• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚର୍ଚ୍ଚାରେ ଆଜିମ : କେଉଁ ଝିଅ କୁ ବାହା ହେବା ପାଇଁ କରିବେ ହଁ

Proprietor Abhimanyu Maharana by Proprietor Abhimanyu Maharana
March 31, 2021
in ଓଡ଼ିଶା, ଦେଶ, ହୋମ୍
0
ଚର୍ଚ୍ଚାରେ ଆଜିମ : କେଉଁ ଝିଅ କୁ ବାହା ହେବା ପାଇଁ କରିବେ ହଁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୧ ମାର୍ଚ୍ଚ ୨୦୨୧, ବୁଧବାର ) ଉତ୍ତର ପ୍ରଦେଶ,ଶାମଲି :- ଉତ୍ତର ପ୍ରଦେଶ କେରାନାର ଚର୍ଚ୍ଚିତ ଅଜିମ ମନସୁରୀ ନିଜ ବାହାଘରକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଅଜିମଙ୍କ ଉଚ୍ଚତା ୨ ଫୁଟ ୩ ଇଞ୍ଚ । ନିଜ ବାହାଘର ପାଇଁ ଅଜିମ ସୋସିଆଲ ମିଡ଼ିଆରେ ମଧ୍ୟ ଗୁହାରି କରିଥିଲେ । କମ୍ ଉଚ୍ଚତା ଯୋଗୁଁ ତାଙ୍କୁ ଝିଅ ମିଳୁନାହାଁନ୍ତି । ସେ ମୁଖ୍ୟମନ୍ତ୍ରୀଙ୍କଠୁ ଆରମ୍ଭ କରି ଅଧିକାରୀଙ୍କୁ ବି ନିଜ ବାହାଘର ପାଇଁ ଅପିଲ କରିଥିଲେ । ତଥାପି ତାଙ୍କ ବାହାଘର ହୋଇପାରୁନଥିଲା । ଶେଷରେ ଅଜିମ ଶାମଲିର ଏକ ମହିଳା ଥାନାକୁ ଯାଇ ତାଙ୍କ ବାହାଘର କରାଇ ଦେବାକୁ ଇନ୍ସପେକ୍ଟରଙ୍କୁ ଗୁହାରି କରିଥିଲେ । ତାପରେ ସେ ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଗଲେ । ଏହି ଘଟଣା ପରେ ଚାରିଆଡେ ଅଜିମଙ୍କ ଚର୍ଚ୍ଚା ହେବାକୁ ଲାଗିଲା । ଶେଷରେ ଭଗବାନ ଅଜିମଙ୍କ ଡାକ ଶୁଣିଲେ । ବର୍ତ୍ତମାନ ଅଜିମଙ୍କ ପାଇଁ ଝିଅମାନଙ୍କ ଲାଇନ ଲାଗିଛି ।

ଦିଲ୍ଲୀ, ବିହାର, ଗାଜିଆବାଦ, ବୁଲନ୍ଦସହର ଓ ଅନ୍ୟ ସ୍ଥାନମାନଙ୍କରୁ ଅଜିମଙ୍କ ପାଇଁ ପ୍ରସ୍ତାବ ଆସୁଛି । କିନ୍ତୁ ଏବେ ଆଉ ଏକ ସମସ୍ୟା ସାମ୍ନାକୁ ଆସିଛି  । ତାହା ହେଲା ଝିଅ ବାଛିବା। ସେ କାହାକୁ ବାହାହେବେ ତାକୁ ନେଇ ସେ ଚିନ୍ତିତ । ଅଜିମଙ୍କ ପରିବାର ଲୋକ ପ୍ରସ୍ତାବ ଦେଖୁଛନ୍ତି । ଶୀଘ୍ର ଭଲ ଝିଅ ଦେଖି ବାହାଘର କରିବାକୁ ପ୍ରସ୍ତୁତି କରୁଛନ୍ତି । କିଛି ଯୁବତୀ ସୋସିଆଲ ମିଡ଼ିଆରେ ଭିଡିଓ ଜାରି କରି ଅଜିମଙ୍କୁ ବାହାହେବାକୁ ଇଚ୍ଛା  ଜାହିର କରିଛନ୍ତି ।
ଦିଲ୍ଲୀର ଜଣେ ଯୁବତୀ ଅଜିମ ମନସୁରୀଙ୍କୁ ପ୍ରପୋଜ କରିଛନ୍ତି ଓ ସୋସିଆଲ ମିଡ଼ିଆରେ ଭିଡିଓ ଭାଇରାଲ କରି ବାହାହେବାକୁ କହିଛନ୍ତି । ସେ କହିଛନ୍ତି ଯେ ସେ ଅଜିମଙ୍କୁ ବହୁତ ପସନ୍ଦ କରନ୍ତି ଏବଂ ତାଙ୍କୁ ବିବାହ କରିବାକୁ ଚାହୁଁଛନ୍ତି। ଅଜିମ ବର୍ତ୍ତମାନ ବହୁତ ଖୁସି ଅଛନ୍ତି ଏବଂ ଖୁବ ଶୀଘ୍ର ବାର ବେଶରେ ସଜେଇ ହେବାକୁ ପ୍ରସ୍ତୁତ ହେଉଛନ୍ତି ।(ରିପୋର୍ଟ /ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

October 7, 2026
OPPO Celebrates a 10 of F Series in India with the Launch of F35 Series, Bringing the Group Selfie Expert  to a New Generation

ଏଫ୍୩୫ ସିରିଜ୍ ବଜାର ପ୍ରବେଶ ସହିତ ଭାରତରେ ଏଫ୍ ସିରିଜର ୧୦ ବର୍ଷ ପୂର୍ତ୍ତି ପାଳନ କଲା ଓପୋ

7th Odisha Travel Bazaar Concludes Successfully, Marking a  New Chapter in Odisha’s Tourism Journey

୭ମ ଓଡ଼ିଶା ଟ୍ରାଭେଲ ବଜାର ସଫଳତାର ସହ ଉଦ୍‌ଯାପିତ : ଓଡ଼ିଶା ପର୍ଯ୍ୟଟନ କ୍ଷେତ୍ରରେ ଯୋଡ଼ିହେଲା ନୂଆ ଅଧ୍ୟାୟ

October 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

October 7, 2026
OPPO Celebrates a 10 of F Series in India with the Launch of F35 Series, Bringing the Group Selfie Expert  to a New Generation

ଏଫ୍୩୫ ସିରିଜ୍ ବଜାର ପ୍ରବେଶ ସହିତ ଭାରତରେ ଏଫ୍ ସିରିଜର ୧୦ ବର୍ଷ ପୂର୍ତ୍ତି ପାଳନ କଲା ଓପୋ

October 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version