• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀ ମନ୍ଦିର ରେ ହୋଲି ଉତ୍ସବ ପାଳିତ , ଚନ୍ଦନ ଅନୁକୂଲ

Proprietor Abhimanyu Maharana by Proprietor Abhimanyu Maharana
March 30, 2021
in ଓଡ଼ିଶା, ପୁରୀ, ହୋମ୍
0
ଶ୍ରୀ ମନ୍ଦିର ରେ ହୋଲି ଉତ୍ସବ ପାଳିତ , ଚନ୍ଦନ ଅନୁକୂଲ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୯ ମାର୍ଚ୍ଚ ସୋମବାର ) ପୁରୀ :- ସୋମବାର ଚୈତ୍ର କୃଷ୍ଣ ପ୍ରତିପଦ ତିଥିରେ ହୋଲି ଉତ୍ସବ ଓ ଚନ୍ଦନ ଅନୁକୂଳ ନୀତି ମହାପ୍ରଭୁ ଙ୍କ ମଧ୍ୟାହ୍ନ ଧୂପ ପରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବ ନିମନ୍ତେ ମଧ୍ୟାହ୍ନ ଧୂପ ବେଶରେ ତିନି ଖଣ୍ଡ ଆଜ୍ଞା ମାଳ ମହାପ୍ରଭୁଙ୍କ ଠାରେ ଲାଗି ହୋଇଥିଲା । ମଧ୍ୟାହ୍ନ ଧୂପ ଅପରାହ୍ନ ଘ.୪.୦୫ ରେ ପାଣି ପଡିଲା ପରେ ଦକ୍ଷୀଣି ଘର ଭୋଗ ଘ.୪.୨୦ ରେ ସରିଥିଲା ଓ ଶ୍ରୀ ଦୋଳ ଗୋବିନ୍ଦ ସିଂହାସନକୁ ଘ.୫.୩୦ ରେ ବିଜେ କରିଥିଲେ । ଏହାପରେ ପାଳିଆ ପୂଜାପଣ୍ଡା ସାମନ୍ତେ ଶ୍ରୀ ଦୋଳ ଗୋବିନ୍ଦ, ଶ୍ରୀଦେବୀ, ଭୂଦେବୀଙ୍କୁ ଆଜ୍ଞାମାଳ ଦେଲା ପରେ ମାହାଜନ ମାନେ ଝୁଲଣ ମଣ୍ଡପ ତଳେ ଥିବା ବିମାନ କୁ ଘ.୫.୪୦ ରେ ବିଜେ କରାଇ ରୁନ୍ଧା କାର୍ଯ୍ୟ ସରିଲା ପରେ ଠାକୁର ଠାକୁରାଣୀଙ୍କୁ ମାଳ ଫୁଲ ଲାଗି କରିଥିଲେ ପରେ ଘଣ୍ଟ, ଛତା, କାହାଳୀ ପଟୁଆରରେ ବିମାନବଡୁ ମାନଙ୍କ ଦ୍ଵାରା ସିଂହଦ୍ଵାର ଦେଇ

ବଡଦାଣ୍ଡ ରାସ୍ତାରେ ନରେନ୍ଦ୍ର ଚକଡ଼ାକୁ ସନ୍ଧ୍ୟା ଘ.୬.୦୦ ରେ ବିଜେ କରିଥିଲେ । ସେଠାରେ ମୁଦିରସ୍ତ ପ୍ରସାଦ ଲାଗି କଲା ପରେ ପୂଜାପଣ୍ଡା ସାମନ୍ତେ ଶୀତଳ ଭୋଗ କରିଥିଲେ ,ଭୋଗ ପରେ ମୁଦିରସ୍ତ ବନ୍ଦାପନା କରି ଚାମର ଆଲଟ କରିଥିଲେ ସେଠାରେ ସମସ୍ତ ନୀତି ସରିବା ପରେ ଠାକୁର ଠାକୁରାଣୀ ସନ୍ଧ୍ୟା ଘ.୭.୫୦ ରେ ଶ୍ରୀମନ୍ଦିରକୁ ବାହୁଡା ବିଜେ କରିଥିଲେ, ସନ୍ଧ୍ୟା ଘ.୮.୦୫ ରେ ଶ୍ରୀଦେବୀ, ଭୂଦେବୀ ରତ୍ନସିଂହାସନ କୁ ଏବଂ ଶ୍ରୀ ଦୋଳଗୋବନ୍ଦ ଦକ୍ଷୀଣି ଘରକୁ ବିଜେ କରିଥିଲେ । ଏହାପରେ ମହାପ୍ରଭୁଙ୍କ ସନ୍ଧ୍ୟାଧୂପ ଘ.୮.୧୫ ଆରମ୍ଭ ହୋଇଥିଲା, ପରେ ମହାପ୍ରଭୁଙ୍କ ଚନ୍ଦନଲାଗି ,ବଡ଼ସିଂହାର ବେଶ ,ବଡ଼ସିଂହାର ଭୋଗ ଅନୁଷ୍ଠିତ ହୋଇ ରାତ୍ର ପହୁଡ଼ କରଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version