• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁଗଲ୍‌‌ରୁ ସର୍ଚ୍ଚ କରି ଚିକିତ୍ସା କରିବା ପଡ଼ିଲା ମାହାଙ୍ଗା ; ଚାଲିଗଲା ଛୋଟ ଶିଶୁ ପୁତ୍ର ର ଜୀବନ

Proprietor Abhimanyu Maharana by Proprietor Abhimanyu Maharana
April 1, 2021
in ଓଡ଼ିଶା, ହୋମ୍
0
ଗୁଗଲ୍‌‌ରୁ ସର୍ଚ୍ଚ କରି ଚିକିତ୍ସା କରିବା ପଡ଼ିଲା ମାହାଙ୍ଗା ; ଚାଲିଗଲା ଛୋଟ ଶିଶୁ ପୁତ୍ର ର ଜୀବନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୧ ଏପ୍ରିଲ ୨୦୨୧, ଗୁରୁବାର ) ଉମରକୋଟ :- ଗୁଗଲ୍‌‌ରୁ ସର୍ଚ୍ଚ କରି ଚିକିତ୍ସା କରିବା ଶିଶୁପୁତ୍ରର ଚାଲିଗଲା ଜୀବନ ବେଳେ ଶିଶୁପୁତ୍ରର ଚାଲିଗଲା ଜୀବନ । ଡାକ୍ତରଙ୍କ ବିରୋଧରେ ଏଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି ମୃତ ଶିଶୁର ପରିବାର ଲୋକେ। ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ଜଣେ ଡାକ୍ତର ୟୁଟ୍ୟୁବ୍‌ରୁ ଭିଡିଓ ଦେଖି ଚିକିତ୍ସା କରୁଥିବା ବେଳେ ଶିଶୁ ପୁତ୍ରର ମୃତ୍ୟୁ ହୋଇଛି । ଅଭିଯୋଗ ମୁତାବକ ଡାବୁଗାଁ ବ୍ଲକ୍ ଅନ୍ତର୍ଗତ ବଡ଼ଓଲମା ଗ୍ରାମର ପ୍ରଶାନ୍ତ ବିଶୋଇ ଓ ପତ୍ନୀ ଅମ୍ରିତା ବିଶୋଇଙ୍କ ୬ ମାସ ତଳେ ଏକ ଶିଶୁ ପୁତ୍ର ଜନ୍ମ ହୋଇଥିଲା । ଗତକାଲି ଶିଶୁ ପୁତ୍ରକୁ ଥଣ୍ଡା କାଶ ହୋଇଥିଲା । ବାପା ମାଆ ତାକୁ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଆଣିଥିଲେ । ହେଲେ ସେଠାରେ ଦାୟିତ୍ୱରେ ଥିବା ଡାକ୍ତର ଗୁଗଲ୍‌ ‌ ଓ ୟୁଟ୍ୟୁବ୍‌ ଦେଖି ପ୍ରେସକ୍ରିପସନରେ ଏକ ଇଞ୍ଜେକ୍ସନ ଲେଖି ଔଷଧ ଆଣିବାକୁ କହିଥିଲେ ।

