• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାଆ, ମାତୃଭାଷା ଓ ମାତୃଭୂମିକୁ ଭୁଲିଯିବା ଉଚିତ ନୁହେଁ : ଉପରାଷ୍ଟ୍ରପତି – ‘ମାଇଁ ମଦର- ମାଇଁ ହିରୋ’ ପୁସ୍ତକ ଉନ୍ମୋଚିତ

Proprietor Abhimanyu Maharana by Proprietor Abhimanyu Maharana
April 2, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ମାଆ, ମାତୃଭାଷା ଓ ମାତୃଭୂମିକୁ ଭୁଲିଯିବା ଉଚିତ ନୁହେଁ : ଉପରାଷ୍ଟ୍ରପତି – ‘ମାଇଁ ମଦର- ମାଇଁ ହିରୋ’ ପୁସ୍ତକ ଉନ୍ମୋଚିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨ ଏପ୍ରିଲ ଶୁକ୍ରବାର ) ଭୁବନେଶ୍ୱର :- ମାଆ, ମାତୃଭାଷା ଓ ମାତୃଭୂମିକୁ ଆମେମାନେ ଭୁଲିଯିବା ଉଚିତ ନୁହେଁ ବୋଲି ଭାରତର ଉପରାଷ୍ଟ୍ରପତି ଏମ୍‍ ଭେଙ୍କେୟା ନାଇଡୁ କହିଛନ୍ତି । ଶିକ୍ଷାବିତ୍‍ ଓ ସମାଜସେବୀ ଅଚ୍ୟୁତ ସାମନ୍ତଙ୍କ ଲିଖିତ ‘ମାଇଁ ମଦର – ମାଇଁ ହିରୋ’ ଇଂରାଜୀ ପୁସ୍ତକ ଶୁକ୍ରବାର ଓଡ଼ିଶା ରାଜଭବନଠାରେ ଉନ୍ମୋଚନ କରି ଏହା କହିଛନ୍ତି । ଶ୍ରୀ ନାଇଡୁ କହିଲେ, ଆମେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଜୀବନୀ ପଢ଼ିଛୁ ମାତ୍ର ଜଣେ ମାଆଙ୍କ ଜୀବନୀ ଲେଖାଯିବା ନିଶ୍ଚିତ ଭାବେ ସ୍ୱତନ୍ତ୍ର ଓ ପ୍ରେରାଣାଦାୟୀ । କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟପାଳ ଗଣେଶୀଲାଲ୍‍ ଯୋଗଦେଇ କହିଲେ, ଆମେ କେବଳ ମାନବସେବା କରିବା ନାହିଁ, ଆମେ ମାନବିକତାକୁ ମଧ୍ୟ ପୂଜା କରିବା ଉଚିତ ।

ଯଥେଷ୍ଟ କମ୍‍ ବୟସରେ ଶ୍ରୀ ସାମନ୍ତ ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ପୁସ୍ତକ ଲେଖିଛନ୍ତି ବୋଲି ଗଣେଶୀଲାଲ୍‍ କହିଥିଲେ । ସୂଚନାଯୋଗ୍ୟ, ଅଚ୍ୟୁତ ସାମନ୍ତଙ୍କ ମାଆ ନୀଳିମାରାଣୀ ନିଜ ସଂଘର୍ଷମୟ ଜୀବନ ମଧ୍ୟରେ ନିଜ ପିଲାଙ୍କୁ ସଫଳ ମଣିଷ କରି ଗଢ଼ି ତୋଳିବାରେ ସକ୍ଷମ ହୋଇପାରିଛନ୍ତି ଏବଂ ମାଆଙ୍କ ଜୀବନାଦର୍ଶ ଓ ମୂଲ୍ୟବୋଧକୁ ଆଧାର କରି ଲେଖକ ଅଚ୍ୟୁତ ସାମନ୍ତ କିଭଳି ସମଗ୍ର ବିଶ୍ୱରେ ଏକ ସ୍ୱତନ୍ତ୍ର ପରିଚିତି ସୃଷ୍ଟି କରିପାରିଛନ୍ତି ତାହା ହିଁ ଏହି ପୁସ୍ତକର ନିଷ୍କର୍ଷ ।

