• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁଡ୍ ଫ୍ରାଇଡେ : କାହିଁକି ପାଳନ କରାଯାଏ – ଜାଣନ୍ତୁ

Proprietor Abhimanyu Maharana by Proprietor Abhimanyu Maharana
April 2, 2021
in ଓଡ଼ିଶା, ମହାନଗର, ହୋମ୍
0
ଗୁଡ୍ ଫ୍ରାଇଡେ : କାହିଁକି ପାଳନ କରାଯାଏ – ଜାଣନ୍ତୁ
Share on FacebookShare on TwitterWhatsapp

ଗୁଡ୍ ଫ୍ରାଇଡେ କାହିଁକି ପାଳନ କରାଯାଏ ଏବଂ ଏହାର ମହତ୍ତ୍ୱ କଣ, ଜାଣନ୍ତୁ ଏହି ଦିନର ଇତିହାସ

ଓଡ଼ିଶା ତାଜା ନ୍ୟୁଜ୍ (୨ ଏପ୍ରିଲ ଶୁକ୍ରବାର ) ଭୁବନେଶ୍ୱର : – ଗୁଡ୍ ଫ୍ରାଇଡେ ଖ୍ରୀଷ୍ଟ ଧର୍ମର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କରି ପାଳନ କରାଯାଏ । ଗୁଡ୍ ଫ୍ରାଇଡେ ଦିନ ଚର୍ଚ୍ଚରେ ବିଶେଷ ପ୍ରାର୍ଥନା ସଭା ଆୟୋଜିତ କରାଯାଇଥାଏ । ଏହି ପର୍ବ ପୁରା ଦୁନିଆର ପାଳନ କରାଯାଇଥାଏ । ଇଷ୍ଟର ରବିବାର ପୂର୍ବରୁ ଆସୁଥିବା ଶୁକ୍ରବାର ଦିନ ଗୁଡ଼ ଫ୍ରାଇଡେ ପାଳନ କରାଯାଏ । ଏଥର ଗୁଡ଼ ଫ୍ରାଇଡେ ଏପ୍ରିଲ ୨ ତାରିଖରେ ପାଳନ କରାଯାଉଛି । ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବଳିଦାନ ସ୍ୱରୂପ ଏହି ପର୍ବ ପାଳନ କରାଯାଏ । ଇସାଈ ଧର୍ମାବଲମ୍ବୀ ଗୁଡ଼ ଫ୍ରାଇଡେର ୪୦ ଦିନ ପୂର୍ବରୁ ବିଶେଷ ପ୍ରସ୍ତୁତି ଆରମ୍ଭ ହୋଇଯାଇଥାଏ । ୪୦ ଦିନ ପରେ ଚର୍ଚ୍ଚା ଓ ଗିରିଜାଘରମାନଙ୍କରେ ପ୍ରଭୁ ଯୀଶୁଙ୍କ ବଳିଦାନକୁ ସ୍ମରଣ କରାଯାଇ । ପ୍ରଭୁ ଯୀଶୁ ପ୍ରେମ ଓ କରୁଣାର ସନ୍ଦେଶ ଦେଇଥିଲେ ।   

ରୋମ ରାଜାଙ୍କ ଆଦେଶ ଅନୁଯାୟୀ କଲବରିରେ ଶୁକ୍ରବାର ଦିନ ଯୀଶୁଙ୍କୁ ଶୂଳିରେ ଟାଙ୍ଗି ଦିଆଯାଇଥିଲା । ଅନ୍ଧବିଶ୍ୱାସ ଓ ମିଛ କଥା କହୁଥିବା ଧର୍ମଗୁରୁ ଯୀଶୁଙ୍କ ଲୋକପ୍ରିୟତା ଦେଖି ଆତଙ୍କିତ ହୋଇଯାଇଥିଲେ । ଯୀଶୁଙ୍କ ବିଚାର ଲୋକଙ୍କୁ ପ୍ରଭାବିତ କରୁଥିଲା । ଏସବୁ ଦେଖି କିଛି ସ୍ଥାନୀୟ ଲୋକେ ବାଦଶାହଙ୍କୁ ଭଡକାଇବା ଆରମ୍ଭ କଲେ । ଏହାପରେ ପ୍ରଭୁ ଯୀଶୁଙ୍କୁ ଶୂଳିରେ ଟାଙ୍ଗୀବାକୁ ଆଦେଶ ଦିଆଯାଇଥିଲା । ପ୍ରଭୁ ଯୀଶୁ ନିଜ ସମ୍ପୂର୍ଣ ଜୀବନ ଲୋକଙ୍କ କଲ୍ୟାଣ ପାଇଁ ସମର୍ପିତ କରିଦେଇଥିଲେ ।

ଗୁଡ଼ ଫ୍ରାଇଡେର ତୃତୀୟ ଦିନ ଅର୍ଥାତ ରବିବାର ଦିନ ପ୍ରଭୁ ଯୀଶୁ ପୁନଃ ଜୀବିତ ହୋଇଯାଇଥିଲେ । ୪୦ ଦିନ ଯାଏଁ ଲୋକଙ୍କ ପାଖକୁ ଯାଇ ଉପଦେଶ ଦେଉଥିଲେ । ପ୍ରଭୁ ଯୀଶୁଙ୍କ ପୁନଃ ଜୀବିତ ଘଟଣାକୁ ଇଷ୍ଟର ରବିବାର ରୂପେ ପାଳନ କରାଯାଏ । ଏଥର ଇଷ୍ଟର ଏପ୍ରିଲ ୪ ତାରିଖରେ ପଡୁଛି। ଏହିଦିନ ପ୍ରାତଃ କାଳରେ ପ୍ରାର୍ଥନା କରାଯାଇଥାଏ । କାରଣ ଏହି ସମୟରେ ଯୀଶୁଙ୍କ ପୁନଃରୁଥାନ ହୋଇଥିଲା । ଏହି ସମୟକୁ ସନରାଇଜ ସର୍ଭିସ ମଧ୍ୟ କୁହାଯାଏ । ଗୁଡ୍ ଫ୍ରାଇଡେ ଦିନ ଇସାଙ୍କ ଅନ୍ତିମ ୭ ବାକ୍ୟକୁ ସ୍ମରଣ କରାଯାଇଥାଏ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version