ପରିବାର ଲୋକେ ଇଞ୍ଜେକେସନ ଆଣିଲା ପରେ ଇଞ୍ଜେକସନ ଦେବାର କିଛି ସମୟ ପରେ ଶିଶୁ ପୁତ୍ରର ମୃତ୍ୟୁ ହୋଇଥିଲା । ପିଲାର ବାପା ପ୍ରଶାନ୍ତ ବିଶୋଇ କହିଛନ୍ତି ଯେ, ଆମ ପିଲାକୁ କାଶ ହେଉଥିଲା । ଆମେ ଡାକ୍ତରଖାନା ଆଣିଥିଲୁ । ହେଲେ ଡାକ୍ତର ଜଣକ ଗୁଗଲ୍‌ ଦେଖି ଇଞ୍ଜେକ୍ସନ୍ ଦେଇଥିଲେ । ଯାହା ଫଳରେ ସେଇ ଇଞ୍ଜେକସନ ନେଇ ଆମ ପିଲାର ମୃତ୍ୟୁ ଘଟିଛି । ଏହି ଘଟଣାକୁ ନେଇ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଉତ୍ତେଜନା ଦେଖା ଦେଇଥିଲା । ଅନ୍ୟପଟେ ଶିଶୁ ମୃତ୍ୟୁ ଖବର ପାଇ ଡାକ୍ତର ଜଣକ କେଉଁଆଡେ ଚମ୍ପଟ ମାରିଛନ୍ତି । ବାପା କଅଁଳ ଶିଶୁକୁ ହରାଇ ଛାତି ପିଟି ବାହୁନି ବାହୁନି କାନ୍ଦୁ ଥିବା ଦେଖିବାକୁ ମିଳିଥିଲା । ସମ୍ପୃକ୍ତ ଡାକ୍ତର ଜଣକ ୟୁଟ୍ୟୁବ୍‌ ସହାୟତା ନେଇ ଡାକ୍ତର ହୋଇଛନ୍ତି ନା ପାଠ ପଢ଼ି ଡାକ୍ତର ହୋଇଛନ୍ତି ତାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ତେବେ ଡାକ୍ତରଙ୍କ ଭୁଲ୍ ଚିକିତ୍ସା ଯୋଗୁଁ ଶିଶୁ ମୃତ୍ୟୁକୁ ନେଇ ବିଭାଗୀୟ ଅଧିକାରୀ କି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି ତାହା ଦେଖିବାକୁ ବାକି ରହିଲା । ( ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
SIRକୁ ବିରୋଧକରି ନିର୍ବାଚନ କମିଶନର ଜ୍ଞାନେସ କୁମାରଙ୍କ ଇସ୍ତଫା ଦାବିରେ କନ୍ଧମାଳ କଂଗ୍ରେସର ସଫଳତାର ସହ ୧୨ ଘଣ୍ଟିଆ ବନ୍ଦ ପାଳନ

SIRକୁ ବିରୋଧକରି ନିର୍ବାଚନ କମିଶନର ଜ୍ଞାନେସ କୁମାରଙ୍କ ଇସ୍ତଫା ଦାବିରେ କନ୍ଧମାଳ କଂଗ୍ରେସର ସଫଳତାର ସହ ୧୨ ଘଣ୍ଟିଆ ବନ୍ଦ ପାଳନ

October 9, 2026
 ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ – ୨୦୨୬ଅନୁଷ୍ଠିତ

 ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ – ୨୦୨୬ଅନୁଷ୍ଠିତ

October 8, 2026
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ

October 8, 2026
୪୬ ବର୍ଷ ପରେ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ : ପ୍ରଥମଥର ପାଇଁ ଭୋଟ ଦେବେ ଛାତ୍ରଛାତ୍ରୀ

୪୬ ବର୍ଷ ପରେ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ : ପ୍ରଥମଥର ପାଇଁ ଭୋଟ ଦେବେ ଛାତ୍ରଛାତ୍ରୀ

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

SIRକୁ ବିରୋଧକରି ନିର୍ବାଚନ କମିଶନର ଜ୍ଞାନେସ କୁମାରଙ୍କ ଇସ୍ତଫା ଦାବିରେ କନ୍ଧମାଳ କଂଗ୍ରେସର ସଫଳତାର ସହ ୧୨ ଘଣ୍ଟିଆ ବନ୍ଦ ପାଳନ

SIRକୁ ବିରୋଧକରି ନିର୍ବାଚନ କମିଶନର ଜ୍ଞାନେସ କୁମାରଙ୍କ ଇସ୍ତଫା ଦାବିରେ କନ୍ଧମାଳ କଂଗ୍ରେସର ସଫଳତାର ସହ ୧୨ ଘଣ୍ଟିଆ ବନ୍ଦ ପାଳନ

October 9, 2026
 ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ – ୨୦୨୬ଅନୁଷ୍ଠିତ

 ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ – ୨୦୨୬ଅନୁଷ୍ଠିତ

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version