• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚାଷୀ ସଂଗଠନଗୁଡିକ ପକ୍ଷରୁ ମାର୍ଚ୍ଚ ୨୬ ଭାରତ ବନ୍ଦ ଡାକରାକୁ ରାଜ୍ୟ କଂଗ୍ରେସର ପୂର୍ଣ୍ଣ ସମର୍ଥନ

Proprietor Abhimanyu Maharana by Proprietor Abhimanyu Maharana
March 26, 2021
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ଚାଷୀ ସଂଗଠନଗୁଡିକ ପକ୍ଷରୁ ମାର୍ଚ୍ଚ ୨୬ ଭାରତ ବନ୍ଦ ଡାକରାକୁ ରାଜ୍ୟ କଂଗ୍ରେସର ପୂର୍ଣ୍ଣ ସମର୍ଥନ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୫ ମାର୍ଚ୍ଚ ଗୁରୁବାର ) ଭୁବନେଶ୍ୱର :–  କେନ୍ଦ୍ର ବିଜେପି ସରକାରଙ୍କ କୃଷି ମାରଣ ନୀତି ଯୋଗୁଁ ଦେଶରେ ଚାଷୀମାନଙ୍କର ଜୀବନ ଜୀବିକା ଦୁର୍ବିସହ ହୋଇପଡିଛି । କୃଷକମାନେ ଆମର ଅନ୍ନଦାତା ଓ ଅର୍ଥନୀତିର ମେରୁଦଣ୍ଡ । କୃଷକ ଭାଇଭଉଣୀମାନେ କୃଷି ଆଇନକୁ ବିରୋଧ କରିବା ସଂପୂର୍ଣ୍ଣ ଯଥାର୍ଥ ଓ ଯୁକ୍ତିସଂଗତ ବୋଲି ପିସିସି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି । ଦୀର୍ଘ ଦିନ ଧରି କଳା କୃଷି ଆଇନ୍ ପ୍ରତ୍ୟାହାର ଦାବିରେ ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଆନ୍ଦୋଳନ, ଧର୍ମଘଟ ଜାରି ରହିଥିଲେ ମଧ୍ୟ କେନ୍ଦ୍ର ସରକାର ସେଥିପ୍ରତି ଦୃଷ୍ଟି ନଦେବା ଅତ୍ୟନ୍ତ ଦୁଃଖର ବିଷୟ ।

ସେଥିପାଇଁ କୃଷକ ସଂଗଠନଗୁଡିକ ପକ୍ଷରୁ ଆସନ୍ତା ତା ୨୬.୦୩.୨୦୨୧ ରିଖ ଶୁକ୍ରବାର ଦିନ ‘ଭାରତ ବନ୍ଦ୍‌’ର ଡାକରା ଦିଆଯାଇଛି । କଂଗ୍ରେସ ଦଳ ସର୍ବଦା ଚାଷୀମାନଙ୍କ ସ୍ୱାର୍ଥ ପ୍ରତି ଦୃଷ୍ଟି ଦେଇ ଆସିଛି । ସେଥିପାଇଁ ରାଜ୍ୟ ଓ ଜିଲ୍ଲା ସ୍ତରରେ କଂଗ୍ରେସ ଦଳ ଏହି ବନ୍ଦ୍‌କୁ ସମର୍ଥନ କରିବାକୁ ନିଷ୍ପତି ନେଇଛି ବୋଲି ପିସିସି ସଭାପତି ଶ୍ରୀ ପଟ୍ଟନାୟକ ପ୍ରକାଶ କରିଛନ୍ତି । ଏହି ଅବସରରେ

କୃଷକମାନଙ୍କର ବୃହତର ହିତ ଓ ସ୍ୱାର୍ଥକୁ ଦୃଷ୍ଟିରେ ରଖି ସମସ୍ତ କଂଗ୍ରେସ ନେତୃବୃନ୍ଦ, ଜିଲ୍ଲା କଂଗ୍ରେସ ସଭାପତି, ଛାମୁଆ ସଂଗଠନ ଓ କର୍ମକର୍ତାମାନେ ବନ୍ଦ୍‌ରେ ସକ୍ରୀୟ ସହଯୋଗ ଓ ଅଂଶଗ୍ରହଣ କରି ପୂର୍ଣ୍ଣ ସଫଳ କରିବା ଲାଗି ଓଡିଶାବାସୀଙ୍କୁ ଶ୍ରୀଯୁକ୍ତ ପଟ୍ଟନାୟକ ବିନମ୍ର ଅନୁରୋଧ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version