ନିଜ ବକ୍ତବ୍ୟରେ ଶ୍ରୀ ସାମନ୍ତ କହିଛନ୍ତି ସେ ସର୍ବଦା ନାରୀଶକ୍ତିକୁ ସମ୍ମାନ ଦେଇଛନ୍ତି । ନାରୀଶକ୍ତିର ପ୍ରଭାବ ସେ ପିଲାଟି ବେଳୁ ଅନୁଭବ କରିଆସିଛନ୍ତି । ନାରୀଶକ୍ତି ସର୍ବଦା ସମାଜର ଉନ୍ନତି କରିଆସିଛି । ନାରୀଶକ୍ତିକୁ ଯେତେ ସଶକ୍ତ କରାଯିବ ଦେଶ ଓ ସମାଜର ସେତିକି ଉନ୍ନତି ହେବ ବୋଲି ଶ୍ରୀ ସାମନ୍ତ ବିଶ୍ୱାସ କରନ୍ତି । ଶ୍ରୀ ସାମନ୍ତଙ୍କ ପୁସ୍ତକଟି ନାରୀଶକ୍ତିକୁ କେନ୍ଦ୍ରକରି ଲେଖାଯାଇଛି । ଏହି ନାରୀଶକ୍ତିକୁ ବ୍ୟାଖ୍ୟା କରିବାକୁ ଯାଇ ଶ୍ରୀ ସାମନ୍ତ ନିଜ ମାଆଙ୍କ ଉଦାହରଣ ନେଇଛନ୍ତି । ନୀଳିମାରାଣୀ ଦେବୀଙ୍କ ଉଦ୍ୟମ, ଆଦର୍ଶ ଓ ପ୍ରେରଣା ଯୋଗୁଁ କଟକ ଜିଲ୍ଲାର ନିପଟ ମଫସଲ ଗାଁଆ କଲରାବାଙ୍କ ଦେଶର ପ୍ରଥମ ଆଦର୍ଶ ଗ୍ରାମ ଓ ପରେ ସ୍ମାର୍ଟ ଗ୍ରାମ କଲରାବାଙ୍କ ଏବଂ ମାଣପୁର କିଭଳି ଏକ ସ୍ମାର୍ଟ ପଞ୍ଚାୟତରେ ପରିଣତ ହୋଇପାରିଛି ସେ ସଂପର୍କରେ ଏହି ପୁସ୍ତକରେ ବିଶେଷ ଆଲୋଚନା କରାଯାଇଛି ।

ମାତ୍ର ୪୦ ବର୍ଷ ବୟସରେ ସ୍ୱାମୀଙ୍କୁ ହରାଇ ଅଚ୍ୟୁତଙ୍କ ମାଆ ନୀଳିମାରାଣୀ ଦେବୀ ସଂପୂର୍ଣ୍ଣ ଅସହାୟ, ନିରାଶ୍ରୟ ଓ ବେସାହାରା ହୋଇପଡ଼ିଥିଲେ । ଏକ ଟ୍ରେନ୍‍ ଦୁର୍ଘଟଣାରେ ଅଚ୍ୟୁତଙ୍କ ପିତା ଅନାଦି ଚରଣଙ୍କ ଅକାଳ ମୃତ୍ୟୁ ପରେ ନୀଳିମାରାଣୀଙ୍କ ଚତୁର୍ପାଶ୍ୱର୍ ଅନ୍ଧକାର ହୋଇଯାଇଥିଲା । ନିଜର ଦୃଢ଼ ମନୋବଳ, ନିଷ୍ଠା, ସଂଘର୍ଷ ମଧ୍ୟରେ ଜୀବନ ଅତିବାହିତ କରି ଶେଷ ଜୀବନ ପର୍ଯ୍ୟନ୍ତ ନିଜ କନିଷ୍ଠ ପୁତ୍ର ଅଚ୍ୟୁତଙ୍କ ମାଧ୍ୟମରେ ସ୍ମାର୍ଟ ଗ୍ରାମ କଲରାବାଙ୍କ ଓ ସ୍ମାର୍ଟ ପଞ୍ଚାୟତ ମାଣପୁରର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ନିଜକୁ ନିୟୋଜିତ କରି ରଖିଥିଲେ । ମୋଟାମୋଟି ଭାବେ ନୀଳିମାରାଣୀ ଦେବୀଙ୍କ ସଂଘର୍ଷମୟ ଜୀବନ ସହ ଅଚ୍ୟୁତ ପ୍ରତି ନୀଳିମାରାଣୀଙ୍କ ଅବଦାନ ହିଁ ପୁସ୍ତକର ମୁଖ୍ୟ ବିଷୟବସ୍ତୁ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version