• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ରାଜଧାନୀ ଭୁବନେଶ୍ୱରରେ ବେଧଡ଼କ ଚାଲିଛି ସାପ ବିଷ ବେପାର – ୬ଜଣଙ୍କୁ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
March 27, 2021
in ଅପରାଧ, ଓଡ଼ିଶା, ମହାନଗର, ହୋମ୍
0
ରାଜଧାନୀ ଭୁବନେଶ୍ୱରରେ ବେଧଡ଼କ ଚାଲିଛି ସାପ ବିଷ ବେପାର – ୬ଜଣଙ୍କୁ ଗିରଫ
Share on FacebookShare on TwitterWhatsapp

 ସାପ ବିଷ ବେପାର ଘଟଣା, ରାକେଟର ପର୍ଦ୍ଦାଫାଶ୍ କରିଛି ବନ ବିଭାଗ

ଓଡ଼ିଶା ତାଜା ନ୍ୟୁଜ୍ (୨୭ ମାର୍ଚ୍ଚ ,ଶନିବାର ) ଭୁବନେଶ୍ୱର :- ଆଜି ବନ ବିଭାଗ ସାପ ବିଷ ବେପାର ଘଟଣାରେ ୬ଜଣଙ୍କୁ ଗିରଫ କରିଛି ।  ତେବେ ଏହି ୬ ଜଣଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି, ଯିଏ ଏହି ବେପାରର ମାଷ୍ଟର ମାଇଣ୍ଡ କୁହାଯାଉଛି ।  ସେମାନଙ୍କ ଠାରୁ ବନ ବିଭାଗ ୧ ଲିଟର ୬ ଶହ ମିଲିଲିଟର ସାପ ବିଷ ଜବତ କରିଛି । ଗିରଫ  ହୋଇଥିବା ଅଭିଯୁକ୍ତଙ୍କ ସୂଚନା ଅନୁଯାୟୀ, ବରଗଡ଼ ଜିଲ୍ଲାରୁ ଗୌତମ ନାମକ ଜଣେ ମାଷ୍ଟରମାଇଣ୍ଡ ଏହି ସାପ ବିଷକୁ ପଠାଇଥିଲା । ଏଥିପାଇଁ ୧୦ ଲକ୍ଷ ଟଙ୍କାର ଡିଲ୍ ବି ହୋଇଥିଲା । ଏମାନେ ରାଜଧାନୀରେ ଏହି ସାପ ବିଷ ଧରି ଠିକଣା ଜାଗାକୁ ଚାଲାଣ କରିଥାନ୍ତେ ଅଭିଯୁକ୍ତ । ସେଥିପାଇଁ ଔଷଧ ନାଁରେ ଚାଲାଣ କରିବା ପାଇଁ ବ୍ଲୁ ପ୍ରିଣ୍ଟ ମଧ୍ୟ ପ୍ରସ୍ତୁତ କରି ସାରିଥିଲେ ।

କିନ୍ତୁ କୌଣସି ସୂତ୍ରରୁ ସୂଚନା ପାଇ ବନ ବିଭାଗର ଏନଫୋର୍ସମେଣ୍ଟ ସ୍କ୍ୱାଡ୍ ଏକକାଳୀନ ମାଷ୍ଟରକ୍ୟାଣ୍ଟିନ୍ ଏବଂ ଏୟାରପୋର୍ଟରେ ଚଢ଼ାଉ କରି ୨ଟି ଗ୍ରୁପକୁ ଧରିବାରେ ସଫଳ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଏହି ସାପ ବିଷକୁ ପ୍ରାୟ ୧୦ କୋଟି ଟଙ୍କାରେ ଡିଲ୍ କରିବାକୁ ଯୋଜନା ଥିବାବେଳେ ବଜାରରେ ପ୍ରାୟ ୧୫ କୋଟି ଟଙ୍କାରେ ବିକ୍ରି ହୋଇଥାନ୍ତା । ସାପ ବିଷ କାରବାର ଧରିବାକୁ ବନବିଭାଗର ଜଣେ କର୍ମଚାରୀ ଅଣ୍ଡରକଭର ଏଜେଣ୍ଟ୍ ସାଜି ଡିଲର ପର୍ଦ୍ଦାଫାଶ କରିଥିଲେ । ଏହି ରାକେଟ ଧରା ପଡିବା ପରେ ଜବତ ସାପ ବିଷ କେଉଁ ପ୍ରକାରର ଏବଂ କେଉଁଠାରୁ ଆସୁଛି ଏହାର ଯାଞ୍ଚ ପାଇଁ ଲ୍ୟାବକୁ ପଠାଯିବ ବୋଲି ବନ ବିଭାଗ କହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version