• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ , ନବ ନିର୍ବାଚିତ ଯୁବ କଂଗ୍ରେସ ସଭାପତିଙ୍କୁ ସମ୍ବର୍ଦ୍ଧିତ

Proprietor Abhimanyu Maharana by Proprietor Abhimanyu Maharana
April 2, 2021
in ଓଡ଼ିଶା, କଟକ, ରାଜନୀତି, ହୋମ୍
0
କଟକ , ନବ ନିର୍ବାଚିତ ଯୁବ କଂଗ୍ରେସ ସଭାପତିଙ୍କୁ ସମ୍ବର୍ଦ୍ଧିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨ ଏପ୍ରିଲ ଶୁକ୍ରବାର ) କଟକ :- ଯୁବକ ମାନେ ହେଉଛନ୍ତି ସମାଜର ମେରୁଦଣ୍ଡ । ଏହାକୁ କଂଗ୍ରେସ ସବୁବେଳେ ଗୁରୁତ୍ୱ ଦେଇ ଆସୁଛି ବୋଲି ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ୍ କହିଛନ୍ତି । ଆଜି କଟକ ନଗର କଂଗ୍ରେସ କମିଟି କାର୍ଯ୍ୟ।ଳୟ ରେ, ଆୟୋଜିତ ନବ ନିର୍ବାଚିତ ଯୁବ କଂଗ୍ରେସ କମିଟିର ସଭାପତିଙ୍କ ପାଇଁ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା ।ଏଥିରେ କଟକ ନଗର କଂଗ୍ରେସ କମିଟିର ସଭାନେତ୍ରୀ ଗିରୀବାଳା ବେହେରା ଅଧ୍ୟକ୍ଷତା କରିଥିଲେ । ବାରବାଟୀ-କଟକ ବିଧାୟକ ଇଞ୍ଜିନିୟର ମହମ୍ମଦ ମୋକିମ୍ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ, ନୂତନ ଭାବେ ନିର୍ବାଚିତ ଯୁବ କଂଗ୍ରେସର କଟକ ସଦଳ ସଭାପତି ଯନାର୍ଦ୍ଦନ ପରିଡ଼ା, ବାରବାଟୀ-କଟକର ଯୁବ ସଭାପତି ସନ୍ତୋଷ ପାତ୍ର , ଚୌଦାର କଟକ ର ଯୁବ ସଭାପତି ସ୍କୃତି ରଞ୍ଜନ ରାଉତଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

ଯୁବକ ମାନେ ଗାନ୍ଧୀ ,ଗୋପବନ୍ଧୁ, ନେତାଜୀଙ୍କ ଚିନ୍ତା ଧରା ନେଇ କାର୍ଯ୍ୟ କରିବା ସହିତ ଭଲ କଥା ନେଇ ଲୋକଙ୍କ ପାଖକୁ ଯିବାକୁ ପରାମର୍ଶ ଦେଇଥିଲେ । ସେହିପରି ଟାଟା ପାୱାର ର କର୍ମଚାରୀ ମାନେ ଲୋକମାନଙ୍କୁ ଠିକ୍ ଭାବେ ବିଦ୍ୟୁତ୍ ସେବା, ଯୋଗାଇ ନଦେଇ ନିରିହ ଗରିବ ଲୋକମାନଙ୍କ ଉପରେ ବକେୟା ଵିଦ୍ୟୁତ ବିଲ୍ ଆଦାୟ ପାଇଁ ଜିଦ କରିବା ସହ ବିଦ୍ୟୂତ ଲାଇନ କାଟିଦେବାକୁ ଦେଉଥିବା ଧମକ ବିରୁଦ୍ଧରେ ଆସନ୍ତା ୬ ତିରିଖ ସୋମବାର ଦିନ , କଟକର ବିଦ୍ୟୂତ ବିଭାଗର ଏକ୍ଜିକ୍ୟୁଟିଭ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରିବା ପାଇଁ ପାୱାର ଲୋକଙ୍କ ପାଖକୁ ନିଷ୍ପତ୍ତି ନିଆଯାଇଥିଲା ।

ଏହି ଘେରାଉ କାର୍ଯ୍ୟକ୍ରମରେ ସମସ୍ତ ଯୁବ,ଛାତ୍ର, ମହିଳା ଏବଂ କଂଗ୍ରେସ କର୍ମୀ ସାମିଲ ହେବା ପାଇଁ ନିଷ୍ପତ୍ତି ନିଆଯାଇଛି । ଆୟୋଜିତ କାର୍ଯ୍ୟକ୍ରମ ରେ କଟକ ଜିଲ୍ଲା ଯୁବ କଂଗ୍ରେସ କମିଟିର ସଭାପତି ଆର୍ଯ୍ୟବୀର ଲେଙ୍କା, ବିକି ଚକ୍ରବର୍ତ୍ତୀ, ରାଜ୍ୟ ଉପସଭାପତି ମହମ୍ମଦ ଆଲିମ ପ୍ରମୁଖ ଯୋଗଦେଇଥିଲେ । Byt- ମହମ୍ମଦ ମୋକିମ୍ (ବିଧାୟକ ବାରବାଟୀ -କଟକ )। (କଟକରୁ ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ)  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

March 18, 2026
ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version