• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଦିଗୁଣ ବଢ଼ିଛି ଚାଷୀଙ୍କ ଆୟ : ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
February 17, 2020
in Uncategorized, ଓଡ଼ିଶା, ହୋମ୍
0
ଦିଗୁଣ ବଢ଼ିଛି ଚାଷୀଙ୍କ ଆୟ : ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର 17.2.2020 :- ବିପର୍ଯ୍ୟୟ ପରିଚାଳନା, ଦାରିଦ୍ର‌୍ୟ ଦୂରୀକରଣ କରିବା କ୍ଷେତ୍ରରେ ସଫଳତା ହାସଲ କରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି । ରାଜ୍ୟପାଳଙ୍କର ଅଭିଭାଷଣ ଜନିତ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ଓ ସମାଲୋଚନାର ଉତର ଦେଇ ମୁଖ୍ୟମନ୍ତ୍ରୀ ଏହା କହିଥିଲେ । ଗତ ୨୦ ବର୍ଷ ମଧ୍ୟରେ ଯେଉଁ ସବୁ ପ୍ରତିଶ୍ରୁତି ଦିଆଯାଇଥିଲା ତାହା ଆମେ କାର୍ଯ୍ୟକାରୀ କରିଛୁ । ଓଡ଼ିଶା ଏକମାତ୍ର ରାଜ୍ୟ ଚାଷୀ ମାନଙ୍କର ଆୟକୁ ଦ୍ୱିଗୁଣିତ କରିପାରିଛି । ବିଗତ ୧୦ ବର୍ଷ ମଧ୍ୟରେ ୮୦ ଲକ୍ଷ ଲୋକଙ୍କୁ ଦାରିଦ୍ର‌୍ୟ ଦୂରୀକରଣରୁ ମୁକ୍ତ କରିଛୁ । ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଣୀତ କାଳିଆ ଯୋଜନା ଦେଶ ପାଇଁ ଏକ ମଡ଼େଲ ହୋଇଛି । ୫୦ ଲକ୍ଷ ଛୋଟ ଓ ମଧ୍ୟମ ଚାଷୀଙ୍କ ସମେତ ୨୫ ଲକ୍ଷ ଭୂମିହୀନ ଲୋକଙ୍କୁ କାଳିଆ ସହାୟତା ପ୍ରଦାନ କରାଯାଇଛି । ନାଗରିକ ମାନଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ବିଭିନ୍ନ ମେଡ଼କାଲରେ ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯାଉଛି । ମେଲେରିଆ ରୋଗକୁ ନିୟବଣ କରାଯାଇଛି ପାରିଛି । ଡବ୍ଲଏଚଓ ଏହାକୁ ସ୍ୱୀକୃତି ଦେଇଛି । ମହିଳା ମାନଙ୍କୁ ସଶକ୍ତ କରିବାର ଲକ୍ଷ ନେଇ ସେମାନଙ୍କ ପାଇଁ ମିଶନଶକ୍ତି ଯୋଜନା କରାଯାଇଛି । ମମତା ଯୋଜନାରେ ୪୦ ଲକ୍ଷ ମହିଳାଙ୍କୁ ସାମିଲ କରାଯାଇଛି । ସହରାଂଚଳରେ ପ୍ରତ୍ୟେକ ଘରକୁ ଉନ୍ନତମାନର ପାନୀୟଜଳ ଯୋଗାଇଦେବାର ଲକ୍ଷ୍ୟ ରଖାଯାଇଛି । ରାଜ୍ୟପାଳଙ୍କର ଅଭିଭାଷଣ ଉପରେ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଆଣିଥିବା ଧନ୍ୟବାଦ ପ୍ରସ୍ତାବ ଆଲୋଚନା ଶେଷ ହୋଇଛି । ଆଲୋଚନା ଆରମ୍ଭ କରି କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରି କହିଥିଲେ ଯେ, ଅଭିଭାଷଣ ପୁସ୍ତିକାରେ ରାଜ୍ୟ ସରକାରଙ୍କର ସଫଳତା କାହାଣୀ ଉଲ୍ଲେଖ ରହିଛି । ବାସ୍ତବ ଚିତ୍ର ନାହିଁ । ୨୦୦୬ ମସିହାରେ ରାଜ୍ୟପାଳଙ୍କ ମୁହଁରେ ସରକାର ୩୫ ପ୍ରତିଶତ ଜଳସେଚନ ହେବ ବୋଲି କହିଥିଲେ । ୫ ବର୍ଷ ପରେ ରାଜ୍ୟପାଳଙ୍କ ଅଭିଭାଷଣରେ ତାହା ରହିଲା ନାହିଁ । ୨୦୦୮ରେ ଜଳସେଚନ ହୋଇପାରିନଥିବା ଗ୍ରାମକୁ ୫ ଲକ୍ଷ ଟଙ୍କା ଦିଆଯିବ ବୋଲି କହିଥିଲେ । ମାତ୍ର ତାହା ଦିଆଗଲା ନାହିଁ । ଅର୍ଥମବୀଙ୍କ ଜିଲ୍ଲାରେ ୯୫ ପ୍ରତିଶତ ଜଳସେଚନ ହୋଇଛି ବୋଲି ଯାହା କୁହାଯାଇଛି ତାହା ମିଥ୍ୟା । ସବୁ ଘରକୁ ପାନୀୟ ଜଳ ଦେବା ପାଇଁ ଘୋଷଣା କରାଯାଇଥିଲେ ହେଁ ତାହା ମଧ୍ୟ ହେଲା ନାହିଁ । ଚାଷୀମାନଙ୍କର ଆୟ ଦୁଇଗୁଣ କରାଯିବ ଯାହା କୁହାଯାଇଛି ତାହା କରାଯାଇ ପାରିଲା ନାହିଁ । କାଳିଆ ଯୋଜନାରେ ୫ ହଜାର ଟଙ୍କା ଦେବେ ବୋଲି କହିଥିଲେ ହେଁ ତାହା ଚାଷୀର ଖର୍ଚ୍ଚକୁ ମେଂଟାଇ ପାରୁନାହିଁ । ଧାନ କିଣାରେ ବ୍ୟାପକ ଦୁର୍ନୀତି ହୋଇଛି । ମଣ୍ଡିରେ ପଡ଼ିଥିବା ଧାନ ଉଠାଯାଉନାହିଁ । ମିଲରମାନେ ମଣ୍ଡିକୁ ନ ଯିବାପାଇଁ ସୁପ୍ରିମ କୋର୍ଟର ନିର୍ଦ୍ଦେଶ ଥିଲେ ହେଁ ତାଙ୍କ ବିନା ଧାନ କ୍ରୟ କରାଯାଉନାହିଁ । ଶାସକ ଦଳ ପକ୍ଷରୁ ଆଲୋଚନା ଆରମ୍ଭ କରି ବିଧାୟକ ପ୍ରୀତି ରଂଜନ ଘଡ଼େଇ କହିଥିଲେ ଯେ, କାଳିଆ ଯୋଜନା ଏକ ଐତିହାସିକ ଯୋଜନା । ଆୟ ବଢ଼େଇବା, ଜଳସେଚନ ବୃଦ୍ଧି କରିବା, ପାନୀୟ ଜଳ ଯୋଗାଇବା ପାଇଁ ଆରମ୍ଭ ହୋଇଥିବା ସ୍କିମ୍‌ର କାର୍ଯ୍ୟକାରିତାକୁ ତ୍ୱରାନ୍ୱିତ କରିବା, ଶିଳ୍ପକରଣ କାର୍ଯ୍ୟକ୍ରମକୁ ଆଗେଇନେବାରେ ଗୁରୁତ୍ୱ ଦିଆଯାଇଛି । ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକ କହିଲେ ଯେ, ଜଗନ୍ନାଥଙ୍କର ଆଦିକ୍ଷେତ୍ର କଂଟିଲୋର ନୀଳମାଧବଙ୍କର ମନ୍ଦିରକୁ ଅନୁଦାନ ଦେବା ଦାବି କରିଥିଲା ବେଳେ ପ୍ରତି ଜିଲ୍ଲାରେ ସାଇବର ପୋଲିସ ଷ୍ଟେସନ ସ୍ଥାପନ କରିବା ପାଇଁ ଦାବି କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଦେବୀ ରଂଜନ ତ୍ରିପାଠୀ, ଲତିକା ପ୍ରଧାନ କହିଥିଲେ ଯେ, ଓଡ଼ିଶାକୁ ଏ ସରକାର କ୍ଷୁଧାମୁକ୍ତ କରିଛି । ପରାମର୍ଶଭିତିକ ପ୍ରଶାସନ ହୋଇଛି । ବିକାଶ ପାଇଁ ନିରନ୍ତର କାମ ଚାଲିଛି । ଚାଷୀ ମାନଙ୍କର ଆୟ ବୃଦ୍ଧି ପାଇଁ ଅର୍ଥକାରୀ ଫସଲକୁ ପ୍ରୋତ୍ସାହନ ଦେବା ଉପରେ ଗୁରୁତ୍ୱ ଦେଇଥିଲେ । ଧାନର ଅଭାବୀ ଦର ରୋକିବା