• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବିଜୁ ପକ୍କାଘର ଲୋଗୋ ପ୍ରସଙ୍ଗ

Proprietor Abhimanyu Maharana by Proprietor Abhimanyu Maharana
April 1, 2021
in ଓଡ଼ିଶା, ରାଜନୀତି, ହୋମ୍
0
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବିଜୁ ପକ୍କାଘର ଲୋଗୋ ପ୍ରସଙ୍ଗ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୧ ମାର୍ଚ୍ଚ ୨୦୨୧, ବୁଧବାର ) ଭୁବନେଶ୍ୱର  :- ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବିଜୁ ପକ୍କାଘର ଲୋଗୋ ପ୍ରସଙ୍ଗ ନେଇ ଆଜି କେନ୍ଦ୍ର ସରକାରଙ୍କ ଚିଠି ପରେ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ସରକାର ଏବଂ ଓଡିଶାର ବିଜେପି ସାଂସଦମାନଙ୍କ ବିରୋଧରେ ବର୍ଷିଛନ୍ତି ବିଜେଡି ବିଧାୟକ ବ୍ୟୋମକେଶ ରାୟ । ବ୍ୟୋମକେଶ କହିଛନ୍ତି, ବିଜେପି ସାଂସଦ ମାନେ ଷଡ଼ଯନ୍ତ୍ର କରି ଏକବର୍ଷ ହେବ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ବନ୍ଦ କରିଛନ୍ତି । ୩ ଶହ ଗାଁର ଅନିୟମିତତା ଦର୍ଶାଇ ସାଢ଼େ ଚାରିକୋଟି ଲୋକଙ୍କର ହକରେ ବାଧା ସୃଷ୍ଟି କରିଛନ୍ତି । ଏହି ଯୋଜନାରେ ୩୦ ହଜାର ଗାଁ ଲୋକ ଉପକୃତ ହେଉଥିବା ବେଳେ ଏବେ ଏହି ଯୋଜନା ବାଧାପ୍ରାପ୍ତ ହୋଇଛି ।

ବ୍ୟୋମକେଶ କହିଛନ୍ତି, ପୂର୍ବରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କେନ୍ଦ୍ର ୯୦ ପ୍ରତିଶତ ଏବଂ ରାଜ୍ୟ ସରକାର ୧୦ ପ୍ରତିଶତ ଦେଉଥିଲେ । ପରେ ଏହାକୁ କେନ୍ଦ୍ର ସରକାର ୬୦:୪୦ କରିଥିଲେ । ଓଡ଼ିଶାବାସୀ ବର୍ତ୍ତମାନ ୫୦ ପ୍ରତିଶତ ସେୟାର ବହନ କରୁଛନ୍ତି । ତେଣୁ ଏହି ଯୋଜନାରେ ବିଜୁ ପକ୍କାଘରର ଲୋଗୋ ରହିଲେ ଅସୁବିଧା କେଉଁଠି ରହିଲା ବୋଲି ସେ ପ୍ରଶ୍ନ କରିଛନ୍ତି । ୨୦୧୧, ୧୨, ୧୩, ୧୪ ମସିହାରେ ଗୁଜରାଟ ଏବଂ ମଧ୍ୟପ୍ରଦେଶର ତତ୍କାଳୀନ ସରକାର ଗ୍ରାମୀଣ ଆବାସ ଯୋଜନାରେ ମୁଖ୍ୟମନ୍ତ୍ରୀଙ୍କ ଫଟୋ ସହ ନିଜସ୍ୱ ଲୋଗ ବ୍ୟବହାର କରୁଥିଲେ। ତେବେ ଓଡିଶା ପ୍ରତି ଏତେ ବୈମାତୃକ ମନୋଭାବ କାହିଁକି ବୋଲି ସାମ୍ବାଦିକ ସମ୍ମିଳନୀରେ ପ୍ରଶ୍ନ କରିଛନ୍ତି ବିଜେଡି ବିଧାୟକ ବ୍ୟୋମକେଶ ରାୟ ।

