• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ପରିତ୍ୟକ୍ତ ଗୃହରୁ ୧୦୦ ଘନଫୁଟରୁ ଉର୍ଦ୍ଧ୍ବ ଶାଗୁଆନ କାଠପଟାକୁ ଜବତ କଲା ବନବିଭାଗ

Proprietor Abhimanyu Maharana by Proprietor Abhimanyu Maharana
April 3, 2021
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ପରିତ୍ୟକ୍ତ ଗୃହରୁ ୧୦୦ ଘନଫୁଟରୁ ଉର୍ଦ୍ଧ୍ବ ଶାଗୁଆନ କାଠପଟାକୁ ଜବତ କଲା ବନବିଭାଗ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୧ ଏପ୍ରିଲ ୨୦୨୧, ଗୁରୁବାର ) ବ୍ରହ୍ମପୁର :-ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ବନଖଣ୍ଡ ଦିଗପହଣ୍ଡି ବନାଞ୍ଚଳ ଅଧିନସ୍ଥ ଚିକିଟି ସେକ୍ସନ ଲିଆଖାଇ ବିଟର କେ . ନୂଆଗାଁ ଗ୍ରାମର ଏକ ପରିତ୍ୟକ୍ତ ଗୃହଭିତରୁ ବନବିଭାଗ ପକ୍ଷରୁ ଶୁକ୍ରବାର ବଡିଭୋର ସମୟରେ ଅତର୍କିତ ଚଢ଼ାଉ କରାଯାଇ ୧୦୦ ଘନଫୁଟରୁ ଉର୍ଦ୍ଧ୍ବ ଶାଗୁଆନ କାଠପଟା ଜବତ କରାଯାଇଥିବା ଜଣାପଡ଼ିଛି । ଖବରନୁଯାୟୀ , ଚିକିଟି ବ୍ଳକ କେ . ନୂଆଗାଁ ଥାନା ଅଧିନସ୍ଥ ଉକ୍ତ ଗ୍ରାମରେ କୈାଣସି ଅସାମାଜିକ ବର୍ଗର ଯୁବକ ଉକ୍ତ ପରିତ୍ୟକ୍ତ ଗୃହକୁ ଦୀର୍ଘଦିନ ଧରି ବ୍ୟବହାର କରିବା ସହ ବେଆଇନଭାବେ ସେଠାରୁ କାଠପଟା ଚୋରାଚାଲାଣ କରୁଥିବା ବେଳେ କୈାଣସି ସୁତ୍ରରୁ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଖବର ପାଇଥିଲେ । ଏହାପରେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଅମ୍ଳାନ କୁମାର ନାୟକଙ୍କ ନିର୍ଦ୍ଦେଶକ୍ରମେ

ଏକଜ୍ଯୁଟିଭ ମାଜିଷ୍ଟ୍ରେଟ ତଥା ଚିକିଟି ତହସିଲଦାର ହରପ୍ରସାଦ ଭୋଇ , ଦିଗପହଣ୍ଡି ବନାଞ୍ଚଳ ଅଧିକାରୀ କାହ୍ନୁଚରଣ ପଟ୍ଟନାୟକ , ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧିକାରୀ ରଜତ କୁମାର ମିଶ୍ର ଏବଂ ବ୍ରହ୍ମପୁର ମୋବାଇଲ ସ୍କାଡ ଟିମ୍ , ବ୍ରହ୍ମପୁର ସହ ବନ ସଂଗରକ୍ଷକ ଅଶୋକ କୁମାର ବେହେରା , ଏ . ମାଧବୀଲତା ସମେତ ବନବିଭାଗ କର୍ମଚାରୀ ମାନେ ଗୁରୁବାର ବିଳମ୍ବିତ ରାତିରେ ସେଠାରେ ପଇଁତରା ମାରିଥିଲେ । ତେବେ ଶୁକ୍ରବାର ସକାଳ ସାଢେ଼ ୬ ଘଣ୍ଟା ସମୟରେ ଉକ୍ତ ଘରଭିତରେ ଚଢ଼ାଉ କରି କାଠପଟାକୁ ଜବତ କରିବା ସହ ଦୁଇଟି ଟ୍ରାକ୍ଟର ସହାୟତାରେ କାଠପଟାକୁ ଭର୍ତ୍ତି କରାଇ ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟକୁ ଅଣାଯାଇଥିବା ଖବର ମିଳିଛି । ତେବେ ଜବତ କାଠପଟା ଗୁଡ଼ିକର ମାପଚୁପ କରିବାପରେ ଏହାର ବଜାର ମୂଲ୍ୟ ପାଖାପାଖି ୩ ଲକ୍ଷରୁ ଉର୍ଦ୍ଧ୍ବ ହେବବୋଲି ପ୍ରାଥମିକ ଭାବେ ଆକଳନ କରିଥିବା ଦିଗପହଣ୍ଡି ରେଞ୍ଜର ଶ୍ରୀ ପଟ୍ଟନାୟକ କହିଛନ୍ତି । ଏନେଇ କାହାରିକୁ ଗିରଫ କରାଯାଇ ନଥିବା ବେଳେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚଳାଇଥିବା ଜଣାପଡ଼ିଛି । (ରିପୋର୍ଟ : ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version