• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପିପିଲି ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ପ୍ରାର୍ଥୀପତ୍ର ଦାଖଲ କଲେ

Proprietor Abhimanyu Maharana by Proprietor Abhimanyu Maharana
March 30, 2021
in ଓଡ଼ିଶା, ପୁରୀ, ହୋମ୍
0
ପିପିଲି ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ପ୍ରାର୍ଥୀପତ୍ର ଦାଖଲ କଲେ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୦ ମାର୍ଚ୍ଚ ମଙ୍ଗଳବାର ) ପୁରୀ :- ପିପିଲି ଉପନିର୍ବାଚନ ଲାଗି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଆଜି ସକାଳେ ସେ ପିପିଲି ବିଜେଡି କାର୍ଯ୍ୟାଳୟରୁ ନାମାଙ୍କନ ପତ୍ର ଦାଖଲ ପାଇଁ ପୁରୀ ଅଭିମୁଖେ ବିଶାଳ ଶୋଭାଯାତ୍ରା ରେ ବାହାରିଥିଲେ । ସମର୍ଥକ ଓ ଦଳୀୟ କର୍ମୀଙ୍କ ସହ ରୁଦ୍ର ପ୍ରତାପ ମହାରଥୀ ପୁରୀ ଯାଇ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହି ସମୟରେ ରୁଦ୍ରଙ୍କ ସହ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ , ପର୍ଯ୍ୟବେକ୍ଷକ ପ୍ରତାପ ଦେବ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।

ସେହିପରି ଦଳୀୟ ସମର୍ଥକଙ୍କ ଗହଣରେ ଯାଇ ଆଜି ନାମାନଙ୍କ ଦାଖଲ କରିବେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ । ଏପଟେ ନାମାଙ୍କନ ଦାଖଲ କରିସାରିଥିବା ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ପିପିଲିରେ ଆଜି ଠାରୁ ହାଇଭୋଲଟେଜ୍ କ୍ୟାମ୍ପେନ ଆରମ୍ଭ କରିବେ । ଏବେ ବିଜେଡିର ନୂଆ ମୁହଁ ସହ ବିରୋଧୀଙ୍କ ପୁରୁଣା ଚେହେରା ମଧ୍ୟରେ ଲଢେଇ ହେବ । ଗତ ନିର୍ବାଚନରେ ପିପିଲିରେ ବିଜେଡିକୁ, ବିଜେପି କଡ଼ା ଟକ୍କର ଦେଇଥିବାବେଳେ କଂଗ୍ରେସର ଭୋଟହାର ବହୁ ତଳକୁ ଖସି ଆସିଥିଲା । ବିଜେଡି ୫୧ପ୍ରତିଶତ ଭୋଟ ସହ ୮୮ ହଜାର ୫୧୮ଭୋଟ ପାଇଥିଲେ । ବିଜେପିର ଆଶ୍ରିତ ପଟ୍ଟନାୟକ ୪୨ପ୍ରତିଶତ ସହ ୭୨ହଜାର ୭୩୧ ହଜାର ଓ କଂଗ୍ରେସ ପ୍ରାର୍ଥୀ ୬ପ୍ରତିଶତ ସହ ପାଇଥିଲେ ୯ହଜାର ୮୩୦ ଭୋଟ୍  ।(ରିପୋର୍ଟ /ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version