ବିଜେଡି ନେତ୍ରୀ ତଥା ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ରାଜ୍ୟ ସରକାର ଅଂଶ ରହିଛି । ବିଜୁ ପକ୍କା ଘର ଯୋଜନାରେ ଯେଉଁ ଅର୍ଥ ଖର୍ଚ୍ଚ ହେଉଥିଲା ସେହି ଅର୍ଥ ଏବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଖର୍ଚ୍ଚ ହେଉଛି । ଗ୍ରାମୀଣ ଗୃହ ନିର୍ମାଣରେ ଓଡିଶା କେନ୍ଦ୍ର ସରକାରଙ୍କ ଠାରୁ ପୁରସ୍କୃତ ମଧ୍ୟ ହୋଇଥିଲା । ଗ୍ରାମୀଣ ଗୃହ ନିର୍ମାଣ କ୍ଷେତ୍ରରେ ଓଡିଶା ସମଗ୍ର ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି । ଓଡ଼ିଶା ୫ ବର୍ଷ ଭିତରେ ୧୫,୭୩,୦୦୦ ଗୃହ ନିର୍ମାଣ କରିଛି । ଏହି ବାବଦରେ କେନ୍ଦ୍ର ସରକାର ପ୍ରାୟ ୧୨ ହଜାର ୯୨୮ କୋଟି ଖର୍ଚ୍ଚ ହୋଇଥିବା ବେଳେ ରାଜ୍ୟର ପ୍ରାୟ ୮ ହଜାର ୫ ଶହ ୧୮ କୋଟି ଖର୍ଚ୍ଚ ହୋଇଛି ।

ଏଥିସହିତ ଓଡ଼ିଶା ଗତ ୫ବର୍ଷରେ ୧୫ଲକ୍ଷ ୭୩ହଜାର ଘର କରିଥିବା ବେଳେ କେନ୍ଦ୍ର ସରକାର ପ୍ରଶଂସା କରିଛନ୍ତି । କିନ୍ତୁ କେନ୍ଦ୍ର ସରକାର ୧୪ଲକ୍ଷ ଗୃହ ନିର୍ମାଣ ପୂରଣ କରୁନାହାନ୍ତି କାହିଁକି ବୋଲି ସେ ପ୍ରଶ୍ନ କରିଛନ୍ତି । ଏଭଳି ସ୍ଥିତିରେ ସବୁ ଲୋକଙ୍କୁ ଗୃହ ଯୋଗାଇବା ଜରୁରୀ । ଗୃହ ନ ଯୋଗାଇ ବିଜେପି ସାଂସଦ ଦିଲ୍ଲୀରେ ରାଜନୀତି କରୁଛନ୍ତି । ଗୃହ ନିର୍ମାଣ ନେଇ ରାଜ୍ୟ ବିଜେପି କେନ୍ଦ୍ରରେ ସ୍ୱର ଉତ୍ତୋଳନ କରୁନାହିଁ ବୋଲି ଶ୍ରୀମୟୀ ମିଶ୍ର କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

March 18, 2026
ଉଲ୍ଲାସ ସାକ୍ଷରତା ପରୀକ୍ଷା ରଣପୁର ବ୍ଲକରେ ସଫଳତାର ସହ ଅନୁଷ୍ଠିତ

ଉଲ୍ଲାସ ସାକ୍ଷରତା ପରୀକ୍ଷା ରଣପୁର ବ୍ଲକରେ ସଫଳତାର ସହ ଅନୁଷ୍ଠିତ

March 18, 2026
ମା ତାରିଣୀ ଦେବୀଙ୍କ ୧୮ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଯାତ୍ରା

ମା ତାରିଣୀ ଦେବୀଙ୍କ ୧୮ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଯାତ୍ରା

March 18, 2026
ଡମସାହି ସେବା ସମବାୟ ସମିତି ତରଫରୁ ଧାନମଣ୍ଡି ଉଦଘାଟିତ 

ଡମସାହି ସେବା ସମବାୟ ସମିତି ତରଫରୁ ଧାନମଣ୍ଡି ଉଦଘାଟିତ 

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

March 18, 2026
ଉଲ୍ଲାସ ସାକ୍ଷରତା ପରୀକ୍ଷା ରଣପୁର ବ୍ଲକରେ ସଫଳତାର ସହ ଅନୁଷ୍ଠିତ

ଉଲ୍ଲାସ ସାକ୍ଷରତା ପରୀକ୍ଷା ରଣପୁର ବ୍ଲକରେ ସଫଳତାର ସହ ଅନୁଷ୍ଠିତ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version