଉଚ୍ଚ ବିଦ୍ୟାଳୟ ସହ ପୁରାତନ ଛାତ୍ରମାନେ ଯୋଡ଼ି ହୋଇଥିବା ବେଳେ ମୋ ସ୍କୁଲ୍ ଅଭିଯାନ ଅନ୍ତର୍ଗତ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି ।

ରାଜ୍ୟରେ ଯେଉଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା ଯୁକ୍ତ ୨ କଲେଜଗୁଡ଼ିକ ଯୁକ୍ତ ୩ ଡିଗ୍ରୀ କଲେଜ ବା ମହାବିଦ୍ୟାଳୟ ସହ ଗୋଟିଏ କ୍ୟାମ୍ପସରେ ନ ଥାଇ ଭିନ୍ନଭାବେ ରହିଥିବ ସେଗୁଡ଼ିକୁ ‘ମୋ ସ୍କୁଲ୍ ଅଭିଯାନ’ରେ ସାମିଲ କରିବାକୁ କାର୍ଯ୍ୟକାରୀ ପରିଷଦ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେବାକୁ ଏହି ବୈଠକରେ ନିଷ୍ପତ୍ତି ନିଆଯାଇଛି । ‘ମୋ ସ୍କୁଲ୍ ଅଭଯାନ’ ପ୍ରଥମଥର ପାଇଁ ‘ଅଗସ୍ତ୍ୟ ଫାଉଣ୍ଡେଶନ’ ଏବଂ ‘ଇନ୍‌ଫୋସିସ୍ ଫାଉଣ୍ଡେସନ’ ସହ ମିଳିତଭାବେ ୭୫୦ ହାଇସ୍କୁଲ୍‌ର ବିଜ୍ଞାନ ଓ ଗଣିତ ଶିକ୍ଷକଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛି । ଗଣିତ ଓ ବିଜ୍ଞାନ ଶିକ୍ଷକଙ୍କ ଦକ୍ଷତା ବିକାଶ ସହ ଛାତ୍ରଛାତ୍ରୀଙ୍କ ପାଇଁ କିଭଳି ଗଣିତ ଓ ବିଜ୍ଞାନ ଶିକ୍ଷା ସହଜ କରିହେବ ତାହା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ରହିବ । କୋଭିଡ୍ ପରିସ୍ଥିତିରେ ପିଲାମାନଙ୍କ ପାଠପଢା ଅଭ୍ୟାସ ବିଶେଷଭାବେ ପ୍ରଭାବିତ ହୋଇଛି । ଏହାକୁ ଦୃଷ୍ଟିରେ ରଖି ‘ମୋ ସ୍କୁଲ୍‌’ ପକ୍ଷରୁ ପ୍ରାଥମିକ ବିଦ୍ୟାଳୟର ପିଲାମାନଙ୍କ ପାଇଁ ସେମାନଙ୍କ ଘରେ ଏବଂ ଗ୍ରାମରେ ‘ସମର୍ କ୍ୟାମ୍ପ୍‌’ ବା ଗ୍ରୀଷ୍ମକାଳୀନ ଶିବିର ଆୟୋଜନ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି ।

ପୁରାତନ ଛାତ୍ରଛାତ୍ରୀଙ୍କ ସହ ସ୍ଥାନୀୟ ବାସିନ୍ଦାଙ୍କୁ ନେଇ ଏହି କାର୍ଯ୍ୟକ୍ରମ କରାଯିବାର ଲକ୍ଷ୍ୟ ରହିଛି । ‘ମୋ ସ୍କୁଲ୍ ଅଭିଯାନ’ରେ ସାମିଲ ହୋଇଥିବା ପୁରାତନ ଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ପତ୍ର ପ୍ରଦାନ କରାଯାଉଛି । ମାର୍ଚ୍ଚ ୨୪ ତାରିଖ ସୁଦ୍ଧା ବିଭିନ୍ନ ଜିଲ୍ଲାର ୩୧୮୦ଜଣ ପୁରାତନ ଛାତ୍ରଙ୍କୁ ଏହି ଧନ୍ୟବାଦ ପତ୍ର ପ୍ରଦାନ କରାଯାଇଥିବା ବେଳେ ଆସନ୍ତା ଏପ୍ରିଲ ୨୫ ସୁଦ୍ଧା ଜିଲ୍ଲା, ବ୍ଲକ୍ ଓ ସ୍କୁଲ୍ ସ୍ତରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇ ମୋ ସ୍କୁଲ୍ ଅଭିଯାନରେ ସାମିଲ ୪ଲକ୍ଷ ୬୦ ହଜାର ପୁରାତନ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ପତ୍ର ପ୍ରଦାନ କରାଯିବ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିବେଦନ ପରେ ‘ମୋ ସ୍କୁଲ୍ ଅଭିଯାନ’ ଅନ୍ତର୍ଗତ ସ୍କୁଲ୍ ଆଡପ୍‌ଶନ୍ ବା ପୋଷ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମ ପ୍ରତି ପୁରାତନ ଛାତ୍ରଛାତ୍ରୀ ଏବଂ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ଅପ୍ରତ୍ୟାଶିତ ଆଗ୍ରହ ପ୍ରକାଶ ପାଇଛି ।

ବିଭିନ୍ନ ବର୍ଗର ଲୋକ ଏହି କାର୍ଯ୍ୟକ୍ରମ ସହ ଯୋଡ଼ି ହୋଇଥିବା ବେଳେ ‘ମୋ ସ୍କୁଲ୍‌’ ପକ୍ଷରୁ ପର୍ଯ୍ୟାୟକ୍ରମେ ପୋଷ୍ୟ ବିଦ୍ୟାଳୟର ପ୍ରଧାନଶିକ୍ଷକମାନଙ୍କୁ ନେଇ ଭର୍ଚୁଆଲ୍ ବୈଠକର ଆୟୋଜନ କରାଯାଉଛି । ବର୍ତ୍ତମାନ ସୁଦ୍ଧା ୧୧୩୮ଜଣ ବ୍ୟକ୍ତିବିଶେଷ ୧୩୨୪ ବିଦ୍ୟାଳୟକୁ ପୋଷ୍ୟଭାବେ ଗ୍ରହଣ କରିବା ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି । ଇତି ମଧ୍ୟରେ ୩୦୦ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ନେଇ ମୋ ସ୍କୁଲ୍ ଟିମ୍ ଭର୍ଚୁଆଲ୍ ବୈଠକ ଆୟୋଜନ କରିଛି । ଏହି ବୈଠକରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ଓଏସ୍‌ଇପିଏ, ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା, ନିର୍ଦ୍ଦେଶକ, ପ୍ରାଥମିକ ଶିକ୍ଷା, ନିର୍ଦ୍ଦେଶକ, ଟିଇ, ଏସ୍‌ସିଇଆର୍‌ଟି, ବିଭାଗୀୟ ଅତିରିକ୍ତ ଶାସନ ସଚିବ, ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ଏବଂ ଭାରପ୍ରାପ୍ତ ଅଧିକାରୀ, ମୋ ସ୍କୁଲ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

March 13, 2026
ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version