ଉପରେ ପ୍ରାଧାନ୍ୟ ଦେଇଥିଲେ । ସିପିଏମ ସଭ୍ୟ ଲକ୍ଷ୍ମଣ ମୁଣ୍ଡା କହିଲେ ଯେ, ରାଜ୍ୟପାଳଙ୍କ ଅଭିଭାଷଣ ପୁସ୍ତିକାରେ ଯାହା ଉଲ୍ଲେଖ କରାଯାଇଛି ତାହା ଜନସାଧାରଣଙ୍କୁ ବିଭ୍ରାନ୍ତ କରିଛି । ନିର୍ବାଚନକୁ ଦୃଷ୍ଟିରେ ରଖି କାଳିଆ ଯୋଜନା କରାଯାଇଥିଲା । ସରକାର ବହୁ କ୍ଷେତ୍ରରେ ବିଫଳ ହୋଇଛନ୍ତି । ବିଧାୟକ ତାରାବାହିନୀପତି କହିଲେ ଯେ, ରାଜ୍ୟରେ ଦାଦନ ସଂଖ୍ୟା ବୃଦ୍ଧି, ବେକାରୀ ସମସ୍ୟା ଉତ୍କଟ ହୋଇଛି । ଯୋଜନା ପରେ ଯୋଜନା ତିଆରି ହେଉଛି ମାତ୍ର ତାହା ଲୋକଙ୍କ ପାଖରେ ପହଂଚି ପାରୁନାହିଁ । ଶିକ୍ଷକ ଓ ଡାକ୍ତର ନାହାନ୍ତି, ଆଳୁ, ପିଆଜ ନୀତି ବିଫଳ ହୋଇଛି । ବ୍ୟାଙ୍କ, ଡକାୟତି, ଲୁଟ୍‌, ଆଦିବାସୀ ଝିଅଙ୍କୁ ଦୁଷ୍କର୍ମ ଘଟଣା ବଢ଼ି ଚାଲିଛି । ଅତନୁ ସବ୍ୟସାଚୀ ନାୟକ କହିଲେ ଯେ, ୫-ଓ ଓ ମୋ ସରକାର ବିରୋଧି ଦଳ ମନରେ ଭୟ ସୃଷ୍ଟି କରିଛି । ସବୁ ଧର୍ମର ଅନୁଷ୍ଠାନ ଗୁଡ଼ିକୁ ସମ୍ମାନୀତ ଦିଆଯାଉଛି । ବିଧାୟକ ନିତ୍ୟାନନ୍ଦ ଗଣ୍ଡ କହିଲେ ଯେ, ଏସଏସଜି ମାନେ ଋଣ ପାଇ ପାରୁ ନାହାନ୍ତି । ମା ଭଉଣୀମାନେ ଅନ୍ୟାୟର ଶୀକାର ହେଉଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

October 29, 2026
ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ : ୨୯ ରେ କନ୍ଧମାଳ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ – ଶିକ୍ଷକ ଓ କର୍ମଚାରୀଙ୍କୁ ଡ୍ୟୁଟିରେ ରହିବା ନିର୍ଦ୍ଦେଶ

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ : ୨୯ ରେ କନ୍ଧମାଳ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ – ଶିକ୍ଷକ ଓ କର୍ମଚାରୀଙ୍କୁ ଡ୍ୟୁଟିରେ ରହିବା ନିର୍ଦ୍ଦେଶ

October 29, 2026
ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବାଲିଗୁଡ଼ାରେ ଲଗାଣ ବର୍ଷା ଜନଜୀବନ ଅସ୍ତବ୍ୟସ୍ତ : ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବାଲିଗୁଡ଼ାରେ ଲଗାଣ ବର୍ଷା ଜନଜୀବନ ଅସ୍ତବ୍ୟସ୍ତ : ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ

October 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

October 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version